• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂଙ୍କ ପରଲୋକ

FNN WEB by FNN WEB
December 26, 2024
in ଓଡ଼ିଶା, ଜାତୀୟ, ମୁଖ୍ୟ ଖବର
0
ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂଙ୍କ ପରଲୋକ
0
SHARES
1
VIEWS

ନୂଆଦିଲ୍ଲୀ: ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂଙ୍କ ପରଲୋକ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୯୨ ବର୍ଷ ହୋଇଥିଲା । ଆଜି ନିଶ୍ବାସ ନେବାରେ କଷ୍ଟ ହେବାରୁ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଥିଲା । ସେଠାରେ ତାଙ୍କର ପରଲୋକ ହୋଇଥିଲା । ରାତି ୮ଟା ୬ ମିନିଟରେ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଥିଲା ଓ ଏମ୍ସ ପକ୍ଷରୁ ରାଜି ୯ଟା ୫୧ ମିନିଟରେ ତାଙ୍କୁ ମୃତ ଘୋଷଣା କରାଯାଇଥିଲା । ୯୨ ବର୍ଷୀୟ ମନମୋହନ ସିଂହ ୨୦୦୪ରୁ ୨୦୧୪ ପର୍ଯ୍ୟନ୍ତ ଭାରତର ପ୍ରଧାନମନ୍ତ୍ରୀ ଥିଲେ । ଏହା ପୂର୍ବରୁ ସେ ଭାରତର ଅର୍ଥମନ୍ତ୍ରୀ , ଅର୍ଥ ସଚିବ ଓ ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ମଧ୍ୟ ରହିଥିଲେ। ଦେଶର ଅର୍ଥନୀତିକୁ ସଂକଟରୁ ଉଦ୍ଧାର କରି ଆଗକୁ ନେବାରେ ତାଙ୍କର ଏକ ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି ବୋଲି ବିବେଚନା କରାଯାଏ । ୧୯୯୧ରେ ଆରମ୍ଭ ହୋଇଥିବା ଦେଶର ଅର୍ଥନୈତିକ ସଂସ୍କାରକୁ ଆଗକୁ ବଢ଼ାଇବାରେ ସେ ପ୍ରମୁଖ ଭୂମିକା ଗ୍ରହଣ କରିଛଥିଲେ।

ଡ. ମନମୋହନ ସିଂ ୨୬ ସେପ୍ଟେମ୍ବର ୧୯୩୨ରେ ପାକିସ୍ତାନର ପଶ୍ଚିମ ପଂଜାବର ଚକଓ୍ବାଲ ଜିଲ୍ଲାର ସ୍ଥିତ ଗାହ ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ୧୯୪୭ରେ ଦେଶ ବିଭାଜନ ପରେ ତାଙ୍କ ପରିବାର ଭାରତକୁ ଚାଲି ଆସିଥିଲେ । ମନମୋହନ ସିଂହ ପଞ୍ଜାବ ବିଶ୍ୱବିଦ୍ୟାଳୟରେ ଅର୍ଥନୀତିରେ ଅଧ୍ୟୟନ କରିଥିଲେ ଏବଂ ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟରୁ ଡି.ଫିଲ ଡିଗ୍ରୀ ନେଇଥିଲେ।

ଡ. ସିଂ ୨୬ ସେପ୍ଟେମ୍ବର ୧୯୩୨ରେ ପାକିସ୍ତାନର ପଶ୍ଚିମ ପଂଜାବର ଚକଓ୍ବାଲ ଜିଲ୍ଲାର ସ୍ଥିତ ଗାହ ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ୧୯୪୭ରେ ଦେଶ ବିଭାଜନ ପରେ ତାଙ୍କ ପରିବାର ଭାରତକୁ ଚାଲି ଆସିଥିଲେ । ମନମୋହନ ସିଂହ ପଞ୍ଜାବ ବିଶ୍ୱବିଦ୍ୟାଳୟରେ ଅର୍ଥନୀତିରେ ଅଧ୍ୟୟନ କରିଥିଲେ ଏବଂ ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟରୁ ଡି.ଫିଲ ଡିଗ୍ରୀ ନେଇଥିଲେ।

ରାଜନୈତିକ କ୍ୟାରିୟର
ମନମୋହନ ସିଂହଙ୍କ ରାଜନୈତିକ ଯାତ୍ରା ୧୯୯୦ ଦଶକର ପ୍ରାରମ୍ଭରେ ଆରମ୍ଭ ହୋଇଥିଲା, ଯେତେବେଳେ ସେ ତତ୍କାଳୀନ ପ୍ରଧାନମନ୍ତ୍ରୀ ନରସିଂହ ରାଓଙ୍କ ସରକାରରେ ଅର୍ଥମନ୍ତ୍ରୀ ହୋଇଥିଲେ। ଏହି ସମୟରେ ସେ ଭାରତୀୟ ଅର୍ଥନୀତିକୁ ଉଦାର କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ । ଅନ୍ୟପ୍ରକାରେ କହିଲେ ଭାରତରେ ଥିବା ଲାଇସେନ୍ସରାଜକୁ ଲୋପ କରି ଅର୍ଥନୀତିକୁ ଖୋଲିବାରେ ତାଙ୍କର ମୁଖ୍ୟ ଭୂମିକା ଥିଲା । ୧୯୯୧ ମସିହାରେ ଦେଶ ସମ୍ମୁଖୀନ ହୋଇଥିବା ଗମ୍ଭୀର ଅର୍ଥନୈତିକ ସଙ୍କଟକୁ ଦୂର କରିବାର କ୍ରେଡିଟ ତାଙ୍କୁ ଦିଆଯାଏ ।ଅର୍ଥମନ୍ତ୍ରୀ ହେବା ପରେ ସେ କିଛି ବର୍ଷ ଧରି ରାଜ୍ୟସଭାରେ ବିରୋଧୀ ଦଳ ନେତା ଭାବରେ କାର୍ଯ୍ୟ କରିଥିଲେ । ପରେ ୨୦୦୪ରେ ସେ ୧୦ ବର୍ଷ ପାଇଁ ପ୍ରଧାନମନ୍ତ୍ରୀ ହୋଇଥିଲେ ।

Previous Post

ଭଦ୍ରକରେ ବିଜେଡିର ୨୮ତମ ପ୍ରତିଷ୍ଠା ଦିବସ ମହାସମାରୋହରେ ପାଳିତ

Next Post

ମୁଖ୍ୟଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ବଢ଼ିଲା

FNN WEB

FNN WEB

Next Post
ମୁଖ୍ୟଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ବଢ଼ିଲା

ମୁଖ୍ୟଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ବଢ଼ିଲା

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

June 12, 2026
ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

June 11, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.