• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

୨୩ରେ କିଟ୍ ନହ୍ନିପରୀ ଗ୍ରାଣ୍ଡ ଫିନାଲେ

FNN WEB by FNN WEB
December 20, 2024
in ଓଡ଼ିଶା, ମୁଖ୍ୟ ଖବର
0
୨୩ରେ କିଟ୍ ନହ୍ନିପରୀ ଗ୍ରାଣ୍ଡ ଫିନାଲେ
0
SHARES
2
VIEWS

ମୁଖ୍ୟ ଆକର୍ଷଣ ନିକିତା ପରୱାଲ୍‍, ରେଖା ପାଣ୍ଡେ ଓ ଆୟୁଷୀ ଢ଼ୋଲକିଆ

ଭୁବନେଶ୍ୱର: କିଟ୍ ନହ୍ନିପରୀ ଲିଟିଲ୍ ମିସ୍ ଇଣ୍ଡିଆର ୨୪ତମ ସଂସ୍କରଣର ଗ୍ରାଣ୍ଡ ଫିନାଲେ ଡିସେମ୍ବର ୨୩ ତାରିଖରେ ଅନୁଷ୍ଠିତ ହେବ । ଏଥିରେ ବିଭିନ୍ନ ଆଞ୍ଚଳିକ ଅଡିସନ୍‌ରୁ ମନୋନୀତ ହୋଇଥିବା ୨୬ ରାଜ୍ୟର ୪ହଜାର ପ୍ରତିଯୋଗୀଙ୍କ ମଧ୍ୟରୁ ୨୫ଜଣ ଶ୍ରେଷ୍ଠ ପ୍ରତିଯୋଗୀ ଅଂଶଗ୍ରହଣ କରିବେ । ସେମାନଙ୍କ ମଧ୍ୟରୁ ଚୂଡ଼ାନ୍ତ ପର୍ଯ୍ୟାୟରେ ବିଭିନ୍ନ ବିଭାଗରୁ ୧୦ଜଣଙ୍କୁ ମନୋନୀତ କରାଯିବା ସହ ଶ୍ରେଷ୍ଠ ୩ଜଣଙ୍କୁ କିଟ୍‍ ନହ୍ନିପରୀ ଟାଇଟଲ୍‍, ପ୍ରଥମ ରନର୍ସଅପ୍‍ ଓ ଦ୍ୱିତୀୟ ରନର୍ସ ଅପ୍‍ ଟାଇଟଲ୍‍ ପ୍ରଦାନ କରାଯିବ । ଚଳିତବର୍ଷ ମୁଖ୍ୟ ଆକର୍ଷଣ ଅଛନ୍ତି ମିସ୍‍ ଇଣ୍ଡିଆ ୱାର୍ଲ୍ଡ ୨୦୨୪ ନିକିତା ପରୱାଲ୍‍, ଫେମିନା ମିସ୍‍ ଇଣ୍ଡିଆ ୨୦୨୪ ପ୍ରଥମ ଉପବିଜେତା ରେଖା ପାଣ୍ଡେ ଏବଂ ଫେମିନା ମିସ୍‍ ଇଣ୍ଡିଆ ୨୦୨୪ ଦ୍ୱିତୀୟ ଉପବିଜେତା ଆୟୁଷୀ ଢ଼ୋଲକିଆ । ଚଳିତବର୍ଷ ଅଗଷ୍ଟ ମାସରୁ ନଭେମ୍ବର ପର୍ଯ୍ୟନ୍ତ ଦେଶର ବିଭିନ୍ନ ରାଜ୍ୟରେ ଏଥିପାଇଁ ଆଞ୍ଚଳିକ ଅଡିସନ୍‍ ଅନୁଷ୍ଠିତ ହୋଇଥିଲା ।

ଏହି ପ୍ରତିଯୋଗିତାରେ ମୋଟ ୪୧ ଲକ୍ଷ ୫୦ ହଜାର ଟଙ୍କାର ପୁରସ୍କାର ରଖାଯାଇଛି । ନହ୍ନିପରୀ ଟାଇଟଲ୍‍ ବିଜେତାଙ୍କୁ ନଗଦ ୩ଲକ୍ଷ ଟଙ୍କାର ଆର୍ଥିକ ପୁରସ୍କାର ଆକାରରେ ପ୍ରଦାନ କରାଯିବାକୁ ଥିବା ବେଳେ ସେ କିଟ୍‌ରେ ପାଠ ପଢ଼ିଲେ ତାଙ୍କର ଶହେ ପ୍ରତିଶତ ଫି’ ଛାଡ଼ ଅର୍ଥାତ୍ ସର୍ବାଧିକ ୧୮ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଫି ଛାଡ଼ ହେବ । ପ୍ରଥମ ରନର୍ସ ଅପ୍‌ଙ୍କୁ ନଗଦ ୧ଲକ୍ଷ ଟଙ୍କା ପୁରସ୍କାର ରାଶି ପ୍ରଦାନ କରାଯିବା ସହ ଏବଂ ସେ କିଟ୍‌ରେ ପାଠ ପଢିଲେ ସର୍ବାଧିକ ୯ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଫି’ ଛାଡ଼ କରାଯିବ । ଦ୍ୱିତୀୟ ରନର୍ସ ଅପ୍ ପାଇଁ ୫୦ ହଜାର ଟଙ୍କା ନଗଦ ଅର୍ଥରାଶି ସହ ସର୍ବାଧିକ ୯ଲକ୍ଷ ଟଙ୍କା ପର୍ଯ୍ୟନ୍ତ, ପୁରସ୍କାର ପ୍ରଦାନ କରାଯିବ ।
ସେହିପରି ପ୍ରତିଯୋଗିତାର କ୍ରୀଡ଼ା, ସାଧାରଣଜ୍ଞାନ, ମିସ୍ ରାପୁଞ୍ଜେଲ୍‌, ମିସ୍ ଫଟୋଜେନିକ୍‌, ମିସ୍ ସେଲ୍‌ଫି (ଫେସ୍‌ବୁକ୍‌ରେ ସର୍ବାଧିକ ଲାଇକ୍‌), ମିସ୍ ଫେସନ୍ ଗାର୍ଲ, ମିସ୍ ୱିଜ୍‌କିଡ଼୍‌, ମିସ୍ ସିଣ୍ଡ୍ରେଲା, ମିସ୍ ଉର୍ବଶୀ, ମିସ୍ କ୍ୟାଟ୍‌ୱାକ୍‌, ମିସ୍ ମୋନାଲିସା ଏବଂ ମିସ୍ ଆକ୍‌ଟିଭ୍ ଆଦି ବର୍ଗରେ ଶ୍ରେଷ୍ଠତ୍ୱ ପ୍ରତିପାଦିତ କରିଥିବା ପ୍ରତିଯୋଗୀଙ୍କ ପାଇଁ ମଧ୍ୟ ଅର୍ଥିକ ପୁରସ୍କାର ବ୍ୟବସ୍ଥା ରହିଛି । ୨୦୦୧ ମସିହାରେ କେନ୍ଦୁଝରରୁ ଆରମ୍ଭ ହୋଇଥିବା କିଟ୍ ନହ୍ନିପରୀ ପ୍ରତିଯୋଗିତା ବିଶିଷ୍ଟ ଶିକ୍ଷାବିତ୍‍ ଓ ସମାଜସେବୀ ତଥା କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ପୃଷ୍ଠପୋଷକତା ଓ ପରାମର୍ଶ କ୍ରମେ ଏବେ ସମଗ୍ର ଦେଶରେ ବେଶ୍ ପ୍ରସିଦ୍ଧି ଲାଭ କରିଛି । ପ୍ରତିବର୍ଷ ପରି ଚଳିତବର୍ଷ ବର୍ଷତମାମ ନହ୍ନିପରୀ ପରିବାର ପକ୍ଷରୁ ମଳୟ ମହାପାତ୍ର, ଡ. ଶ୍ରଦ୍ଧାଞ୍ଜଳି ନାୟକ, ସୋମା ମହାନ୍ତି ପ୍ରମୁଖ ଦେଶର ସମସ୍ତ ରାଜ୍ୟରେ ଆଞ୍ଚଳିକ ଅଡ଼ିସନ କରି ପ୍ରତିଭା ଚୟନ କରିଥାନ୍ତି ।

Previous Post

ଲାଗି ରହିଛି ବର୍ଷା, ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

Next Post

ଅଲିଭ୍ ରିଡଲେଙ୍କ ସୁରକ୍ଷା ଓ ସଂରକ୍ଷଣକୁ ଗୁରୁତ୍ୱ

FNN WEB

FNN WEB

Next Post
ଅଲିଭ୍ ରିଡଲେଙ୍କ ସୁରକ୍ଷା ଓ ସଂରକ୍ଷଣକୁ ଗୁରୁତ୍ୱ

ଅଲିଭ୍ ରିଡଲେଙ୍କ ସୁରକ୍ଷା ଓ ସଂରକ୍ଷଣକୁ ଗୁରୁତ୍ୱ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.