• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଜାତୀୟ

ଫେବୃଆରୀ ୫ରେ ଦିଲ୍ଲୀ ଭୋଟ୍‌

FNN WEB by FNN WEB
January 7, 2025
in ଜାତୀୟ, ମୁଖ୍ୟ ଖବର
0
ଫେବୃଆରୀ ୫ରେ ଦିଲ୍ଲୀ ଭୋଟ୍‌
0
SHARES
1
VIEWS

ଦିଲ୍ଲୀ: ଆସନ୍ତା ଫେବୃଆରୀ ୫ ତାରିଖରେ ଦିଲ୍ଲୀ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ସମସ୍ତ ୭୦ଟି ଯାକ ଆସନରେ ଗୋଟିଏ ପର୍ଯ୍ୟାୟରେ ରାଜଧାନୀବାସୀ ଭୋଟ କରିବେ। ଏହାପରେ ଅର୍ଥାତ ଫେବୃଆରୀ ୮ରେ ଭୋଟ ଗଣତି ସହ ଫଳାଫଳ ପ୍ରକାଶ ପାଇବ। ଆଜି ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ସ୍ୱତନ୍ତ୍ର ସାମ୍ବାଦିକ ସମ୍ମିଳନୀ କରି ଏହି ଘୋଷଣା କରିଛନ୍ତି। ଦିଲ୍ଲୀ ବିଧାନସଭା ନିର୍ବାଚନ ତାରିଖ ଘୋଷଣା ହେବା ମାତ୍ରେ ନିର୍ବାଚନ ଆଚରଣ ବିଧି ମଧ୍ୟ ଲାଗୁ ହୋଇଛି। ଫେବୃଆରୀ ୫ରେ ଭୋଟିଂ ହେବାକୁ ଥିବା ବେଳେ ଏଥିପାଇଁ ୧୦ ଜାନୁଆରୀରେ ବିଜ୍ଞପ୍ତି ପ୍ରକାଶ ପାଇବ। ନାମାଙ୍କନ ଦାଖଲର ଶେଷ ତାରିଖ ୧୭ ଜାନୁଆରୀ ରହିଛି। ସେହିପରି ନାମାଙ୍କନ ପ୍ରତ୍ୟାହାର ଶେଷ ତାରିଖ ୨୦ ଜାନୁଆରୀ ରଖାଯାଇଛି।

ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର କହିଛନ୍ତି ଯେ ୫ ଫେବୃଆରୀରେ ଭୋଟିଂ ଓ ୮ ଫେବୃଆରୀରେ ରେଜଲ୍ଟ ପ୍ରକାଶ ପାଇବ। ପୂରା ନିର୍ବାଚନ ପ୍ରକ୍ରିୟା ୧୦ ଫେବୃଆରୀ ସୁଦ୍ଧା ଶେଷ ହେବ। ୨୦୨୫ ଫେବୃଆରୀ ୨୩ରେ ଦିଲ୍ଲୀ ବିଧାନସଭାର କାର୍ଯ୍ୟକାଳ ଶେଷ ହେଉଛି। ତେଣୁ ଏହା ପୂର୍ବରୁ ନୂଆ ସରକାର ଗଠନ ପ୍ରକ୍ରିୟା ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି। ୭୦ଟି ଆସନରେ ଭୋଟିଂ ପାଇଁ ମୋଟ ୧୩୦୦୩ଟି ପୁଲିଂ ଷ୍ଟେସନର ବ୍ୟବସ୍ଥା କରାଯିବ। ଏହା ମଧ୍ୟରେ ୨୧୦ଟି ମଡେଲ ପୁଲିଂ ଷ୍ଟେସନ, ୭୦ଟି ପୁଲିଂ ଷ୍ଟେସନ ମହିଳାଙ୍କ ଦ୍ୱାରା ପରିଚାଳିତ ହେବ ଓ ଦିବ୍ୟାଙ୍ଗମାନଙ୍କ ପାଇଁ ସ୍ୱତନ୍ତ୍ର ଭାବେ ୭୦ଟି ପୁଲିଂ ଷ୍ଟେସନର ବ୍ୟବସ୍ଥା କରାଯାଉଥିବା ସେ ସୂଚନା ଦେଇଛନ୍ତି।

ଶାସକ ଆପକୁ ଗାଦିଚ୍ୟୁତ କରିବା ପାଇଁ ବିଜେପି ଓ କଂଗ୍ରେସ ଏଥର ଜୋରଦାର ଉଦ୍ୟମ କରିବେ। ୨୦୧୫ରେ ଆପ୍‌ ରେକର୍ଡ ୬୭ଟି ଓ ୨୦୨୦ରେ ୬୨ଟି ଆସନ ଜିତିଥିଲା। ଉଭୟ ନିର୍ବାଚନରେ କଂଗ୍ରେସ ଖାତା ଖୋଲିବାକୁ ସକ୍ଷମ ହୋଇ ନଥିଲା। ଏଥର ଦଳ ଭଲ ପ୍ରଦର୍ଶନ କରିବାର ଆଶା ରଖିଛି।
ସେହିପରି ଦୀର୍ଘ ୨୬ ବର୍ଷ ଧରି ବିଜେପି ଦିଲ୍ଲୀରେ କ୍ଷମତା ଦଖଲ କରିପାରି ନାହିଁ। ୨୦୧୪ ଓ ୨୦୧୯ରେ ସାରା ଦେଶରେ ମୋଦି ଲହରୀ ଦେଖିବାକୁ ମିଳିଥିଲା। କିନ୍ତୁ ଦିଲ୍ଲୀ ବିଧାନସଭା ନିର୍ବାଚନ ଉପରେ ଏହାର କୌଣସି ପ୍ରକାରର ପ୍ରଭାବ ପଡ଼ି ନଥିଲା। ୨୦୨୪ରେ ମଧ୍ୟ ବିଜେପି ନେତୃତ୍ୱାଧୀନ ଏନଡିଏ କେନ୍ଦ୍ରରେ କ୍ଷମତା ଦଖଲ କରିଛି। ଏଥର ଏହାର ପ୍ରଭାବ ପଡ଼ୁଛି କି ନାହିଁ, ସେକଥା ଫେବୃଆରୀ ୮ରେ ଜଣାପଡ଼ିବ।

Previous Post

“ସମସ୍ତ କାର୍ଯ୍ୟ ସାମାଜିକ, ଆଇନ ଗତ ଏବଂ ପରିବେଶ ସମ୍ବନ୍ଧୀୟ ଉତ୍ତରଦାୟିତ୍ବ ସହ ମେଳ ଖାଇବା ଆବଶ୍ୟକ”

Next Post

ରାଜ୍ୟ ସରକାର ଏଚଏମପିଭି ଭାଇରସ ଉପରେ ନିଜସ୍ୱ ନିର୍ଦ୍ଦେଶାବଳୀ ଜାରି କରନ୍ତୁ: ବିଜେଡି

FNN WEB

FNN WEB

Next Post
ରାଜ୍ୟ ସରକାର ଏଚଏମପିଭି ଭାଇରସ ଉପରେ ନିଜସ୍ୱ ନିର୍ଦ୍ଦେଶାବଳୀ ଜାରି କରନ୍ତୁ: ବିଜେଡି

ରାଜ୍ୟ ସରକାର ଏଚଏମପିଭି ଭାଇରସ ଉପରେ ନିଜସ୍ୱ ନିର୍ଦ୍ଦେଶାବଳୀ ଜାରି କରନ୍ତୁ: ବିଜେଡି

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

June 12, 2026
ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

June 11, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.