• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଧାମରାରେ ଅଘଟଣ, ଟ୍ରଲରକୁ ଧକ୍କା ଦେଇ ବୁଡିଲା ଅଭିରାମ ଯାତ୍ରୀବାହୀ ବୋଟ

FNN WEB by FNN WEB
January 15, 2025
in ଓଡ଼ିଶା
0
ଧାମରାରେ ଅଘଟଣ, ଟ୍ରଲରକୁ ଧକ୍କା ଦେଇ ବୁଡିଲା ଅଭିରାମ ଯାତ୍ରୀବାହୀ ବୋଟ
0
SHARES
0
VIEWS

ବୋଟର ଚାଳକ ନିଶାସକ୍ତ ହୋଇ ବୋଟ ଚାଳଣା କରୁଥିଲା
ଭଦ୍ରକ: ଭଦ୍ରକ ଜିଲା ଧାମରାରେ ଆଜି ଅପରାହ୍ଣ ସମୟରେ ଏକ ଯାତ୍ରୀ ବାହୀ ବୋଟ ଧକ୍କା ହୋଇ ବୁଡି ଯାଇଥିବା ବେଳେ ବୋଟରେ ଥିବା ୮ଜଣ ଯାତ୍ରୀଙ୍କୁ ଉଦ୍ଧାର କରାଯାଇଛି। ପ୍ରାପ୍ତ ସୁଚନା ଅନୁଯାଇ ଭୁବନେଶ୍ୱର ରୁ କେନ୍ଦ୍ରାପଡା ଜିଲ୍ଲା ଭିତରକନିକା କୁ ବୁଲିବାକୁ ଆସିଥିବା ୮ଜଣ ଯାତ୍ରୀଙ୍କୁ ନେଇ ଚାନ୍ଦବାଲିରୁ ଏକ ଯାତ୍ରୀବାହୀ ବୋଟ(ଅଭିରାମ) ଭିତର କନିକା ଆସିଥିଲା। ଧାମରାରେ ମକରମେଳା ଚାଲିଥିବା ବେଳେ ଏହି ଯାତ୍ରୀ ମାନେ ଭିତର କନିକା ରୁ ସେହି ବୋଟ ଯୋଗେ ଧାମରା ବୁଲିବାକୁ ଆସିଥିଲେ। ଧାମରାରେ ପହଂଚି ସଂପୃକ୍ତ ବୋଟଟି ପ୍ରକୃତରେ କେଉଁ ସ୍ଥାନରେ ଲଙ୍ଗର କରିବ ଜାଣି ପାରି ନଥିଲା। ଏହି ସମୟରେ ଏହି ଯାତ୍ରୀବାହୀ ବୋଟଟି ଅନ୍ୟ ଏକ ମାଛ ଧରା ଟ୍ରଲର କୁ ଧକ୍କା ହୋଇଥିଲା। ଫଳରେ ଘଟଣା ସ୍ଥଳରେ ୮ଜଣ ଯାତ୍ରୀଙ୍କୁ ନେଇ ଆସିଥିବା ଅଭିରାମ ଯାତ୍ରୀ ବାହୀ ବୋଟଟି ଧାମରା ମତ୍ସ୍ୟପୋତାଶ୍ରୟରୁ ମାତ୍ର ୫୦ମିଟର ଦୂରରେ ବୁଡି ଯାଇଥିଲା। ଏହି ବୋଟରେ ଥିବା ୮ଜଣ ଯାତ୍ରୀ ଏବଂ ବୋଟର ଚାଳକ ଜୀବନ ବଂଚାଇବା ଆଶାରେ ପାଣିକୁ ଡେଇଁ ପଡିଥିଲେ। ସେହି ସ୍ଥାନରେ ଥିବା ଅନ୍ୟ ମାଛ ଧରା ଟ୍ରଲର ଷ୍ଟାଫ ମାନେ ଏହି ୮ଜଣ ଯାତ୍ରୀଙ୍କୁ ଉଦ୍ଧାର କରିବା ସହ ସଂପୃକ୍ତ ଯାତ୍ରୀ ବାହୀ ବୋଟର ଚାଳକକୁ ମଧ୍ୟ ଉଦ୍ଧାର କରିଥିଲେ। ଉଦ୍ଧାର କରାଯାଇଥିବା ଯାତ୍ରୀ ମାନଙ୍କୁ ପ୍ରାଥମିକ ଚିକିତ୍ସା କରାଇ ଛାଡି ଦିଆଯାଇଥିବା ବେଳେ, ଯାତ୍ରୀ ବାହୀ ବୋଟର ଚାଳକ ମଦ ପିଇ ନିଶାସକ୍ତ ଥିବା କଥା ଜଣା ପଡିବା ପରେ ସେ ଘଟଣା ସ୍ଥଳରୁ ଫେରାର ହୋଇ ଯାଇଛନ୍ତି। ଅନ୍ୟ ପକ୍ଷରେ ସାଧାରଣ ଜନତାଙ୍କ କହିବାନୁଯାଇ ମକର ପର୍ବ ପାଇଁ ଧାମରା ଉତ୍ସବ ମୁଖର ହୋଇ ପଡିଥିବା ବେଳେ ଜଳପଥରେ ସୁରକ୍ଷା ବ୍ୟବସ୍ଥା ସଂପୂର୍ଣ ଅସୁରକ୍ଷିତ ହୋଇ ପଡିଛି। ଧାମରା ମେରାଇନ ଥାନାରେ ନିୟୋଜିତ ଥିବା ଦ୍ରୁତଗାମୀ ବୋଟ ଠିକ ଭାବେ ନଦୀ କୂଳରେ ପଇଁତରା ଦିଆଯିବା ସହ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଥାନ୍ତା ତା ହେଲେ ଏଭଳି ଅଘଟଣକୁ ରୋକା ଯାଇ ପାରିଥାନ୍ତା ବୋଲି ସାଧାରଣରେ ଚର୍ଚ୍ଚା ଚାଲିଛି।

Previous Post

କେନ୍ଦୁଝରରୁ ବର୍ଦ୍ଧିତ ପେନସନ୍‍ ପ୍ରଦାନର ଶୁଭାରମ୍ଭ

Next Post

ଧାନକିଣାରେ ଅବ୍ୟବସ୍ଥା ନେଇ ନବନିର୍ମାଣ କୃଷକ ସଂଗଠନର ବିକ୍ଷୋଭ

FNN WEB

FNN WEB

Next Post
ଧାନକିଣାରେ ଅବ୍ୟବସ୍ଥା ନେଇ ନବନିର୍ମାଣ କୃଷକ ସଂଗଠନର ବିକ୍ଷୋଭ

ଧାନକିଣାରେ ଅବ୍ୟବସ୍ଥା ନେଇ ନବନିର୍ମାଣ କୃଷକ ସଂଗଠନର ବିକ୍ଷୋଭ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

June 22, 2026
ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

June 22, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.