• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ବକେୟା ବିଦ୍ୟୁତ ଶୁଳ୍କ ଆଦାୟର ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ

FNN WEB by FNN WEB
December 18, 2024
in ଓଡ଼ିଶା, ମୁଖ୍ୟ ଖବର
0
ବକେୟା ବିଦ୍ୟୁତ ଶୁଳ୍କ ଆଦାୟର ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ
0
SHARES
0
VIEWS

ଭୁବନେଶ୍ୱର : ଆଜି ଖାରବେଳ ଭବନସ୍ଥିତ ସମ୍ମିଳନୀ କକ୍ଷରେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତି ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହ ଦେଓଙ୍କ ଅଧ୍ୟକ୍ଷତାରେ ଶିଳ୍ପ ସଂସ୍ଥା ମାନଙ୍କ ଉପରେ ରହିଥିବା ବକେୟା ବିଦ୍ୟୁତ ଶୁଳ୍କ ଆଦାୟ ଉପରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଶିଳ୍ପ ସଂସ୍ଥା ଗୁଡିକରୁ ନିଜସ୍ୱ ଉତ୍ପାଦନ ଉପରେ ବକେୟା ଥିବା ବିଦ୍ୟୁତ ଶୁଳ୍କ ଏବଂ ଏହାର ସବିଶେଷ କାରଣ ଉପରେ ବିସ୍ତୃତ ଭାବେ ଆଲୋଚନା କରାଯାଇଥିଲା । ବିଦ୍ୟୁତ ଶୁଳ୍କ ଛାଡ ଉପରେ ମାନ୍ୟବର ଉଚ୍ଚ ନ୍ୟାୟାଳୟ ଏବଂ ଅନ୍ୟାନ୍ୟ ଅଦାଲତରେ ବିଚାରଧିନ ଥିବା ବିଭିନ୍ନ ମାମଲା ଯୋଗୁଁ ବକେୟା ଶୁଳ୍କ ଆଦାୟ କରିବା ପ୍ରାୟତଃ ସମ୍ଭବପର ହେଉନଥିବାର ଦୃଷ୍ଟି ଆକର୍ଷଣ କରାଯାଇଥିଲା ।

ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ କହିଥିଲେ ଯେ, ବକେୟା ବିଦ୍ୟୁତ ରାଶି ଆଦାୟ ପାଇଁ ସରକାରୀ ନିୟମ ଅନୁଯାୟୀ ପଦକ୍ଷେପ ନିଆ ଯାଉଛି l ଆଡଭୋକେଟ ଜେନେରାଲ ଏବଂ ବିଭାଗୀୟ ପରାମର୍ଶଦାତାଙ୍କ ପରାମର୍ଶ ଅନୁଯାୟୀ ଅଦାଲତର ବିଚାରାଧିନ ଥିବା ବିଭିନ୍ନ ମାମଲା ଗୁଡିକର ସମାଧାନ ଦିଗରେ ତୁରନ୍ତ ପଦକ୍ଷେପ ନେବାକୁ ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ l ବୈଠକରେ ଶକ୍ତି ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ବିଶାଳ ଦେବ, ସର୍ବୋଚ୍ଚ ଯନ୍ତ୍ରୀ (ବିଦ୍ୟୁତ) ଓ ବିଭାଗର ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ରହି ନିଜ ନିଜର ସୁଚିନ୍ତିତ ମତାମତ ପ୍ରଦାନ କରିଥିଲେ । ଶକ୍ତି ବିଭାଗ ଆଇନ ପରାମର୍ଶଦାତା ଶ୍ରୀ ସଞ୍ଜୟ ସେନ ଅନଲାଇନ ମାଧ୍ୟମରେ ଯୋଡ଼ିହୋଇ ବୈଠକରେ ଯୋଗଦେଇ ବକେୟା ବିଦ୍ୟୁତ ଶୁଳ୍କ ଆଦାୟ ପାଇଁ ଉପାୟ ଉପରେ ଆଲୋକପାତ କରିଥିଲେ l

Previous Post

ଦରଦାମ ବୃଦ୍ଧି ବିରୋଧରେ ରାସ୍ତାକୁ ଓହ୍ଲାଇବ ବିଜେଡି

Next Post

ଅସହାୟଙ୍କ ପ୍ରତି ସମ୍ବେଦନଶୀଳ ହେବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

FNN WEB

FNN WEB

Next Post
ଅସହାୟଙ୍କ ପ୍ରତି ସମ୍ବେଦନଶୀଳ ହେବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଅସହାୟଙ୍କ ପ୍ରତି ସମ୍ବେଦନଶୀଳ ହେବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

March 5, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.