• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

କଟକ ବେଲ-ଭ୍ୟୁ ଛକଠାରେ ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀଙ୍କର ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ଲୋକାର୍ପଣ

FNN WEB by FNN WEB
December 24, 2024
in ଓଡ଼ିଶା, ମୁଖ୍ୟ ଖବର
0
କଟକ ବେଲ-ଭ୍ୟୁ ଛକଠାରେ ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀଙ୍କର ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ଲୋକାର୍ପଣ
0
SHARES
4
VIEWS

କଟକ: ରାଜ୍ୟ ସରକାରଙ୍କ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ତଥା କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି କାଠଯୋଡ଼ି ନିକଟ ବେଲ-ଭ୍ୟୁ ଛକ ଠାରେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀ ଙ୍କ ର ଏକ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ଲୋକାର୍ପଣ କରାଯାଇଛି । ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ର ମୋହନ ଚରଣ ମାଝି ମୁଖ୍ୟ ଅତିଥି ଭାବରେ ଯୋଗଦେଇ ବରେଣ୍ୟ ବିଶିଷ୍ଟ ଅତିଥିଙ୍କ ଉପସ୍ଥିତିରେ ପ୍ରତିମୂର୍ତ୍ତି ଅନାବରଣ କରି ସ୍ଵର୍ଗତ ବାଜପେୟୀ ଙ୍କ ର ବ୍ୟକ୍ତିତ୍ଵ ତାଙ୍କୁ ଅମର କରି ରଖିବ ବୋଲି ମତବ୍ୟକ୍ତ କରିଥିଲେ । ସମଗ୍ର ବିଶ୍ଵରେ ରାଷ୍ଟ୍ର ରାଷ୍ଟ୍ର ମଧ୍ୟରେ ପ୍ରେମ ଓ ବନ୍ଧୁତା ସ୍ଥାପନ କରି ବିଶ୍ୱରେ ଶାନ୍ତି ପ୍ରତିଷ୍ଠା କରିବା ତାଙ୍କ ଜୀବନର ଏକ ମାତ୍ର ଲକ୍ଷ୍ୟ ଥିଲା ବୋଲି ଆଲୋକପାତ ସେ କରିଥିଲେ । କେନ୍ଦ୍ର ଶିକ୍ଷା ମନ୍ତ୍ରୀ, ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହି କାର୍ଯ୍ୟକ୍ରମରେ ସମ୍ମାନୀୟ ଅତିଥି ଭାବରେ ଯୋଗଦେଇ ସ୍ଵର୍ଗତ ବାଜପେୟୀଙ୍କ ପ୍ରତି ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ତାଙ୍କର ବିଚିତ୍ର କୂଟ ନୀତି ସମଗ୍ର ବିଶ୍ୱକୁ ଚକିତ କରିଥିଲା ବୋଲି ଉଲ୍ଲେଖ କରିବା ସହ କୌଣସି ରାଷ୍ଟ୍ର ସହିତ ବନ୍ଧୁତାର ହାତ ବଢ଼ାଇ ବିଶ୍ୱରେ ଶାନ୍ତି ପ୍ରତିଷ୍ଠା ପାଇଁ ତାଙ୍କର ନିରବଚ୍ଛିନ୍ନ ପ୍ରୟାସ ସମ୍ବନ୍ଧରେ ଆଲୋକପାତ କରିଥିଲେ । ଭାରତରତ୍ନ ଅଟଳ ବିହାରୀ ବାଜପେୟୀ ଏକାଧାରରେ ଜଣେ ରାଜନୀତିଜ୍ଞ, ବିଚକ୍ଷଣ କୂଟନୀତିଜ୍ଞ ଏବଂ ସାହିତ୍ୟିକ ଭାବରେ ବେଶ ପରିଚିତ ବୋଲି ଅତିଥିମାନେ ଶ୍ରଦ୍ଧା ସୁମନ ଅର୍ପଣ ପୂର୍ବକ ବିବେଚିତ କରିଥିଲେ ।

ଆଜିର ଏହି ବର୍ଣ୍ଣାଢ୍ୟ ସମାରୋହରେ ମାନ୍ୟବର ଓଡିଆ ଭାଷା, ସାହିତ୍ୟ, ଓ ସଂସ୍କୃତି ବିଭାଗ ମନ୍ତ୍ରୀ, ଶ୍ରୀ ସୂର୍ଯ୍ୟବଂଶୀ ସୂରଜ, ମାନ୍ୟବର ସାଂସଦ,କଟକ ଲୋକସଭା ଶ୍ରୀ ଭତୃହରି ମହତାବ, ମାନ୍ୟବର ସାଂସଦ, ରାଜ୍ୟସଭା, ଶ୍ରୀ ଦେବାଶିଷ ସମନ୍ତରାୟ, ମାନ୍ୟବର ବିଧାୟକ ସାଲେପୁର, ଶ୍ରୀ ପ୍ରଶାନ୍ତ କୁମାର ବେହେରା, ମାନ୍ୟବର ବିଧାୟକ, କଟକ-ଚୌଦ୍ଵାର, ଶ୍ରୀ ସୌଭିକ ବିଶ୍ଵାଳ, ମାନ୍ୟବର ବିଧାୟକ, ବାଙ୍କି ଶ୍ରୀ ଦେବୀ ରଞ୍ଜନ ତ୍ରିପାଠୀ, ମାନ୍ୟବର ବିଧାୟକ, କଟକ ସଦର ଇଂ. ପ୍ରକାଶ ସେଠୀ, ମାନ୍ୟବର ବିଧାୟକ, ମାହାଙ୍ଗା, ଶ୍ରୀ ସାରଦା ପ୍ରସାଦ ପ୍ରଧାନ, ମାନ୍ୟବର ବିଧାୟକ ବଡମ୍ବା ଶ୍ରୀ ବିଜୟ କୁମାର ଦଳବେହେରା, ମାନ୍ୟବର ବିଧାୟକ ନିଆଳି ଶ୍ରୀ ଛବି ମଲ୍ଲିକ, ଜିଲ୍ଲାପାଳ ଓ ଜିଲ୍ଲା ମାଜିଷ୍ଟ୍ରେଟ୍ ଶ୍ରୀ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେଙ୍କ ସମେତ ଜିଲ୍ଲା ପ୍ରଶାସନର ବରିଷ୍ଠ ଅଧିକାରୀ ଏବଂ ସହରର ବହୁ ମାନ୍ୟଗଣ୍ୟ ବ୍ୟକ୍ତିମାନେ ଯୋଗଦେଇଥିଲେ ।

Previous Post

ଉତ୍ସର୍ଗୀକୃତ ସେବା ପାଇଁ ପାଞ୍ଚ ଜଣ ରେଳ କର୍ମଚାରୀ ପୁରସ୍କୃତ

Next Post

୧୮ତମ ପ୍ରବାସୀ ଭାରତୀୟ ଦିସସ ଆୟୋଜନର ସମୀକ୍ଷା କଲେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ

FNN WEB

FNN WEB

Next Post
୧୮ତମ ପ୍ରବାସୀ ଭାରତୀୟ ଦିସସ ଆୟୋଜନର ସମୀକ୍ଷା କଲେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ

୧୮ତମ ପ୍ରବାସୀ ଭାରତୀୟ ଦିସସ ଆୟୋଜନର ସମୀକ୍ଷା କଲେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.