• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ୱାଲଟିୟର ଲଢେଇ ଜୋରଦାର କଲା ବିଜେଡି:ରେଳମନ୍ତ୍ରୀଙ୍କୁ ଭେଟିଲେ ବିଜେଡିର ୭ଜଣ ସାଂସଦ

FNN WEB by FNN WEB
December 18, 2024
in ଓଡ଼ିଶା, ମୁଖ୍ୟ ଖବର
0
ୱାଲଟିୟର ଲଢେଇ ଜୋରଦାର କଲା ବିଜେଡି:ରେଳମନ୍ତ୍ରୀଙ୍କୁ ଭେଟିଲେ ବିଜେଡିର ୭ଜଣ ସାଂସଦ
0
SHARES
0
VIEWS

ଭୁବନେଶ୍ବର : ୱାଲଟିୟର ଲଢେଇ ଜୋରଦାର କଲା ବିଜେଡି । ରେଳମନ୍ତ୍ରୀଙ୍କୁ ଭେଟିଲେ ବିଜେଡିର ୭ଜଣ ସାଂସଦ । ପୂର୍ବତଟ ରେଳପଥକୁ ସଙ୍କୁଚିତ ନକରିବାକୁ ଦାବି । ସାଂସଦଙ୍କ ଶାଣିତ ସ୍ବରକୁ ସ୍ବାଗତ କଲେ ନେତା । କେନ୍ଦ୍ର ଉପରେ ବର୍ଷିଲା କଂଗ୍ରେସ । ୱାଲଟିୟର ଡିଭିଜନକୁ ବିଶାଖାପାଟଣାରେ ମିଶାଇଦେବା ଷଡ଼ଯନ୍ତ୍ରକୁ ଦୃଢ ବିରୋଧ କରିଛି ବିଜେଡି । ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ ବିଜେଡିର ୭ଜଣ ସାଂସଦ ଭେଟି ୱାଲଟିୟର ଡିଭିଜନ ସାଉଥ ସେଣ୍ଟ୍ରାଲ ରେଲୱେ-ବିଶାଖାପାଟଣା ସହିତ ନମିଶାଇବାକୁ ଦାବି କରିଛନ୍ତି । ରେଳବିଭାଗ ନେଉଥିବା ନିଷ୍ପତ୍ତିକୁ ସାଂସଦମାନେ ବିରୋଧ କରି ରେଳମନ୍ତ୍ରୀଙ୍କ ପାଖରେ ଓଡ଼ିଶାର ଦାବି ରଖିଛନ୍ତି । ଦିଲ୍ଲୀରେ ବିଜେଡି ସାଂସଦଙ୍କ ଓଡ଼ିଶାର ସ୍ବାର୍ଥ ପାଇଁ ଏପରି ଲଢେଇକୁ ବରିଷ୍ଠ ବିଜେଡି ନେତା ଭୂପିନ୍ଦର ସିଂହ ସ୍ବାଗତ କରିଛନ୍ତି । ଯଦି ପୂର୍ବତଟ ରେଳବାଇକୁ ସଙ୍କୁଚିତ କରାଯିବ ତେବେ ୨୦ ହଜାର କୋଟି ଟଙ୍କା ଓଡିଶାର ରାଜସ୍ବ ହାନି ହେବ ବୋଲି ସେ ଅଭିଯୋଗ କରିଛନ୍ତି । ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଆଶୀର୍ବାଦରେ ପୂର୍ବତଟ ରେଳପଥ ହୋଇଥିଲା । ତେଣୁ ତୁରନ୍ତ କେନ୍ଦ୍ର ସରକାର ଏହି ନିଷ୍ପତ୍ତିରୁ ଓହରିଯିବାକୁ ବିଜେଡି ଦାବି କରିଛି । ଓଡ଼ିଶା ତାର ହକ ବଜାୟ ରଖିବ ବୋଲି ବିଜେଡି ଆଶା ରଖିଛି । କେନ୍ଦ୍ରରେ ବିଜେପି ସରକାର ଭାଙ୍ଗିଯିବା ଭୟରେ ଯଦି ଓଡ଼ିଶା ସ୍ବାର୍ଥକୁ ବଳିଦେଇ କେନ୍ଦ୍ର ସରକାର ନିଷ୍ପତ୍ତି ନେବେ ତାହାକୁ ଆଗାମୀ ଦିନରେ ଦୃଢ ବିରୋଧ କରାଯିବ ବୋଲି ବିଜେଡି ଚେତାବନୀ ଦେଇଛି ।

ଦିଲ୍ଲୀରେ ବିଜେଡି ସାଂସଦମାନେ ୱାଲଟିୟର ଡିଭିଜନକୁ ଦୃଢ ବିରୋଧ କରିବା ପରେ କଂଗ୍ରେସ ଏହାକୁ ସମର୍ଥନ କରିଛି । ଆନ୍ଧ୍ର ପାଇଁ ୱାଲଟିୟର ଡିଭିଜନକୁ ବିଶାଖାପାଟଣାରେ ମିଶାଇଦେବା ନେଇ କେନ୍ଦ୍ର ସରକାରଙ୍କ ବଡ଼ ଷଡ଼ଯନ୍ତ୍ର ବୋଲି କହିଛନ୍ତି ବରିଷ୍ଠ କଂଗ୍ରେସ ନେତା ଶ୍ରୀକାନ୍ତ ଜେନା । ୱାଲଟିୟର ଡିଭିଜନକୁ ବିଶାଖାପାଟଣାରେ ମିଶାଇଦେବା ନିଷ୍ପତ୍ତିରେ ଓଡ଼ିଶା କେତେ ପାଇବ ଓ କେତେ ହରାଇବ ତାହାର ହିସାବ କେନ୍ଦ୍ର ରେଳମନ୍ତ୍ରୀ ଦିଅନ୍ତୁ ବୋଲି ସେ ଦାବି କରିଛନ୍ତି । ରେଳମନ୍ତ୍ରୀ ଓଡ଼ିଶା ସ୍ବାର୍ଥକୁ ଗୁରୁତ୍ବ ଦିଅନ୍ତୁ ଓ ରାଜନୈତିକ ବୟାନରୁ ନିବୃତ ରୁହନ୍ତୁ ବୋଲି ଶ୍ରୀକାନ୍ତ କହିଛନ୍ତି । ୱାଲଟିୟର ଡିଭିଜନ ଯଦି ଆନ୍ଧ୍ରକୁ ଯାଏ ତାହା ଚିନ୍ତାଜନକ l ଏହା ଓଡ଼ିଶାରେ ଭୟାବହ ପରିସ୍ଥିତି ସୃଷ୍ଟି କରିବ ବୋଲି ଶ୍ରୀକାନ୍ତ କହିଛନ୍ତି । ଅନ୍ୟପଟେ ଓଡିଶାର ଗୋଟେ ଇଞ୍ଚ ମଧ୍ୟ ଅଲଗା ରାଜ୍ୟକୁ ଯିବ ନାହିଁ । ଇଷ୍ଟ କୋଷ୍ଟ ତିନୋଟି ଡିଭିଜନ ନେଇ ଚାଲିବ ବୋଲି ବିଜେପି ପକ୍ଷରୁ ବାରମ୍ବାର ଯୁକ୍ତି ବଢାଯାଉଛି ।ଓଡ଼ିଶାରୁ ଦିଲ୍ଲୀ ଦରବାର ଯାଏ ପୂର୍ବ ତଟ ରେଳବାଇରୁ ୱାଲ୍ଟିୟର ଡିଭିଜନକୁ ବିଚ୍ଛିନ୍ନ କରିବା ପ୍ରସଙ୍ଗରେ ଜୋରଦାର ଲଢେଇ କରିଛି ବିଜେଡି । ବିଧାନସଭାରୁ ସଂସଦ ଯାଏ ଏ ପ୍ରସଙ୍ଗ ଉଠାଇ ଦଳର ବିଧାୟକ ଓ ସାଂସଦମାନେ ଓଡ଼ିଶାର ସ୍ବାର୍ଥ ପାଇଁ ଲଢେଇ କରୁଛନ୍ତି ଦଳୀୟ ଜନପ୍ରତିନିଧି ।

Previous Post

ଗୌରାଙ୍ଗପୁର ନିକଟ ବୈତରଣୀ ନଦୀରେ ଅଚିହ୍ନା ଯୁବକର ମୃତ ଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା

Next Post

ଦରଦାମ ବୃଦ୍ଧି ବିରୋଧରେ ରାସ୍ତାକୁ ଓହ୍ଲାଇବ ବିଜେଡି

FNN WEB

FNN WEB

Next Post
ଦରଦାମ ବୃଦ୍ଧି ବିରୋଧରେ ରାସ୍ତାକୁ ଓହ୍ଲାଇବ ବିଜେଡି

ଦରଦାମ ବୃଦ୍ଧି ବିରୋଧରେ ରାସ୍ତାକୁ ଓହ୍ଲାଇବ ବିଜେଡି

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

March 5, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.