• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଫସଲ ହାନି ପାଇଁ ଚାଷୀ କାନ୍ଦୁଛି, ରୋଷେଇ ଘରେ ମା’ କାନ୍ଦୁଛି : ନବୀନ

FNN WEB by FNN WEB
January 6, 2025
in ଓଡ଼ିଶା, ମୁଖ୍ୟ ଖବର
0
ଫସଲ ହାନି ପାଇଁ ଚାଷୀ କାନ୍ଦୁଛି, ରୋଷେଇ ଘରେ ମା’ କାନ୍ଦୁଛି : ନବୀନ
0
SHARES
3
VIEWS

ଭୁବନେଶ୍ବର : ଦରଦାମ ବୃଦ୍ଧି ଯୋଗୁ ଲୋକ କଲବଲ ହେଉଛନ୍ତି। ମୁଦ୍ରାସ୍ଫୀତିକୁ ନିୟନ୍ତ୍ରଣରେ ରଖିବା କ୍ଷେତ୍ରରେ ଉଭୟ କେନ୍ଦ୍ର ସରକାର ଓ ରାଜ୍ୟ ସରକାର ସମ୍ପୂର୍ଣ ବିଫଳ । ଦରଦାମ ବୃଦ୍ଧି ଯୋଗୁ ଜନସାଧାରଣ ହନ୍ତସନ୍ତ ହେଉଥିବା ବେଳେ ସରକାରଙ୍କ ଉପରେ ଏହା କିଛି ପ୍ରଭାବ ପଡୁ ନାହିଁ। ଡବଲ ଇଞ୍ଜିନ୍‌ ସରକାରର ଶାସନରେ ଓଡିଶାବାସୀ ତ୍ରାହି ତ୍ରାହି ଡାକିଲେଣି। ସରକାର ଦରଦାମ ନିୟନ୍ତ୍ରଣ କରିବା ପରିବର୍ତ୍ତେ ବିିଭିନ୍ନ ପ୍ରକାର ଭ୍ରମାତ୍ମକ ଓ ମିଥ୍ୟା ତଥ୍ୟ ଦେଇ ଲୋକଙ୍କୁ ଭଣ୍ଡାଇବାକୁ ଚେଷ୍ଟା କରୁଛନ୍ତି। ଏହାର ପ୍ରତିବାଦରେ ଆଜି ରାଜଧାନୀରେ ବିଶାଳ ଗଣବିକ୍ଷୋଭ କରୁଛି ବିଜୁ ଜନତା ଦଳ। ଲୋୟର ପିଏମଜିର ଧାରଣା ସ୍ଥଳରେ ପ୍ରାୟ ୫୦ ହଜାରରୁ ଅଧିକ କର୍ମୀ ଓ ସାଧାରଣ ଲୋକ ଯୋଗଦେଇଛନ୍ତି।

ତେବେ ବିଜୁ ଜନତା ଦଳର ଏହି ବିଶାଳ ଗଣବିକ୍ଷୋଭରେ ପହଞ୍ଚି ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ବିଜେପି ସରକାରକୁ ଭର୍ତ୍ସନା କରିଛନ୍ତି। ଲୋକଙ୍କ ସୁଖଦୁଃଖ ସହ ଏହି ସରକାରର ସମ୍ପର୍କ ଥିବା ଭଳି ଜଣାପଡୁନି। ଡାଲି ଚାଉଳଠାରୁ ଔଷଧ ସବୁ ଅତ୍ୟାବଶ୍ୟକ ପଦାର୍ଥର ଦର ବୃଦ୍ଧି ହୋଇଛି। ସାଧାରଣ ଲୋକଙ୍କ ପାଇଁ ବଞ୍ଚିବା କଷ୍ଟକର ହୋଇପଡ଼ିଛି। ପ୍ରତିଦିନ ରାଜ୍ୟରେ ଚାଷୀ ଆତ୍ମହତ୍ୟା କରୁଛନ୍ତି, ଦରଦାମ ବୃଦ୍ଧି ଯୋଗୁ ମା’ମାନେ ରୋଷେଇ ଘରେ କାନ୍ଦୁଛନ୍ତି କିନ୍ତୁ ଏ ସରକାର କୁମ୍ଭକର୍ଣ୍ଣ ନିଦରେ ଶୋଇଛି ବୋଲି ନବୀନ କହିଛନ୍ତି।

ଲୋୟର ପିଏମଜିରେ ହେଉଥିବା ବିଜେଡିର ବିଶାଳ ଗଣବିକ୍ଷୋଭ ସମାବେଶରେ ନବୀନ ଆହୁରି ମଧ୍ୟ କହିଛନ୍ତି ଜୁନମାସରେ ବିଜେପି ସରକାର ଗଠନ ହେଲା। ସାତ ମାସ ହୋଇଗଲା କେବଳ ଲମ୍ବା ଲମ୍ବା ଭାଷଣ ଶୁଣିବାକୁ ମିଳୁଛି। କିନ୍ତୁ କାମ ଘର ଶୂନ, ଦରଦାମ ବଢ଼ି ବଢ଼ି ଚାଲିଛି କିନ୍ତୁ କୌଣସି ପ୍ରତିକାର କରାଯାଉନି। ଏ ସରକାର ଲୋକଙ୍କ ସରକାର ବୋଲି ଦାବୀ କରୁଛି,କିନ୍ତୁ ଲୋକଙ୍କ ସୁଖ ଦୁଃଖ ସହ ଏ ସରକାରର ସମ୍ପର୍କ ଥିବା ପରି ଜଣା ପଡ଼ୁନାହିଁ। ଡାଲି କୁହନ୍ତୁ, ତେଲ କୁହନ୍ତୁ. ପରିବା କଥା କୁହନ୍ତୁ, ଗ୍ରୋସରୀ ଠାରୁ ଆରମ୍ଭ କରି ମେଡିସିନ୍‌ ପର୍ଯ୍ୟନ୍ତ ସବୁ ଅତ୍ୟାବଶ୍ୟକ ସାମଗ୍ରୀର ଦର ଏବେ ଆକାଶ ଛୁଆଁ। ମାର୍କେଟ ଉପରେ ସରକାରଙ୍କ ନିୟନ୍ତ୍ରଣ ନାହିଁ। ଆଇ ମା’ କାହାଣୀ କହି ସରକାର ଖୁସ। ସାଧାରଣ ଲୋକଙ୍କ ପାଇଁ ବଞ୍ଚିବା କଷ୍ଟକର ହୋଇ ଗଲାଣି। ଅଦିନିଆ ବର୍ଷାରେ ଫସଲ ହାନ ପାଇଁ ପ୍ରତିଦିନ ଚାଷୀ ଆତ୍ମହତ୍ୟା କରୁଛନ୍ତି। ବୋଝ ଉପରେ ନଳିତା ବିଡା ପରି ଦରଦାମ ବଢୁଛି, ହେଲେ ରାଜ୍ୟର ବିଜେପି ସରକାର କିଛି କରୁନାହିଁ ବୋଲି ନବୀନ କହିଛନ୍ତି।

ନବୀନ ଆହୁରି ମଧ୍ୟ କହିଛନ୍ତି ମିଛ କଥା କହି, ମିଛ ପ୍ରତିଶ୍ରୁତି ଦେଇ ଏ ସରକାର କ୍ଷମତାକୁ ଆସିଛି। ବିଜେଡି ଠାରୁ କମ ଭୋଟ ପାଇ ଏ ସରକାର କ୍ଷମତା କୁ ଆସିଛି। ଡବଳ ଇଞ୍ଜିନ ସରକାର ଓଡ଼ିଶାବାସୀଙ୍କ ଡ଼ବଲ ମାଡ଼ ଦେଉଛି। ଏପଟେ ଦରବୃଦ୍ଧି ମାଡ, ସେପଟେ GST ମାଡ଼। ସବୁ ଜିନିଷରେ GST, ଗରିବ ଲୋକ ବେଶୀ GST ଦେଉଛନ୍ତି। ବିଜେପି ସରକାର ଟ୍ରେଲରରେ ଗୋଲାପୀ ଚିତ୍ର ଦେଖାଇଲେ କିନ୍ତୁ ଫିଲ୍ମ ରିଲଜ୍‌ କଲେ MM ସରକାର। ଯାହା ହେଲା ମହଙ୍ଗା ମାଡ ସରକାର।

Previous Post

ଭାରତରେ ବ୍ୟାପିଲା ଚାଇନା ଭାଇରସ୍‌, ଗୋଟିଏ ଦିନରେ ୩ ପଜିଟିଭ ଚିହ୍ନଟ

Next Post

ଦରବୃଦ୍ଧି ବିରୋଧରେ ଭୁବନେଶ୍ୱରରେ ବିଜେଡିର ବିଶାଳ ବିକ୍ଷୋଭ

FNN WEB

FNN WEB

Next Post
ଦରବୃଦ୍ଧି ବିରୋଧରେ ଭୁବନେଶ୍ୱରରେ ବିଜେଡିର ବିଶାଳ ବିକ୍ଷୋଭ

ଦରବୃଦ୍ଧି ବିରୋଧରେ ଭୁବନେଶ୍ୱରରେ ବିଜେଡିର ବିଶାଳ ବିକ୍ଷୋଭ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.