• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ନିର୍ବାଚନ ଆୟୋଗଙ୍କୁ ଭେଟିଲେ ବିଜେଡି ଟିମ୍

FNN WEB by FNN WEB
December 23, 2024
in ଓଡ଼ିଶା, ମୁଖ୍ୟ ଖବର
0
ଶେଷ ୩ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କଲା ବିଜେଡି, ଦେବଗଡ଼ ପ୍ରାର୍ଥୀ ବଦଳିଲେ
0
SHARES
3
VIEWS

ଓଡ଼ିଶାରେ ହୋଇଛି ବ୍ୟାପକ ଭୋଟ୍ ଗଡ଼ବଡ଼ : ବିଜେଡି
ନୂଆଦିଲ୍ଲୀ/ଭୁବନେଶ୍ବର: ସାଧାରଣ ନିର୍ବାଚନ-୨୦୨୪ରେ ଅନିୟମିତତା ନେଇ ବିଜୁ ଜନତା ଦଳ (ବିଜେଡି) ଅଭିଯୋଗ ଆଣିଛି। ନୂଆଦିଲ୍ଲୀରେ ଭାରତୀୟ ନିର୍ବାଚନ କମିସନଙ୍କୁ ଭେଟି ସ୍ମାରକପତ୍ର ଦେଲା ପରେ ବିଜେଡି ସଂସଦୀୟ ଟିମ୍ ସୋମବାର ଅପରାହ୍ଣରେ ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ ଏହି ସୂଚନା ଦେଇଛି। ବିଜେଡି କହିଛି, ଲୋକସଭା ଓ ରାଜ୍ୟ ବିଧାନସଭା ନିର୍ବାଚନ-୨୦୨୪ରେ ଅନିୟମିତତା ହୋଇଛି।

ବିଜେଡି କହିଛି ଯେ, ଓଡ଼ିଶାରେ ଗତ ଲୋକସଭା ଓ ବିଧାନସଭା ନିର୍ବାଚନରେ କିଛି ଆସନରେ ଭୋଟ୍ ତାରତମ୍ୟ ଦେଖାଯାଇଛି। ଇଭିଏମ୍‌ରେ ପଡ଼ିଥିବା ଭୋଟ୍ ଓ ଗଣତି ଭୋଟିଂରେ ତାରତମ୍ୟ ଦେଖାଯାଇଛି। ସନ୍ଧ୍ୟା ୫ଟା ଓ ରାତି ୧୧ଟା ୪୫ର ଭୋଟ୍ ଗଣତି ମଧ୍ୟରେ ପାର୍ଥକ୍ୟ ଦେଖିବାକୁ ମିଳିଛି। ୨୦୦୦ ମସିହାରୁ ଭୋଟ୍ ହେଉଥିଲେ ମଧ୍ୟ ଏତେ ତାରତମ୍ୟ ଦେଖାଯାଉ ନଥିଲା। କିନ୍ତୁ ନିର୍ଦ୍ଦିଷ୍ଟ କେତୋଟି ସଂସଦୀୟ ଓ ବିଧାନସଭା କ୍ଷେତ୍ରକୁ ନେଇ ଆମେ ଅଭିଯୋଗ ଆଣିଛୁ। ଏନେଇ ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ତଥ୍ୟ ମାଗିଲେ ମିଳୁନାହିଁ। ସାମ୍ବାଦିକ ସମ୍ମିଳନୀରେ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ, ସସ୍ମିତ ପାତ୍ର ଓ ସୁଲତା ଦେଓ ଉପସ୍ଥିତି ଥିଲେ।

ଲୋକସଭା ଓ ବିଧାନସଭା ନିର୍ବାଚନରେ କିଛି ଆସନରେ ଭୋଟ୍ ତାରତମ୍ୟ ଦେଖାଯାଇଛି। ଇଭିଏମ୍‌ରେ ପଡ଼ିଥିବା ଭୋଟ୍ ଓ ଗଣତି ଭୋଟିଂରେ ତାରତମ୍ୟ ଦେଖାଯାଇଛି। ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ତଥ୍ୟ ମାଗିଲେ ମିଳୁନାହିଁ। ନିର୍ବାଚନରେ ଅନିୟମିତା ନେଇ ବିଜେଡିର ସାମ୍ବାଦିକ ସମ୍ମିଳନୀ ପରେ ବିଜେପି ମୁଖପାତ୍ର ଅନିଲ ବିଶ୍ବାଳ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ବିଜେଡି ଜନାଦେଶକୁ ଗ୍ରହଣ କରିପାରୁ ନାହିଁ। ନିର୍ବାଚନ ପ୍ରକ୍ରିୟାରେ ଯଦି ତ୍ରୁଟି ରହିଛି, ତାହେଲେ ବିଜେଡି ଆଇନ୍‌ର ଆଶ୍ରୟ ନେବା ଦରକାର। କିନ୍ତୁ ବିଜେଡି ତାହା ନ କରି ସାମ୍ବାଦିକ ସମ୍ମିଳନୀ କରିବାର ଅର୍ଥ ରାଜନୀତି କରୁଛି। ବିଜେଡିରେ ଏବେ ସଂକଟ ପରିସ୍ଥିତି ଦେଖାଯାଇଛି।

Previous Post

ଭାରତ ପାଣିପାଗ ବିଭାଗର ୧୫୦ ବର୍ଷ ପୂର୍ତ୍ତି ଅବସରରେ କର୍ମଶାଳା ଆୟୋଜିତ

Next Post

ଭିଡମୁକ୍ତ ହେବ କଟକ, ରାସ୍ତାରେ ଲାଗିବନି ଗହଳି

FNN WEB

FNN WEB

Next Post
ଭିଡମୁକ୍ତ ହେବ କଟକ, ରାସ୍ତାରେ ଲାଗିବନି ଗହଳି

ଭିଡମୁକ୍ତ ହେବ କଟକ, ରାସ୍ତାରେ ଲାଗିବନି ଗହଳି

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.