• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ପ୍ରବାସୀ ଓଡ଼ିଆଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ସ୍ଵତନ୍ତ୍ର ସାକ୍ଷାତକାର

FNN WEB by FNN WEB
January 10, 2025
in ଓଡ଼ିଶା, ମୁଖ୍ୟ ଖବର
0
ପ୍ରବାସୀ ଓଡ଼ିଆଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ସ୍ଵତନ୍ତ୍ର ସାକ୍ଷାତକାର
0
SHARES
2
VIEWS

ଭୁବନେଶ୍ବର: ପ୍ରବାସୀ ଭାରତୀୟ ଦିବସ-୨୦୨୫ ଅବସରରେ ଭୁବନେଶ୍ବର ଜନତା ମଇଦାନରେ ଆୟୋଜିତ ଭବ୍ୟ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରବାସୀ ଓଡ଼ିଆମାନଙ୍କୁ ଭେଟିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରବାସୀ ଓଡ଼ିଆଙ୍କ ସହ ସ୍ଵତନ୍ତ୍ର ସାକ୍ଷାତକାର କାର୍ଯ୍ୟକ୍ରମରେ ଯୋଗଦେଇଛି। ବହୁ ଦୂରରୁ ଆସି ଏଭଳି ଏକ କାର୍ଯ୍ୟକ୍ରମରେ ଯୋଗଦେଇଥିବାରୁ ସମସ୍ତ ପ୍ରବାସୀ ଓଡ଼ିଆ ଭାଇ ଓ ଭଉଣୀମାନଙ୍କୁ ଧନ୍ୟବାଦ ଜଣାଉଛି। ନୂଆ ସରକାର ଆସିବା ପରେ ପ୍ରଥମଥର ପାଇଁ ଓଡ଼ିଶାରେ ପ୍ରବାସୀ ଭାରତୀୟ ଦିବସ-୨୦୨୫ ଭଳି ଏକ ଭବ୍ୟ ଏବଂ ବିଶାଳ କାର୍ଯ୍ୟକ୍ରମ ଆୟୋଜନ କରିବା ପାଇଁ ଏକ ଅପୂର୍ବ ସୁଯୋଗ ଆମକୁ ମିଳିଛି। ଆଜିର ଏହି କାର୍ଯ୍ୟକ୍ରମ ଅବସରରେ ଆପଣମାନେ ନିଜ ନିଜର ବହୁମୂଲ୍ୟ ମତ ରଖିଛନ୍ତି। ନିଜର ଜନ୍ମ ମାଟିର ବିକାଶ ପାଇଁ ଆପଣମାନେ ଯେଉଁ ସଂକଳ୍ପ ନେଇଛନ୍ତି ତାହା ବାସ୍ତବରେ ସ୍ବାଗତଯୋଗ୍ୟ। ଆପଣଙ୍କ ପ୍ରସ୍ତାବକୁ ଗ୍ରହଣ କରିବା ଏବଂ ଏହାକୁ ଗୁରୁତ୍ଵ ଦେବା ପାଇଁ ଲୋକଙ୍କ ସରକାର ପ୍ରତିବଦ୍ଧ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଆଶୀର୍ବାଦ ଏବଂ ଆମ ସମସ୍ତଙ୍କ ପ୍ରୟାସରେ ଆମେ ନିଶ୍ଚୟ ‘ବିକଶିତ ଓଡ଼ିଶା’ ଗଠନ କରିବା। ଏହା ପୂର୍ବରୁ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀରେ ଯୋଗ ଦେଇ ମାର୍ଗଦର୍ଶନ ଦେଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ କୃତଜ୍ଞତା ଜଣାଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନିଜର ସୋସିଆଲ ମିଡିଆ ‘ଏକ୍ସ’ରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ପ୍ରବାସୀ ଭାରତୀୟ ଦିବସରେ ଆପଣଙ୍କ ଗାରିମାମୟ ଉପସ୍ଥିତି ଏହି କାର୍ଯ୍ୟକ୍ରମକୁ ଆହୁରି ସଫଳ ଏବଂ ସ୍ବତନ୍ତ୍ର କରିପାରିଛି। ଆପଣଙ୍କ ମାର୍ଗଦର୍ଶନ ସମସ୍ତ ପ୍ରବାସୀ ଭାରତୀୟଙ୍କ ମନରେ ନୂଆ ଆଶା, ଉତ୍ସାହ ଏବଂ ଉଦ୍ଦୀପନା ଭରିଦେବା ସହ ‘ବିକଶିତ ଭାରତ’ ନିର୍ମାଣ ପାଇଁ ଅନୁପ୍ରାଣିତ କରିଛି। ଏଥିପାଇଁ ବ୍ୟକ୍ତିଗତ ଭାବେ ଆପଣଙ୍କୁ କୃତଜ୍ଞତା ଜଣାଉଛି।

Previous Post

ଓଡ଼ିଶାର ପରମ୍ପରାକୁ ବିଶ୍ୱବିଦିତ କରିବାର ପ୍ରୟାସ ଅତୀବ ପ୍ରଶଂସନୀୟ: ଧର୍ମେନ୍ଦ୍ର

Next Post

ବିଶ୍ୱ ପାଇଁ ଆଲୋକ ବର୍ତ୍ତିକା ପାଲଟିଛି ଭାରତ : ରାଷ୍ଟ୍ରପତି

FNN WEB

FNN WEB

Next Post
ବିଶ୍ୱ ପାଇଁ ଆଲୋକ ବର୍ତ୍ତିକା ପାଲଟିଛି ଭାରତ : ରାଷ୍ଟ୍ରପତି

ବିଶ୍ୱ ପାଇଁ ଆଲୋକ ବର୍ତ୍ତିକା ପାଲଟିଛି ଭାରତ : ରାଷ୍ଟ୍ରପତି

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.