• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଶପଥ ନେଲେ ନୂଆ ରାଜ୍ୟପାଳ

FNN WEB by FNN WEB
January 3, 2025
in ଓଡ଼ିଶା, ମୁଖ୍ୟ ଖବର
0
ଶପଥ ନେଲେ ନୂଆ ରାଜ୍ୟପାଳ
0
SHARES
0
VIEWS

ଭୁବନେଶ୍ୱର : ଓଡ଼ିଶାର ମାନ୍ୟବର ରାଜ୍ୟପାଳ ଭାବେ ଡ଼କ୍ଟର ହରି ବାବୁ କମ୍ଭମ୍‌ପାଟି ଶପଥ ନେବା ସହିତ ଦାୟିତ୍ୱ ଗ୍ରହଣ କରିଛନ୍ତି । ଏହି ଉପଲକ୍ଷେ ଆଜି ରାଜଭବନର ନ୍ୟୁ ଅଭିଷେକ ହଲ୍‌ଠାରେ ଆୟୋଜିତ ଶପଥ ଗ୍ରହଣ ଉତ୍ସବରେ ଓଡ଼ିଶା ଉଚ୍ଚ ନ୍ୟାୟାଳୟର ମାନ୍ୟବର ମୁଖ୍ୟ ବିଚାରପତି ନ୍ୟାୟମୂର୍ତ୍ତି ଚକ୍ରଧାରୀ ଶରଣ ସିଂ ମାନ୍ୟବର ରାଷ୍ଟ୍ରପତିିଙ୍କ ଦ୍ୱାରା ନିଯୁକ୍ତ ହୋଇଥିବା ଡକ୍ଟର କମ୍ଭମ୍‌ପାଟିଙ୍କୁ ଓଡ଼ିଶାର ରାଜ୍ୟପାଳ ଭାବେ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ।

ପ୍ରାରମ୍ଭରେ ରାଜ୍ୟର ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା ରାଷ୍ଟ୍ରପତିଙ୍କ ସ୍ୱାକ୍ଷରିତ ନିଯୁକ୍ତିପତ୍ର (ୱାରେଂଟ ଅଫ୍ ଆପଏଂଟମେଂଟ) ପାଠ କରିଥିଲେ। ଶପଥ ପାଠ ପରେ ମୁଖ୍ୟ ଶାସନ ସଚିବ ରାଜ୍ୟପାଳଙ୍କ ଅନୁମତି ପ୍ରାପ୍ତ ପରେ ଉତ୍ସବର ପରିସମାପ୍ତି ଘୋଷଣା କରିଥିଲେ । ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝି ମଧ୍ୟ ଏହି ଅବସରରେ ମଂଚାସୀନ ଥିଲେ । ଶପଥ ଗ୍ରହଣ ପରେ ନବ ନିଯୁକ୍ତ ରାଜ୍ୟପାଳଙ୍କ ସମ୍ମାନାର୍ଥେ ରାଜଭବନ ପରିସରରେ ଗାର୍ଡ଼ ଅଫ୍ ଅନର ପୋଲିସ୍ ବାହିନୀ ପକ୍ଷରୁ ପ୍ରଦାନ କରାଯାଇଥିଲା ।

ଶପଥ ଗ୍ରହଣ ଉତ୍ସବରେ ରାଜ୍ୟପାଳଙ୍କ ସହଧର୍ମିଣୀ ତଥା ଲେଡ଼ି ଗଭର୍ଣ୍ଣର ଶ୍ରୀମତୀ ଜୟଶ୍ରୀ କମ୍ଭମ୍‌ପାଟି ଏବଂ ରାଜ୍ୟପାଳଙ୍କ ପରିବାରର ଅନ୍ୟ ସଦସ୍ୟମାନେ ଉପସ୍ଥିତ ଥିଲେ । ଓଡ଼ିଶା ବିାଧାନସଭାର ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ଶ୍ରୀମତୀ ପ୍ରଭାତୀ ପରିଡ଼ା, ବିରୋଧୀ ଦଳର ନେତା ଶ୍ରୀ ନବୀନ ପଟ୍ଟନାୟକ, ଉପ ବାଚସ୍ପତି ଶ୍ରୀ ଭବାନୀ ଶଙ୍କର ଭୋଇ, ରାଜ୍ୟ ମନ୍ତ୍ରୀମଣ୍ଡଳର ସଦସ୍ୟଗଣ, ରାଜ୍ୟର ପାର୍ଲାମେଂଟ ସଦସ୍ୟ, ବିଧାୟକଙ୍କ ସହିତ ରାଜ୍ୟ ଏବଂ ପୋଲିସ୍ ପ୍ରଶାସନର ଉଚ୍ଚ ପଦସ୍ଥ ଅଧିକାରୀ, ସଂସଦୀୟ ବ୍ୟାପାର ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେନ୍ଦ୍ର କୁମାର, ରାଜ୍ୟପାଳଙ୍କ ପ୍ରମୁଖ ଶାସନ ସଚିବ ଶ୍ରୀ ଏନବିଏସ ରାଜପୁତ, ଗଣମାଧ୍ୟମର ପ୍ରତିନିଧି ତଥା ନିମନ୍ତ୍ରିତ ଅତିଥି ଏହି ସମାରୋହରେ ଯୋଗ ଦେଇଥିଲେ ।

Previous Post

ରାଜ୍ୟ ପଣ୍ୟାଗାର ନିଗମ ପକ୍ଷରୁ ରାଜ୍ୟ ସରକାରଙ୍କୁ ଲାଭାଂଶ ପ୍ରଦାନ

Next Post

ଜଗତସିଂହପୁର ଜିଲ୍ଲା ଟ୍ରକ ମାଲିକସଂଘର ବୈଠକ

FNN WEB

FNN WEB

Next Post
ଜଗତସିଂହପୁର ଜିଲ୍ଲା ଟ୍ରକ ମାଲିକସଂଘର ବୈଠକ

ଜଗତସିଂହପୁର ଜିଲ୍ଲା ଟ୍ରକ ମାଲିକସଂଘର ବୈଠକ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

March 5, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.