• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଆମେରିକାର ସିନ୍‍ସିନାଟି ବିଶ୍ୱବିଦ୍ୟାଳୟ ସଭାପତିଙ୍କୁ କିସ୍‍ ଜୀବନବ୍ୟାପୀ ସାଧନା ସମ୍ମାନ

FNN WEB by FNN WEB
January 17, 2025
in ଓଡ଼ିଶା, ମୁଖ୍ୟ ଖବର
0
ଆମେରିକାର ସିନ୍‍ସିନାଟି ବିଶ୍ୱବିଦ୍ୟାଳୟ ସଭାପତିଙ୍କୁ କିସ୍‍ ଜୀବନବ୍ୟାପୀ ସାଧନା ସମ୍ମାନ
0
SHARES
1
VIEWS

ଭୁବନେଶ୍ୱର: ଆମେରିକାର ସିନ୍‍ସିନାଟି ବିଶ୍ୱବିଦ୍ୟାଳୟର ସଭାପତି ପ୍ରଫେସର ନେଭେଲି ଜି ପିଣ୍ଟୋଙ୍କୁ ଆଜି କିସ୍‍ ପକ୍ଷରୁ ସମ୍ମାନଜନକ କିସ୍‍ ଜୀବନବ୍ୟାପୀ ସାଧନା ସମ୍ମାନରେ ସମ୍ମାନୀତ କରାଯାଇଛି । ଆଜି ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ତାଙ୍କୁ ଏହି ସମ୍ମାନ ପ୍ରଦାନ କରିଥିଲେ । ଏହି ସମ୍ମାନ ଗ୍ରହଣକରି ପିଣ୍ଟୋ ଶିକ୍ଷା ଓ ଜନଜାତିଙ୍କ ସଶକ୍ତିକରଣ କ୍ଷେତ୍ରରେ ଅଚ୍ୟୁତ ସାମନ୍ତଙ୍କ ଅବଦାନର ଭୂୟସୀ ପ୍ରଶଂସା କରିଥିଲେ । ସେ କହିଲେ, ଶ୍ରୀ ସାମନ୍ତଙ୍କ ଦର୍ଶନ ଅନ୍ୟମାନଙ୍କ ପାଇଁ ପ୍ରକୃତରେ ପ୍ରେରଣାଦାୟୀ । କିସ୍‍ର ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ୟରେ ପିଣ୍ଟୋ କହିଲେ ଶ୍ରୀ ସାମନ୍ତ ଆଜି ଯେଉଁ ସଫଳତା ହାସଲ କରିଛନ୍ତି ସେହି ସଫଳତା ହାସଲ କରିବା ପାଇଁ ତୁମ ପ୍ରତ୍ୟେକଙ୍କ ନିକଟରେ ଶକ୍ତି ରହିଛି । ଅନ୍ୟମାନଙ୍କ ପାଇଁ ଭଲ କରିବା ନିମନ୍ତେ ଜ୍ଞାନ ତୁମମାନଙ୍କୁ ଏହି ଶକ୍ତି ଯୋଗାଇଥାଏ । ଶ୍ରୀ ସାମନ୍ତଙ୍କ ନିଷ୍ଠା ଓ ଉତ୍ସର୍ଗୀକୃତ ମନୋଭାବ ସମସ୍ତଙ୍କ ପାଇଁ ଆଲୋକ ବର୍ତ୍ତିକା ହେବା ଉଚିତ୍‍ ବୋଲି ସେ କହିଥିଲେ । ସିନ୍‍ସିନାଟି ବିଶ୍ୱବିଦ୍ୟାଳୟ ୨୦୦ବର୍ଷର ଏକ ପୁରୁଣା ଶିକ୍ଷାନୁଷ୍ଠାନ ହୋଇଥିବା ବେଳେ ମାତ୍ର ୨୭ବର୍ଷରେ କିଟ୍‍ ଓ କିସ୍‍ର ଏଭଳି ଅଭିବୃଦ୍ଧି ଦେଖି ସେ ଆଶ୍ଚର୍ଯ୍ୟ ପ୍ରକଟ କରିଥିଲେ । ସ୍ୱାଗତ ଭାଷଣ ଦେଇ ଶ୍ରୀ ସାମନ୍ତ କହିଲେ, ବିଶ୍ୱର ଏକ ସମ୍ମାନଜନକ ବିଶ୍ୱବିଦ୍ୟାଳୟ ସିନ୍‍ସିନାଟି ବିଶ୍ୱବିଦ୍ୟାଳୟର ନେତୃତ୍ୱ ନେଉଥିବା ପିଣ୍ଟୋଙ୍କ ଭଳି ଜଣେ ଭାରତୀୟ ବଂଶୋଦ୍ଭବ ଶିକ୍ଷାବିତ୍‍ଙ୍କୁ ସମ୍ମାନୀତ କରି ଆମେ ଗର୍ବିତ । ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ସିନ୍‍ସିନାଟି ବିଶ୍ୱବିଦ୍ୟାଳୟ ପ୍ରତିନିଧିମଣ୍ଡଳ ଓ କିସ୍‍ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଦୀପକ କୁମାର ବେହେରାଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

Previous Post

ଧାନକିଣାରେ ଅବ୍ୟବସ୍ଥା ନେଇ ନବନିର୍ମାଣ କୃଷକ ସଂଗଠନର ବିକ୍ଷୋଭ

Next Post

ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

FNN WEB

FNN WEB

Next Post
ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

June 22, 2026
ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

June 22, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.