• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

୧୮ତମ ପ୍ରବାସୀ ଭାରତୀୟ ଦିସସ ଆୟୋଜନର ସମୀକ୍ଷା କଲେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ

FNN WEB by FNN WEB
December 24, 2024
in ଓଡ଼ିଶା, ମୁଖ୍ୟ ଖବର
0
୧୮ତମ ପ୍ରବାସୀ ଭାରତୀୟ ଦିସସ ଆୟୋଜନର ସମୀକ୍ଷା କଲେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ
0
SHARES
6
VIEWS


ସମୀକ୍ଷା ବୈଠକରେ ବିଧାୟକ, ମେୟର, ତିନି ଜିଲ୍ଲାପାଳ ଓ ବରିଷ୍ଠ ଅଧିକାରୀ ଉପସ୍ଥିତ


ଭୁବନେଶ୍ୱର: ଏଠା ରେ ଅନୁଷ୍ଠିତ ହେବାକୁ ଯାଉଛି ପ୍ରବାସୀ ଭାରତୀୟ ଦିବସ। ୧୮ ତମ ପ୍ରବାସୀ ଭାରତୀୟ ଦିବସ ପାଇଁ ରାଜ୍ୟ ସରକାର ଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଆଜି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡା କୃଷ୍ଣ ଚନ୍ଦ୍ର ମହାପାତ୍ର ଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହେଇଛି। ଏହି ବୈଠକରେ ବିଏମସି କମିସନର , ବିଧାୟକ, ବରିଷ୍ଟ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

ବୈଠକ ପରେ ଗଣମାଧ୍ୟମକୁ ସୂଚନା ଦେଇ ମନ୍ତ୍ରୀ ଡାକ୍ତର ମହାପାତ୍ର କହିଛନ୍ତି ଯେ ୯ ଜାନୁୟାରୀ ୧୯୧୫ ମସିହାରେ ଦକ୍ଷିଣ ଆଫ୍ରିକାରୁ ମହାତ୍ମା ଗାନ୍ଧୀଙ୍କ ଭାରତ ଫେରିବାକୁ ଏହି ଦିବସ ସ୍ମରଣ କରିଥାଏ । ଏହି ଦିନକୁ ପାଳନ କରିବାପାଇଁ ୨୦୦୩ରେ ପ୍ରବାସୀ ଭାରତୀୟ ଦିବସ ପାଳନ କରିବାର ପରମ୍ପରା ଆରମ୍ଭ କରାଯାଇଥିଲା । ଭାରତର ବିକାଶ ପାଇଁ ବିଦେଶୀ ଭାରତୀୟ ସମ୍ପ୍ରଦାୟର ସହଭାଗିତା ଏହି ଆୟୋଜନର ମୂଳ ଉଦ୍ଦେଶ୍ୟ । ତେବେ ୨୦୧୫ ଠାରୁ ସଂଶୋଧିତ ଫର୍ମାଟରେ ପ୍ରତି ଦୁଇବର୍ଷରେ ଥରେ ଆୟୋଜିତ ହେଉଛି । ଆମେ ଗର୍ବିତ ଯେ ଆମର ଯଶ୍ବସୀ ପ୍ରଧାନମନ୍ତ୍ରୀ ବିଭିନ୍ନ ଆର୍ନ୍ତଜାତୀୟ ଦେଶ ଗସ୍ତ ସମୟରେ ସେ ଦେଶବାସୀଙ୍କୁ ଓଡିଶା ପରିଦର୍ଶନ କରିବାକୁ ଆମନ୍ତ୍ରଣ କରିଛନ୍ତି । କୁଏତ ଗସ୍ତର ସଦ୍ୟତମ ଉଦାହରଣ ଯେଉଁଠାରେ ମାନ୍ୟବର ପ୍ରଧାନମନ୍ତ୍ରୀ ଗଞ୍ଜାମର ଜଣେ ଯୁବକଙ୍କ ସହିତ ଆଲୋଚନା କରିଥିଲେ ଏବଂ ଭୁବନେଶ୍ବର ଠାରେ ଆୟୋଜିତ ହେଉଥିବା ୧୮ତମ ପ୍ରବାସୀ ଭାରତୀୟ କାର୍ଯ୍ୟକ୍ରମ ସଂକ୍ରାନ୍ତରେ ଆଲୋଚନା କରିଥିଲେ । ସର୍ବଭାରତୀୟ ସ୍ତରରେ ଓଡିଶାର ସଂସ୍କୃତି ଓଐତିହ୍ୟ ପ୍ରଦର୍ଶନ ପାଇଁ ଏହା ଏକ ସୁବର୍ଣ୍ଣ ସୁଯୋଗ । ସମସ୍ତଙ୍କ ମିଳିତ ପ୍ରୟାସରେ ଏହା ସଫଳ କରି ଆମ ରାଜ୍ୟକୁ ବିଶ୍ବସ୍ତରରେ ଗର୍ବିତ କରାଇ ପାରିବା । ଜାନୁଆରୀ ୮ ,୯,୧୦ ତିନି ଦିନ ଧରି ଚାଲିବ ପ୍ରବାସୀ ଭାରତୀୟ ଦିବସ। ପୂର୍ବରୁ ଇନ୍ଦୋର ଓ ବାରଣାସୀ ଅନୁଷ୍ଟିତ ହେଇଥିଲା ପ୍ରବାସୀ ଭାରତୀୟ ଦିବସ। ଉଦଘାଟନରେ ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ଦ୍ୱିତୀୟ ଦିନରେ ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଉଦଯାପନୀ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୂର୍ମୁ ଯୋଗଦେବେ ।

ଓଡ଼ିଶା ସରକାରଙ୍କ ଗୃହ ବିଭାଗ , ପର୍ଯ୍ୟଟନ ବିଭାଗ ପୂରା ପ୍ରସ୍ତୁତିରେ ଲାଗିପଡିଛନ୍ତି । କଟକ , ପୁରୀ , ଭୁବନେଶ୍ବର ଓ କୋଣାର୍କ ପର୍ଯ୍ୟଟନ କ୍ଷେତ୍ର ରେ ସମସ୍ତ ପ୍ରକାର ବ୍ୟବସ୍ଥା କରାଯିବ । ୧୪୦ ଦେଶର ଅତିଥି ଓ ପାଞ୍ଚ ହଜାର ରୁ ସାତ ହଜାର ପ୍ରବାଦୀ ଭାରତୀୟ ଯୋଗ ଦେବେ। ଅନ୍ୟ ଦେଶରୁ ଆସୁଥିବା ଅତିଥି ଓ ପ୍ରବାସୀ ଭାରତୀୟ ପାଇଁ ହୋଟେଲ, ଆଇ ବି , ଗେଷ୍ଟ ହାଉସ ବୁକିଂ ଚାଲିଛି। ଓଡ଼ିଶାର ସଂସ୍କୃତି , ପରମ୍ପରା ଐତିହ ବିଷୟରେ ସମସ୍ତେ ଜାଣିବେ । ଏ ନେଇ ସବୁ ପ୍ରକାର ବ୍ୟବସ୍ଥା କରୁଛି ପର୍ଯ୍ୟଟନ ବିଭାଗ । ଯିବା ଆସିବ ପାଇଁ କ୍ରୁଟ ପକ୍ଷରୁ ୫୦ ଟି ନୁଆ ବସ ଓ ୫ଟି ଡବଲ ଡ୍ଡେକର ବସ ଚାଲିବ। ଓଡ଼ିଶା ପୋଲିସ ସୁରକ୍ଷା କୁ କଡ଼ା କଡି କରିଛି। କିଛିଦିନ ପୁର୍ବରୁ ଡ଼ିଜି, ଆଜି ସମ୍ମିଳନୀ ରେ ଆମେ ବେଶ ସଫଳତା ପାଇଛୁ। ଭୁବନେଶ୍ଵରରକୁ ସମ୍ପୂର୍ଣ୍ଣ ସୌନ୍ଦର୍ଯ୍ୟ କରାଯାଇଅଛି ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି ।

ପ୍ରାରମ୍ଭରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଶ୍ରୀମତୀ ଉଷା ପାଢୀ ଭୁବନେଶ୍ବର, କଟକ, ପୁରୀ ଓ ଖୋରଧା ଜିଲ୍ଲାରେ ଏ ନେଇ ପ୍ରସ୍ତୁତି କାର୍ଯ୍ୟର ନିୟମିତ ସମୀକ୍ଷା କରିବା ସହିତ ଏପର୍ଯ୍ୟନ୍ତ ଗ୍ରହଣ କରାଯାଇଥିବା ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ବିସ୍ତୃତ ସୂଚନା ଦେଇଥିଲେ । ଖାରବେଳ ଭବନ ଠାରେ ଅନୁଷ୍ଠିତ ଉକ୍ତବୈଠକରେ ବିଧାୟକ ବାବୁ ସିଂ, ବିଧାୟିକା ସୋଫିଆ ଫିର୍ଦ୍ଦୋସ, ମେୟର ସୁଲୋଚନା ଦାସ, କମିଶନର, ବିଏମସି, ରାଜେଶ ପ୍ରଭାକର ପାଟିଲ, ଭିସି ବିଡିଏ ତିରୁମାଳା ନାଏକ, ପର୍ଯ୍ୟଟନ ନିର୍ଦେଶକ, ସଂସ୍କୃତି ବିଭାଗ ନିର୍ଦେଶକ, ଖୋର୍ଦ୍ଧା, ପୁରୀ ଓ କଟକ ଜିଲ୍ଲାପାଳଙ୍କ ସେମତ ଅନ୍ୟାନ୍ୟ ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ଥିଲେ ।

Previous Post

କଟକ ବେଲ-ଭ୍ୟୁ ଛକଠାରେ ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀଙ୍କର ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ଲୋକାର୍ପଣ

Next Post

ରାଜ୍ୟ ସ୍ତରୀୟ ଜାତୀୟ ଉପଭୋକ୍ତା ଦିବସ 2024

FNN WEB

FNN WEB

Next Post
ରାଜ୍ୟ ସ୍ତରୀୟ ଜାତୀୟ ଉପଭୋକ୍ତା ଦିବସ 2024

ରାଜ୍ୟ ସ୍ତରୀୟ ଜାତୀୟ ଉପଭୋକ୍ତା ଦିବସ 2024

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.