• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ରାଜ୍ୟରେ ପ୍ରଥମ ଡବଲ୍ ଡେକର୍ ବସ୍‌ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

FNN WEB by FNN WEB
January 7, 2025
in ଓଡ଼ିଶା, ମୁଖ୍ୟ ଖବର
0
ରାଜ୍ୟରେ ପ୍ରଥମ ଡବଲ୍ ଡେକର୍ ବସ୍‌ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
0
SHARES
3
VIEWS

ଭୁବନେଶ୍ୱର: ସହରାଞ୍ଚଳ ଜନପରିବହନକୁ ସୁଦୃଢ଼ କରିବା ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଏକ ଯୁଗାନ୍ତକାରୀ ପଦକ୍ଷେପ ନେଇଛନ୍ତି। ଏନେଇ ଶ୍ରୀ ମୋହନ ଚରଣ ମାଝୀ ଗାଡ଼କଣ ମୋ ବସ୍ ଡ଼ିପୋରେ ୪୦ଟି ଇ-ବସ୍‌ର ଶୁଭାରମ୍ଭ କରିଛନ୍ତି। ବିକଶିତ ଭାରତ ଅଭିଯାନରେ ଓଡ଼ିଶା ଅଗ୍ରଣୀ ଭୂମିକା ଗ୍ରହଣ କରିବାକୁ ପ୍ରୟାସରତ ଥିବାବେଳେ, ଓଡ଼ିଶା ଦର୍ଶନର ରାଜ୍ୟ ଜନ ପରିବହନରେ ସାମିଲ ହୋଇଛି ନୂତନ ଓ ଉନ୍ନତ ଧରଣର ଇ-ବସ ସେବା। ଏହା ବହୁମାତ୍ରାରେ କାର୍ବନ ନିର୍ଗମନ ହ୍ରାସ, ଟ୍ରାଫିକ୍ ସମସ୍ୟାକୁ ଦୂର କରିବାରେ ସହାୟକ ହେବ ବୋଲି ଆଶା କରାଯାଉଛି। ଏହି ବସ୍ ସେବାଗୁଡ଼ିକ ଦ୍ୱାରା ପର୍ଯ୍ୟଟକମାନଙ୍କ ଯାତାୟାତକୁ ବିଶେଷ ଭାବରେ ଲାଭ ହେବା ସହିତ ପ୍ରଥମଥର ପାଇଁ ରାଜ୍ୟର ଜଣେ ସାଧାରଣ ଯାତ୍ରୀଟିଏ ମଧ୍ୟ ଏହି ସେବାର ଅନୁଭୂତି ନେଇପାରିବେ। ୫ଟି ଡବଲ୍ ଡେକର୍ ଏବଂ ୧୦ଟି ହପ୍ ଅନ୍ ହପ୍ ଅଫ୍ ଇ-ବସ୍ ସେବା ସାଧାରଣତଃ କଟକ, ପୁରୀ ଏବଂ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ପ୍ରମୁଖ ଦର୍ଶନୀୟ ସ୍ଥାନ ଏବଂ ସାଂସ୍କୃତିକ ଐତିହ୍ୟସ୍ଥଳୀକୁ ସଂଯୋଗ କରିବ।

ସେପରି ପୁରୀ ସହରରେ ବିଭିନ୍ନ ତିର୍ଥସ୍ଥାନ ଓ ପର୍ଯ୍ୟଟନସ୍ଥଳୀକୁ ଭ୍ରମଣ କରିବା ପାଇଁ ୨୫ଟି ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନଙ୍କ ଇ-ବସ୍ ସେବାର ଶୁଭାରମ୍ଭ କରାଯାଇଛି। ଏଥିରେ ପ୍ରଥମ ଯାତ୍ରୀମାନଙ୍କ ମଧ୍ୟରେ ଦୁଇଜଣ ଦିବ୍ୟାଙ୍ଗ ଯାତ୍ରୀ ଥିଲେ। ସେମାନଙ୍କର ହ୍ୱିଲ୍ ଚେୟାର ସହିତ ମୁଖ୍ୟମନ୍ତ୍ରୀ ବ୍ୟକ୍ତିଗତ ଭାବେ ସେମାନଙ୍କୁ ପ୍ରଥମ ଦୁଇଟି ବସ୍ ଟିକେଟ୍ ପ୍ରଦାନ କରିଛନ୍ତି। ଏହି ବସ୍‌ରେ ବିଶେଷତା ହେଉଛି ଦିବ୍ୟାଙ୍ଗ ଯାତ୍ରୀମାନେ ବସ୍‌ରେ ଥିବା ର‌୍ୟାମ୍ପ୍ ସାହାଯ୍ୟରେ ସେମାନଙ୍କର ହ୍ୱିଲ୍ ଚେୟାର ସହିତ ଯାତ୍ରା କରିପାରିବେ।

ଏସ୍‌ଜେଟିଏ ବସ୍ ଭଡ଼ା ସାଧାରଣ ମୋ ବସ୍ ଭଡ଼ା ଭଳି ଥିବାବେଳେ ଡବଲ ଡେକର ବସ୍ ଭଡ଼ା ସର୍ବନିମ୍ନ ମୂଲ୍ୟ ୩୦ ଟଙ୍କାରୁ ସର୍ବାଧିକ ୧୭୦ ଟଙ୍କା ସହିତ ଏକ୍ସପ୍ରେସ୍ ସେବା ଭାବରେ ଗତି କରିବ। ସେପରି ହପ୍ ଅନ୍ ହପ୍ ଅଫ୍ ଇ-ବସ୍‌ରେ ମାତ୍ର ୨୦୦ ଟଙ୍କା ମୂଲ୍ୟରେ ଦୈନିକ ପାସ୍ କରି ଯାତ୍ରୀମାନେ ଏହାର ନିର୍ଦ୍ଦିଷ୍ଟ ବସ୍ ରୁଟ୍‌ରେ ଅନବରତ ଯାତ୍ରା କରିବାର ସୁଯୋଗ ନେଇପାରିବେ। ପରବର୍ତ୍ତି ସମୟରେ ଅନ୍ୟାନ୍ୟ କ୍ୟାବିନେଟ୍ ମନ୍ତ୍ରୀଙ୍କ ସହିତ ଡବଲ ଡେକର ବସ୍‌ରେ ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣ ଚନ୍ଦ୍ର ମହାପାତ୍ର ଜନତା ମୈଦାନ ପର୍ଯ୍ୟନ୍ତ ଯାତ୍ରା କରି ମୁଖ୍ୟମନ୍ତ୍ରୀଙ୍କୁ ପ୍ରଥମ ବସ୍ ଟିକେଟ୍ ପ୍ରଦାନ କରିଥିଲେ। ଉକ୍ତ ଉତ୍ସବରେ ଅନ୍ୟମାନଙ୍କ ମଧ୍ୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ସାଂସଦ ଅପରାଜିତା ଷଡଙ୍ଗୀ, ବିଧାୟକ ବାବୁ ସିଂ, ପ୍ରଶାନ୍ତ ଜଗଦେବ, ଉନ୍ନୟନ କମିଶନର ଅନୁ ଗର୍ଗ, ବିଭାଗର ପ୍ରମୁଖ ସଚିବ ଶ୍ରୀମତୀ ଉଷା ପାଢୀ, ପରିବହନ କମିଶନର ଅମିତାଭ ଠାକୁର, କ୍ରୁଟର ପରିଚାଳନା ନିର୍ଦେଶକ ଡ. ଏନ. ଥିରୁମାଲା ନାୟକଙ୍କ ସମେତ ଅନ୍ୟାନ୍ୟ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ ।

Previous Post

ଭାରତୀୟ ବଂଶୋଦ୍ଭବ ବିଶ୍ୱ ସଂଗଠନ ପକ୍ଷରୁ ଅଚ୍ୟୁତ ସାମନ୍ତଙ୍କୁ ପ୍ରଥମ ପିଆଇଓ ଏକ୍‍ସଲେନ୍‍ସ ସମ୍ମାନ

Next Post

ରାଜ୍ୟ ସଂଗ୍ରହାଳୟ ହେଉଛି ଓଡ଼ିଶା ଇତିହାସ ଓ ଭୂଗୋଳର ବଳିଷ୍ଠ ସଂରକ୍ଷିତ ସମ୍ପତ୍ତି : ମୁଖ୍ୟମନ୍ତ୍ରୀ

FNN WEB

FNN WEB

Next Post
ରାଜ୍ୟ ସଂଗ୍ରହାଳୟ ହେଉଛି ଓଡ଼ିଶା ଇତିହାସ ଓ ଭୂଗୋଳର ବଳିଷ୍ଠ ସଂରକ୍ଷିତ ସମ୍ପତ୍ତି : ମୁଖ୍ୟମନ୍ତ୍ରୀ

ରାଜ୍ୟ ସଂଗ୍ରହାଳୟ ହେଉଛି ଓଡ଼ିଶା ଇତିହାସ ଓ ଭୂଗୋଳର ବଳିଷ୍ଠ ସଂରକ୍ଷିତ ସମ୍ପତ୍ତି : ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.