• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଭୁଲ ତଥ୍ୟ ଦେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଚାଷୀଙ୍କୁ ଭୁଆଁ ବୁଲାଉଛନ୍ତି: ବିଜେଡି

FNN WEB by FNN WEB
December 25, 2024
in ଓଡ଼ିଶା, ମୁଖ୍ୟ ଖବର
0
ରାଜ୍ୟପାଳ ଅପସାରିତ, ଏଏସଓ ଏବେ ବି ନ୍ୟାୟ ପାଇବାରୁ ବଞ୍ଚିତ : ବିଜେଡି
0
SHARES
0
VIEWS

ମଣ୍ଡି ଅବ୍ୟବସ୍ଥା ସ୍ଵୀକାର କଲେ କିନ୍ତୁ ବ୍ୟବସ୍ଥିତ ପାଇଁ ନୀରବ ରହିଲେ

ଭୁବନେଶ୍ୱର: ରାଜ୍ୟରେ ଧାନ କିଣାରେ ବ୍ୟାପକ ଅବ୍ୟବସ୍ଥା ଜାରି ରହିଥିବା ଯୋଗୁ ରାଜ୍ୟର ଚାଷୀ ଭାଇ ମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଥିବା ବେଳେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ସବୁକିଛି ଠିକ ଚାଲିଛି ଓ ସେଥିପାଇଁ ରାଜ୍ୟ ସରକାର ଧନ୍ୟବାଦର ପାତ୍ର ବୋଲି ଆଜି ଦେଇଥିବା ମନ୍ତବ୍ୟ ଚାଷୀ ଭାଇ ମାନଙ୍କ କଟା ଘା’ ରେ ଚୂନ ଦେବା ସଦୃଶ୍ୟ ହୋଇଛି ବୋଲି ବିଜୁ ଜନତା ଦଳର ମୁଖପାତ୍ର ତଥା ମିଡ଼ିଆ ସଂଯୋଜକ ଡ଼ଃ ଲେନିନ ମହାନ୍ତି କହିଛନ୍ତି।

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ପ୍ରଧାନ ନିଜ ମନ୍ତବ୍ୟରେ ଦେଇଥିବା ତଥ୍ୟରୁ ସ୍ପଷ୍ଟ ହେଉଛି ଯେ ମନ୍ତ୍ରୀ ବିଭିନ୍ନ ଭ୍ରମାତ୍ମକ ତଥ୍ୟ ପ୍ରଦାନ କରିଛନ୍ତି। ଉଦାହରଣ ସ୍ୱରୂପ, ସରକାର ଚାଷୀ ମାନଙ୍କୁ ତାଙ୍କ ବ୍ୟାଙ୍କ ଖାତାରେ ଧାନର ମୂଲ୍ୟ ଦେବା ପାଇଁ ବ୍ୟବସ୍ଥା କରିଛନ୍ତି। କିନ୍ତୁ ଏହି ବ୍ୟବସ୍ଥା ପୂର୍ବ ସରକାରଙ୍କ ଦ୍ୱାରା ପ୍ରାୟ ଆଠ ବର୍ଷ ତଳୁ ଆରମ୍ଭ ହୋଇଥିଲା। ତେଣୁ ବିଜେପି ସରକାର ଏହି ବ୍ୟବସ୍ଥା ଆରମ୍ଭ କରିଛନ୍ତି ବୋଲି ଦେଇଥିବା ମନ୍ତବ୍ୟ ସମ୍ପୂର୍ଣ ଭୁଲ। ଷୋହଳ ଲକ୍ଷ ଟନ ଧାନ କିଣା ସରିଗଲାଣି, ଯାହା ମଧ୍ୟ ଭ୍ରମାତ୍ମକ, କାରଣ ଗତକାଲି ଯୋଗାଣ ମନ୍ତ୍ରୀ ସାଢ଼େ ସାତ ଲକ୍ଷ ମେଟ୍ରିକ ଟନ ଧାନ କିଣା ସରିଛି ବୋଲି ମନ୍ତବ୍ୟ ଦେଇଥିଲେ। ଏଠାରେ ପ୍ରଶ୍ନ ଉଠୁଛି ଯେ ଯୋଗାଣ ମନ୍ତ୍ରୀ ଓ କେନ୍ଦ୍ର ମନ୍ତ୍ରୀଙ୍କ ମଧ୍ୟରୁ କାହା କଥା ସତ। ତାଛଡା, ଗତ ବର୍ଷ ପ୍ରାୟ ୭୮ ଲକ୍ଷ ମେଟ୍ରିକ ଟନ ଧାନ କିଣା ଯାଇଥିଲା। ତେଣୁ, ଏବର୍ଷ ତିରିଶ ଲକ୍ଷ ଧାନ କିଣା ଯିବାର ଲକ୍ଷ ରହିଛି ବୋଲି ଦେଇଥିବା ମନ୍ତବ୍ୟ ସମ୍ପୂର୍ଣ ଭ୍ରମାତ୍ମକ।

ଡ଼ଃ ମହାନ୍ତି ଆହୁରି କହିଛନ୍ତି, ଶ୍ରୀ ପ୍ରଧାନ ମଣ୍ଡିରେ ଚାଲିଥିବା ଅବ୍ୟବସ୍ଥାକୁ ସ୍ୱୀକାର କରିଛନ୍ତି, କିନ୍ତୁ ସରକାର ଆସିବାର ମାତ୍ର ଛଅ ମାସ ହୋଇଥିବାରୁ, ଏହାକୁ ବ୍ୟବସ୍ଥିତ କରି ପାରି ନାହାନ୍ତି। ସମ୍ପ୍ରତି ଧାନ କିଣାରେ ବିଭିନ୍ନ ଅବ୍ୟବସ୍ଥା ଯଥା କଟନୀଛଟନୀରେ ପାଞ୍ଚ ରୁ ନଅ କିଲୋ ପର୍ୟ୍ୟନ୍ତ ପ୍ରତି କ୍ୟୁଣ୍ଟାଲ କାଟିବା, ଅଦିନିଆ ବର୍ଷା ଯୋଗୁ ଚାଷୀଙ୍କର ହୋଇଥିବା କ୍ଷତିକୁ ସରକାର କିପରି ଭରଣା କରିବେ ଇତ୍ୟାଦି ପ୍ରସଙ୍ଗ ଉପରେ ଶ୍ରୀ ପ୍ରଧାନ ନିରବ ରହିଛନ୍ତି। ଏଥିରୁ ସ୍ପଷ୍ଟ ହେଉଛି ଯେ, ଚାଷୀ ସମ୍ମୁଖୀନ ହେଉଥିବା ସମସ୍ୟା ପ୍ରତି ଶ୍ରୀ ପ୍ରଧାନ ଅବଗତ ନାହାନ୍ତି କିମ୍ବା ସବୁ ଜାଣି ମଧ୍ୟ ସମସ୍ୟାକୁ ଅଣଦେଖା କରୁଛନ୍ତି। ଶ୍ରୀ ପ୍ରଧାନ ଭୁଲିଯିବା ଉଚିତ ନୁହେଁ ଯେ, ନିର୍ବାଚନ ସମୟରେ ୩୦୦ ୟୁନିଟ ବିଜୁଳି ମାଗଣା ଦିଆଯିବ ବୋଲି ଦେଇଥିବା ପ୍ରତିଶ୍ରୁତି ସାମାଜିକ ଗଣ ମାଧ୍ୟମରେ ଭାଇରାଲ ହେଉଛି। ତେଣୁ ତାଙ୍କ କଥାରେ କେତେ ସତ ଥାଏ ତାହା ଓଡିଶାବାସୀ ଭଲ ଭାବେ ଜାଣିଛନ୍ତି।

Previous Post

ରାଜ୍ୟପାଳ ଅପସାରିତ, ଏଏସଓ ଏବେ ବି ନ୍ୟାୟ ପାଇବାରୁ ବଞ୍ଚିତ : ବିଜେଡି

Next Post

୧୫୪୨ଟି ବହୁମୁଖୀ ପ୍ରାଥମିକ କୃଷି ସମବାୟ ସମିତିର (ପାକ୍‍ସ) ଶୁଭାରମ୍ଭ

FNN WEB

FNN WEB

Next Post
୧୫୪୨ଟି ବହୁମୁଖୀ ପ୍ରାଥମିକ କୃଷି ସମବାୟ ସମିତିର (ପାକ୍‍ସ) ଶୁଭାରମ୍ଭ

୧୫୪୨ଟି ବହୁମୁଖୀ ପ୍ରାଥମିକ କୃଷି ସମବାୟ ସମିତିର (ପାକ୍‍ସ) ଶୁଭାରମ୍ଭ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.