• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

କ୍ଷୟକ୍ଷତି ଆବେଦନ ଦିନଟିଏ ବଢ଼ାଇଲେ ମୁଖ୍ୟମନ୍ତ୍ରୀ

FNN WEB by FNN WEB
December 30, 2024
in ଓଡ଼ିଶା, ମୁଖ୍ୟ ଖବର
0
କ୍ଷୟକ୍ଷତି ଆବେଦନ ଦିନଟିଏ ବଢ଼ାଇଲେ ମୁଖ୍ୟମନ୍ତ୍ରୀ
0
SHARES
0
VIEWS

ଭୁବନେଶ୍ୱର: ଅଦିନିଆ ବର୍ଷା ପାଇଁ ଚାଷ କ୍ଷୟକ୍ଷତି ଆକଳନ ଅବଧି ବଢ଼ାଇବେ ରାଜ୍ୟ ସରକାର। ସେହିପରି ଆବେଦନ ସମୟ ଆଉ ଦିନେ ବୃଦ୍ଧି ହୋଇଛି। ଏହି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜି ସୁଦ୍ଧା ଚାଷୀଙ୍କ କ୍ଷୟକ୍ଷତି ସମ୍ପର୍କରେ ଆବେଦନ ପାଇଁ କୁହାଯାଇଥିଲା। ଏହାକୁ ଆସନ୍ତାକାଲି ଯାଏଁ ବୃଦ୍ଧି କରିଛନ୍ତି ସରକାର। ଅର୍ଥାତ ଆସନ୍ତାକାଲି ସଂଧ୍ୟା ପର୍ଯ୍ୟନ୍ତ ଚାଷୀ ନିଜ ନିଜର କ୍ଷୟକ୍ଷତି ବାବଦରେ ଅବଗତ କରାଇବେ। ସେହିପରି କ୍ଷୟକ୍ଷତି ଆକଳନ ୩୦ ତାରିଖ ଯାଏଁ ଚାଲିବ ବୋଲି ପୂର୍ବରୁ ଘୋଷଣା ହୋଇଥିଲା। କ୍ଷତି ଆକଳନ ଦିନ ବୃଦ୍ଧି ପାଇଁ ବି ଯୋଜନା ଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ। ଆଜି ଗ୍ରାଉଣ୍ଡରେ ରିଅଲିଟି ଚେକ୍ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ତାଙ୍କ ସହ ୨ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଓ କନକ ବର୍ଦ୍ଧନ ସିଂହଦେଓ ଏବଂ ଅନ୍ୟ ମନ୍ତ୍ରୀମାନେ ମଧ୍ୟ ଗ୍ରାଉଣ୍ଡରେ ଫସଲହାନୀର ସ୍ଥିତି ବୁଲି ଦେଖିଥିଲେ। ଏହି ସମୟରେ ଆବେଦନ ଅବଧିକୁ ଆଉ ଦିନେ ବଢ଼ାଇବାକୁ ଚାଷୀମାନେ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ। ମୁଖ୍ୟମନ୍ତ୍ରୀ ଚାଷୀଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି ଯେ, ସଠିକ୍ ଆକଳନ ପରେ କ୍ଷତିପୂରଣ ମିଳିବ। ବୀମାଭୁକ୍ତ ନଥିଲେ କିପରି ସାହାଯ୍ୟ ପାଇବେ, ସେନେଇ ସରକାର ଚିନ୍ତା କରୁଛନ୍ତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।

ଉଲ୍ଲେଖ ଯୋଗ୍ୟ, ଅଦିନିଆ ବର୍ଷାରେ କ୍ଷତିଗ୍ରସ୍ତ ଚାଷକୁ ନେଇ ରାଜନୀତି ତେଜିଛି। ଆଜି(ରବିବାର) ମୁଖ୍ୟମନ୍ତ୍ରୀ ଓ ଟିମ୍ ଗ୍ରାଉଣ୍ଡ ଜିରୋରେ ବୁଲିବା ପରେ ଆସନ୍ତାକାଲିଠାରୁ ଦୁଇଦିନିଆ ଗସ୍ତରେ କ୍ଷତିଗ୍ରସ୍ତ ଅଞ୍ଚଳକୁ ଯିବେ ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆସନ୍ତାକାଲି ସେ ଗଞ୍ଜାମ ଚାଷୀଙ୍କୁ ଭେଟିବେ। ୩୧ ତାରିଖରେ ପୁରୀ, କଟକ, କେନ୍ଦ୍ରାପଡା ଓ ଜଗତସିଂହପୁର ଜିଲ୍ଲା ଗସ୍ତ କରିବେ। ସେପଟେ କଂଗ୍ରେସ ଦୁଇ ଦଳର ନେତାଙ୍କ କ୍ଷତିଗ୍ରସ୍ତ ଅଞ୍ଚଳ ଗସ୍ତକୁ ସମାଲୋଚନା କରିବା ସହ ରାଜନୀତି ନକରି ଚାଷୀଙ୍କୁ ତୁରନ୍ତ କ୍ଷତିପୂରଣ ଏବଂ ବୀମା ପଞ୍ଜୀକରଣ ଅବଧିକୁ ଆଉ ତିନି ଦିନ ବଢାଇବାକୁ ଦାବି କରିଛି।

Previous Post

ଅଦିନିଆ ବର୍ଷାରେ ବ୍ୟାପକ ଫସଲ କ୍ଷତି : ତୁରନ୍ତ କ୍ଷତିପୂରଣ ଦେବା ପାଇଁ ନବୀନଙ୍କ ଦାବି

Next Post

ଲୋକଙ୍କ ସମସ୍ୟାର ସମାଧାନ: ସରକାରଙ୍କର ଦାୟିତ୍ଵ ଏବଂ କର୍ତ୍ତବ୍ୟ

FNN WEB

FNN WEB

Next Post
ଲୋକଙ୍କ ସମସ୍ୟାର ସମାଧାନ: ସରକାରଙ୍କର ଦାୟିତ୍ଵ ଏବଂ କର୍ତ୍ତବ୍ୟ

ଲୋକଙ୍କ ସମସ୍ୟାର ସମାଧାନ: ସରକାରଙ୍କର ଦାୟିତ୍ଵ ଏବଂ କର୍ତ୍ତବ୍ୟ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.