• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଛାତ୍ରଛାତ୍ରୀଙ୍କ ସାମଗ୍ରିକ ବିକାଶକୁ ପ୍ରାଧାନ୍ୟ ଦେଉଛି ଲୋକଙ୍କ ସରକାର: ମୋହନ

FNN WEB by FNN WEB
December 26, 2024
in ଓଡ଼ିଶା, ମୁଖ୍ୟ ଖବର
0
ଛାତ୍ରଛାତ୍ରୀଙ୍କ ସାମଗ୍ରିକ ବିକାଶକୁ ପ୍ରାଧାନ୍ୟ ଦେଉଛି ଲୋକଙ୍କ ସରକାର: ମୋହନ
0
SHARES
1
VIEWS

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର କହିଛନ୍ତି, ରାଜ୍ଯରେ ଛାତ୍ରଛାତ୍ରୀଙ୍କ ସାମଗ୍ରିକ ବିକାଶକୁ ପ୍ରାଧାନ୍ୟ ଦେଇ ଲୋକଙ୍କ ସରକାର କାର୍ଯ୍ୟ କରୁଛନ୍ତି। ପରୀକ୍ଷା ଏବଂ ନିଯୁକ୍ତି ପ୍ରକ୍ରିୟାକୁ ସ୍ବଚ୍ଛ କରିବା ହେଉ ବା ରାଜ୍ଯରେ ଜାତୀୟ ଶିକ୍ଷା ନୀତି-୨୦୨୦, ପିଏମ-ଶ୍ରୀ ଲାଗୁ କରିବା ପାଇଁ ବ୍ୟବସ୍ଥା ଗ୍ରହଣ କରିବା ହେଉ, ଆମ ସରକାର ଛାତ୍ରଛାତ୍ରୀଙ୍କ ଉଜ୍ଜଳ ଭବିଷ୍ୟତକୁ ଗୁରୁତ୍ଵ ଦେଇ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରୁଛନ୍ତି। ପୂର୍ବ ସରକାର ଚକ୍ରାନ୍ତ କରି ଛାତ୍ର ସଂସଦ ନିର୍ବାଚନ ବନ୍ଦ କରିଥିଲେ, ମାତ୍ର ଆମ ସରକାର ନିଶ୍ଚିତ ଭାବେ ଛାତ୍ର ସଂସଦ ନିର୍ବାଚନ କରିବ ଏବଂ ଏହା କେବେବି ବନ୍ଦ ହେବନାହିଁ, ଏହା ଆମର ପ୍ରତିଶ୍ରୁତି।

ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାକୁ ସମୃଦ୍ଧ କରିବା ଏବଂ ‘ବିକଶିତ ଓଡ଼ିଶା’ ନିର୍ମାଣ ପାଇଁ ଲୋକଙ୍କ ସରକାର ଯେଉଁ ଲକ୍ଷ୍ୟ ରଖିଛନ୍ତି ସେଥିରେ ଆପଣ ସମସ୍ତଙ୍କ ସହଯୋଗ ଏବଂ ଯୋଗଦାନର ଆବଶ୍ୟକତା ରହିଛି। ଏହାର ସଫଳ ରୂପାୟନର ଦାୟିତ୍ଵ କେବଳ ସରକାରର ନୁହେଁ ଏହାର ଦାୟିତ୍ଵ ଅଛି ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦର ସମସ୍ତ ଯୁବ ନେତୃତ୍ଵଙ୍କ ପାଖରେ, ଯେଉଁମାନେ କି ଆଗାମୀ ଦିନରେ ଓଡ଼ିଶାର ଦାୟିତ୍ଵ ନେବେ। ଏଥିପାଇଁ ସମସ୍ତେ ସକ୍ରିୟ ଭାବେ ନିଜର କର୍ତ୍ତବ୍ୟ ପାଳନ କରିବା ପାଇଁ ସମସ୍ତଙ୍କୁ ଆହ୍ଵାନ ଦେଉଛି।

କଟକ ଇନଡୋର ଷ୍ଟାଡିୟମ ଠାରେ ଅନୁଷ୍ଠିତ ହେଉଥିବା ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦର ୪୯ତମ ରାଜ୍ୟ ଅଧିବେଶନର ଉଦଘାଟନୀ ସମାରୋହରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଆଜିର ଏହି ଭବ୍ୟ ଅଧିବେଶନର ଶୁଭ ଅବସରରେ ନିଜକୁ ସାମିଲ କରିପାରିଥିବାରୁ ମୁଁ ଅତ୍ୟନ୍ତ ଆନନ୍ଦିତ। ଏହି ଅବସରରେ ଉପସ୍ଥିତ ସମସ୍ତ ନେତୃତ୍ଵ ମଣ୍ଡଳୀ, ବୁଦ୍ଧିଜୀବୀ ଏବଂ ବିଦ୍ୟାର୍ଥୀଙ୍କୁ ମୋ ତରଫରୁ ଶୁଭକାମନା ଜଣାଉଛି।

ରାଷ୍ଟ୍ରସେବାକୁ ଗୁରୁତ୍ଵ ଦେଇ ଜ୍ଞାନ, ଚରିତ୍ର ଏବଂ ଏକତାର ମନ୍ତ୍ରରେ ଦେଶର ଶିକ୍ଷା ଏବଂ ସାମାଜିକ ଚେତନାର ବିକାଶ କରିବାରେ ବିଦ୍ୟାର୍ଥୀ ପରିଷଦର ଭୂମିକା ଗୁରୁତ୍ଵପୂର୍ଣ୍ଣ। ଏକ ସୁଦୃଢ ସମାଜ ସହ ଦେଶ ତଥା ରାଜ୍ଯର ଉଜ୍ଜଳ ଭବିଷ୍ୟତ ପାଇଁ ବିଦ୍ୟାର୍ଥୀ ପରିଷଦ ଏକ ସଫଳ ଛାତ୍ର ସଙ୍ଗଠନ ଭାବେ କାର୍ଯ୍ୟ କରୁଛି। ଏଠାରେ ଉପସ୍ଥିତ ଯୁବ ନେତୃତ୍ଵ ହିଁ ରାଷ୍ଟ୍ରହିତକୁ ଗୁରୁତ୍ଵ ଦେଇ ଆମ ଐତିହ୍ୟ, ଓଡ଼ିଆ ଅସ୍ମିତା ଏବଂ ବୀରତ୍ଵର ଗାଥାକୁ ଆହୁରି ଗରିମାମୟ କରିବାରେ ସହାୟକ ହେବେ ବୋଲି ମୋର ଦୃଢ ବିଶ୍ବାସ ରହିଛି ବୋଲି ଶ୍ରୀ ମାଝୀ କହିଛନ୍ତି।

Previous Post

ଆମେ ହାରିନାହୁଁ କି ଲୋକଙ୍କ ବିଶ୍ୱାସ ବି ହରାଇ ନାହୁଁ: ନବୀନ ପଟ୍ଟନାୟକ

Next Post

ଭଦ୍ରକରେ ବିଜେଡିର ୨୮ତମ ପ୍ରତିଷ୍ଠା ଦିବସ ମହାସମାରୋହରେ ପାଳିତ

FNN WEB

FNN WEB

Next Post
ଭଦ୍ରକରେ ବିଜେଡିର ୨୮ତମ ପ୍ରତିଷ୍ଠା ଦିବସ ମହାସମାରୋହରେ ପାଳିତ

ଭଦ୍ରକରେ ବିଜେଡିର ୨୮ତମ ପ୍ରତିଷ୍ଠା ଦିବସ ମହାସମାରୋହରେ ପାଳିତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.