• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଗୁଣାତ୍ମକ ଶିକ୍ଷାକୁ ବାଦ୍‌ ଦେଇ କୌଣସି ଦେଶ ବିକାଶ ପଥରେ ଅଗ୍ରସର ହୋଇପାରିବ ନାହିଁ : ନବୀନ

FNN WEB by FNN WEB
December 21, 2024
in ଓଡ଼ିଶା, ମୁଖ୍ୟ ଖବର
0
ଗୁଣାତ୍ମକ ଶିକ୍ଷାକୁ ବାଦ୍‌ ଦେଇ କୌଣସି ଦେଶ ବିକାଶ ପଥରେ ଅଗ୍ରସର ହୋଇପାରିବ ନାହିଁ : ନବୀନ
0
SHARES
1
VIEWS

ଭୁବନେଶ୍ବର : ଗୁଣାତ୍ମକ ଶିକ୍ଷାକୁ ବାଦ୍‌ ଦେଇ କୌଣସି ଦେଶ ବିକାଶ ପଥରେ ଅଗ୍ରସର ହୋଇପାରିବ ନାହିଁ। ଉତ୍ତମ ଏବଂ ମୂଲ୍ୟବୋଧ ଭିତ୍ତିକ ଶିକ୍ଷାଦାନ ଉପରେ ଆମେ ଗୁରୁତ୍ୱ ଦେବା ଆବଶ୍ୟକ। ତେବେ ଯାଇ ଆମ ଦେଶ ବିକାଶର ନୂଆ ଶିଖର ଛୁଇଁପାରିବ ବୋଲି କହିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଭୁବନେଶ୍ବରରେ ଆୟୋଜିତ ଷଷ୍ଠ ଡିଏଭି ୟୁନାଇଟେଡ ଫେଷ୍ଟିଭାଲରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କହିଛନ୍ତି ନିଜର ୧୩୮ ବର୍ଷର ଯାତ୍ରା ମଧ୍ୟରେ ଡିଏଭି ଗ୍ରୁପ୍‌ ଅଫ୍‌ ଇନଷ୍ଟିଚ୍ୟୁସନ୍‌ ଗୁଣାତ୍ମକ ଶିକ୍ଷାଦାନ କ୍ଷେତ୍ରରେ ଅନେକ ଉପଲବ୍ଧି ହାସଲ କରିପାରିଛି। ଏଠାରୁ ଶିକ୍ଷା ଲାଭ କରିଥିବା ଅନେକ ଛାତ୍ରଛାତ୍ରୀ ଏବେ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ସୁନାମ ଅର୍ଜନ କରିପାରୁଛନ୍ତି। ଡିଏଭି ଅଭିଯାନର ଜନକ ସ୍ୱାମୀ ଦୟାନନ୍ଦ ସରସ୍ୱତୀ, ଲାଲା ଲାଜପତ ରାଏ ଏବଂ ମହାତ୍ମା ହଂସରାଜଙ୍କୁ ମୋର ବିନମ୍ର ଶ୍ରଦ୍ଧାଞ୍ଜଳୀ ଅର୍ପଣ କରୁଛି।

ଏକ ସକାରାତ୍ମକ ଆଭିମୁଖ୍ୟ ନେଇ ଏହି ଅନୁଷ୍ଠାନ ଆଗକୁ ଅନେକ ସଫଳତା ହାସଲ କରିପାରିବ ବୋଲି ମୋର ବିଶ୍ୱାସ। ଏପରି ଏକ ବିଶାଳ କାର୍ଯ୍ୟକ୍ରମ ଦ୍ୱାରା ଆମର ପିଲାମାନଙ୍କୁ ନିଜ ପ୍ରତିଭା ପ୍ରଦର୍ଶନ କରିବା ପାଇଁ ସୁଯୋଗ ମିଳୁଛି। ଏଥିପାଇଁ ଆୟୋଜକମାନଙ୍କୁ ମୁଁ ହୃଦୟରୁ ଅଭିନନ୍ଦନ ଜଣାଉଛି ବୋଲି ଶ୍ରୀ ପଟ୍ଟନାୟକ କହିଥିଲେ। ଏହି ଅବସରରେ ଡିଏଭି ସିଏମ୍‌ସିର ସଭାପତି ପଦ୍ମଶ୍ରୀ ପୁନମ ସୁରୀ, ଆଞ୍ଚଳିକ ନିର୍ଦ୍ଦେଶକ ଡ଼ କେଶବ ଚନ୍ଦ୍ର ଶତପଥୀ ପ୍ରମୁଖ ଉପସ୍ଥିତ ଥିଲେ। ଅନ୍ୟପଟେ ଏହି କାର୍ଯ୍ୟକ୍ରମରେ ନବୀନଙ୍କୁ ଦେଖିବା ପାଇଁ ଛୋଟ ବଡ଼ ସଭିଙ୍କ ମଧ୍ୟରେ କ୍ରେଜ ଦେଖିବାକୁ ମିଳିଥିଲା । ଛାତ୍ରଛାତ୍ରୀ ଓ ଆଲମୁନି ତାଙ୍କଠାରୁ ଆଶୀର୍ବାଦ ନେଇଥିଲେ । ଆଜିର କାର୍ଯ୍ୟକ୍ରମରେ ହଜାରେ ଆଲମୁନି ଉପସ୍ଥିତ ଥିଲେ । ଦୁଇ ଦିନିଆ କାର୍ଯ୍ୟକ୍ରମରେ ଓଲିଉଡ ଓ ବଲିଉଡର ଅନେକ କଳାକାର ଯୋଗଦେବେ । ଆଜି ବଲିଉଡର ହାସ୍ୟ ଅଭିନେତା ସୁନିଲ ଗ୍ରୋଭର ଯୋଗ ଦେଇ ସଭିଙ୍କୁ ହସାଇ ହସାଇ ବେଦମ କରିଥିଲେ । ଅନ୍ୟପଟେ କଟକର ଜଣେ ମହିଳା ନବୀନ ପଟ୍ଟନାୟକଙ୍କୁ ଦେଖି ତାଙ୍କ ଲୁହକୁ ରୋକି ପାରି ନଥିଲେ । ନବୀନ ପଟ୍ଟନାୟକ ଆସିବାରୁ ଯିବା ପର୍ଯ୍ୟନ୍ତ ସେ କାନ୍ଦୁଥିବା ଦେଖିବାକୁ ମିଳିଥିଲା । ମହିଳାଙ୍କୁ ସଶକ୍ତ କରିବା କ୍ଷେତ୍ରରେ ନବୀନ ପଟ୍ଟନାୟକ ବଡ଼ ଅବଦାନ ରହିଛି । ସେ ହାରି କି ମଧ୍ୟ କୋଟି ଓଡ଼ିଆଙ୍କ ହୃଦୟ ଜିତିଛନ୍ତି ବୋଲି ସଭିଏଁ କହିଥିଲେ।

Previous Post

ଭଦ୍ରକରେ ବୟନ ପାର୍କ ପ୍ରତିଷ୍ଠା: ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ

Next Post

ଭାରତ ପାଣିପାଗ ବିଭାଗର ୧୫୦ ବର୍ଷ ପୂର୍ତ୍ତି ଅବସରରେ କର୍ମଶାଳା ଆୟୋଜିତ

FNN WEB

FNN WEB

Next Post
ଭାରତ ପାଣିପାଗ ବିଭାଗର ୧୫୦ ବର୍ଷ ପୂର୍ତ୍ତି ଅବସରରେ କର୍ମଶାଳା ଆୟୋଜିତ

ଭାରତ ପାଣିପାଗ ବିଭାଗର ୧୫୦ ବର୍ଷ ପୂର୍ତ୍ତି ଅବସରରେ କର୍ମଶାଳା ଆୟୋଜିତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.