• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

କୃଷି ଓଡ଼ିଶା-୨୦୨୫ ଉଦ୍‌ଯାପିତ:ଦୀର୍ଘସ୍ଥାୟୀ କୃଷି ପ୍ରଣାଳୀର ପ୍ରୋତ୍ସାହନ ପାଇଁ ଅଙ୍ଗୀକାରବଦ୍ଧ: ଉପମୁଖ୍ୟମନ୍ତ୍ରୀ

FNN WEB by FNN WEB
January 5, 2025
in ଓଡ଼ିଶା, ମୁଖ୍ୟ ଖବର
0
କୃଷି ଓଡ଼ିଶା-୨୦୨୫ ଉଦ୍‌ଯାପିତ:ଦୀର୍ଘସ୍ଥାୟୀ କୃଷି ପ୍ରଣାଳୀର ପ୍ରୋତ୍ସାହନ ପାଇଁ ଅଙ୍ଗୀକାରବଦ୍ଧ: ଉପମୁଖ୍ୟମନ୍ତ୍ରୀ
0
SHARES
1
VIEWS

ଭୁବନେଶ୍ୱର: କୃଷି ଓଡ଼ିଶା-୨୦୨୫ ଆଜି ଉଦ୍‌ଯାପିତ ହୋଇଯାଇଛି । ବରମୁଣ୍ଡା ବିଜୁ ପଟ୍ଟନାୟକ ଖେଳ ପଡ଼ିଆଠାରେ ଚାଲିଥିବା ତିନି ଦିନିଆ କୃଷି ଓଡ଼ିଶା-୨୦୨୫ର ଉଦ୍‌ଯାପନୀ ସମାରୋହରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତି ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ମୁଖ୍ୟ ଅତିଥିଭାବେ ଯୋଗ ଦେଇ କହିଥିଲେ, ଓଡ଼ିଶାର କୃଷି ଭବିଷ୍ୟତକୁ କୃଷି ଓଡ଼ିଶା-୨୦୨୫ ଅଧିକ ଋଦ୍ଧିମନ୍ତ କରିବ । ସଶକ୍ତ, ସହନଶୀଳ ଓ ଦୀର୍ଘସ୍ଥାୟୀ କୃଷି ପ୍ରଣାଳୀର ପ୍ରୋତ୍ସାହନ ପାଇଁ ଆମ ସରକାର ଅଙ୍ଗୀକାରବଦ୍ଧ । ଏହି ଅବସରରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡକ୍ଟର ଅରବିନ୍ଦ କୁମାର ପାଢ଼ୀ ସମାରୋହକୁ ସମ୍ବୋଧିତ କରି କହିଥିଲେ, ଜଳବାୟୁ ସହନୀୟ କୃଷି ପ୍ରଣାଳୀ ସମ୍ପ୍ରତି ଏକ ବୈଶ୍ୱିକ ଆହ୍ୱାନ । ଚିରନ୍ତନ ଖାଦ୍ୟ ପ୍ରଣାଳୀ ପାଇଁ ଆମର ପ୍ରୟାସ ନିଶ୍ଚିତରୂପେ ଆଗାମୀ ଦିନରେ ଅନ୍ୟମାନଙ୍କ ପାଇଁ ପ୍ରେରଣା ସାଜିବ । ଏହି ଅବସରରେ କୃଷିଜାତ ଉତ୍ପାଦକୁ ଅନ୍ତର୍ଜାତୀୟ ସ୍ତରରେ ପହଂଚାଇବା ଲକ୍ଷ୍ୟ ନେଇ ଉଦ୍ୟାନ କୃଷି ବିଭାଗ ସହ ୧୧ ଗୋଟି ସଂସ୍ଥା ବୁଝାମଣାପତ୍ର ସ୍ୱାକ୍ଷରିତ କରିଥିଲେ । କେନ୍ଦୁଝରର ସଫଳ ଚାଷୀ ସୁଦର୍ଶନ ମହାନ୍ତି ନିଜର ଅନୁଭୂତି ବିଷୟରେ ବର୍ଣ୍ଣନା କରିଥିଲେ ।

ଏହି ଅବସରରେ ସଫଳ ଚାଷୀ, ବକ୍ତୃତା, ଗଳ୍ପପଠନ, କବିତା ଆବୃତ୍ତି, କୁଇଜ୍ ଆଦି ପ୍ରତିଯୋଗିତାର କୃତି ପ୍ରତିଯୋଗୀ, ଶ୍ରେଷ୍ଠ ଷ୍ଟଲ୍ ପ୍ରଦର୍ଶନକାରୀଙ୍କୁ ପୁରସ୍କୃତ କରାଯାଇଥିଲା । ସରକାରୀ ଷ୍ଟଲ ବର୍ଗରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ଶ୍ରେଷ୍ଠ ପ୍ରଦର୍ଶନକାରୀ ଭାବେ ପୁରସ୍କୃତ ହୋଇଥିଲା । ଉଦ୍‌ଯାପନୀ ଉତ୍ସବରେ ପ୍ରାଣୀ ପାଳନ ଓ ପଶୁ ଚିକିତ୍ସା ନିର୍ଦ୍ଦେଶକ ରାମାଶିଷ ହାଜିରା ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିବା ବେଳେ କୃଷି ନିର୍ଦ୍ଦେଶକ ପ୍ରେମଚନ୍ଦ୍ର ଚୌଧାରୀ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ଏହି ତିନିଦିନିଆ ସମାବେଶରେ କୃଷକ, କୃଷି ବିଶେଷଜ୍ଞ, ବୈଜ୍ଞାନିକ, ବୁଦ୍ଧିଜୀବୀ, ଉଦ୍ୟୋଗୀ, କୃଷି ଉତ୍ପାଦକ ସଂଘର କର୍ମକର୍ତ୍ତା, ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ, କୃଷି ଓ ଆନୁଷଙ୍ଗିକ ବିଭାଗର ଅଧିକାରୀ, ଛାତ୍ରଛାତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ । ବିଶେଷଜ୍ଞମାନେ ଉପସ୍ଥିତ ରହି ବିଭିନ୍ନ ପର୍ଯ୍ୟାୟଭିତ୍ତିକ ଆଲୋଚନାରେ କୃଷକମାନଙ୍କୁ ଉନ୍ନତ କୃଷି ପ୍ରଣାଳୀ, ବିପଣନ, ବୈଷୟିକ ଉପଯୋଗିତା ଆଦି ଉପରେ ଆଲୋଚନା କରିଥିଲେ ।

Previous Post

ରାଜ୍ୟସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ ଉଦ୍‌ଯାପନ ସମାରୋହ

Next Post

‘କାଦମ୍ବିନୀ ସାହିତ୍ୟ ମହୋତ୍ସବ’ ଓ ‘କାଦମ୍ବିନୀ ପତ୍ରିକାହାଟ’ ଅନୁଷ୍ଠିତ

FNN WEB

FNN WEB

Next Post
‘କାଦମ୍ବିନୀ ସାହିତ୍ୟ ମହୋତ୍ସବ’ ଓ ‘କାଦମ୍ବିନୀ ପତ୍ରିକାହାଟ’ ଅନୁଷ୍ଠିତ

‘କାଦମ୍ବିନୀ ସାହିତ୍ୟ ମହୋତ୍ସବ’ ଓ ‘କାଦମ୍ବିନୀ ପତ୍ରିକାହାଟ’ ଅନୁଷ୍ଠିତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.