• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଗୋପବନ୍ଧୁ ପ୍ରଶାସନିକ ଏକାଡେମୀ ଠାରେ ଓଡ଼ିଶା ପ୍ରଶାସନିକ ଅଧିକାରୀ ଶିକ୍ଷାନବିଶମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମର ଉଦଯାପନ

FNN WEB by FNN WEB
January 18, 2025
in ଓଡ଼ିଶା, ମୁଖ୍ୟ ଖବର
0
ଗୋପବନ୍ଧୁ ପ୍ରଶାସନିକ ଏକାଡେମୀ ଠାରେ ଓଡ଼ିଶା ପ୍ରଶାସନିକ ଅଧିକାରୀ ଶିକ୍ଷାନବିଶମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମର ଉଦଯାପନ
0
SHARES
2
VIEWS

ଭୁବନେଶ୍ୱର : ଗୋପବନ୍ଧୁ ପ୍ରଶାସନିକ ଏକାଡେମୀ ଠାରେ ଆଜି ଓଡ଼ିଶା ପ୍ରଶାସନିକ ଅଧିକାରୀ ଶିକ୍ଷାନବିଶ(ପ୍ରୋବେସନର)ଙ୍କ ପାଇଁ ଆୟୋଜିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମର ‘ଉଦଯାପନ ସମାରୋହ’ ଅନୁଷ୍ଠିତ ହୋଇଯାଇଛି | ଗତ କିଛି ମାସ ଧରି ଏକାଡେମୀରେ ୧୧୨ ଜଣ ଓଏଏସ ଅଫିସର ପ୍ରଶିକ୍ଷଣର୍ଥୀମାନଙ୍କୁ ତାଲିମ ଦିଆଯାଇଥିଲା  |
ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା ଯୋଗ ଦେଇ ପ୍ରଶାସନିକ ଅଧିକାରୀମାନେ କିପରି ପ୍ରତ୍ୟେକ କ୍ଷେତ୍ରରେ ଉଲ୍ଲେଖନୀୟ ପରିବର୍ତ୍ତନ ଆଣି ପାରିବେ, ସେ ସମ୍ପର୍କରେ ସେ ଗୁରୁତ୍ୱାରୋପ କରିଥିଲେ। ଶାସନରେ ଉନ୍ନତି ଆଣିବା ପାଇଁ ସେମାନଙ୍କର ଅନନ୍ୟ ଦକ୍ଷତା ଉପରେ ସେ ଗୁରୁତ୍ୱାରୋପ କରିବା ସହ ନିର୍ଦ୍ଦିଷ୍ଟ ସମୟ ସୀମା ମଧ୍ୟରେ ଉପଯୁକ୍ତ ଭାବେ ସେବା ଯୋଗାଇଦେବା ପାଇଁ ଟେକ୍ନୋଲୋଜିକୁ ଆପଣାଇବାକୁ ସେ ଅନୁରୋଧ କରିଥିଲେ ।

ନିଯୁକ୍ତି ସୃଷ୍ଟି, ଦକ୍ଷତା ବିକାଶ ଏବଂ ଅର୍ଥନୈତିକ ଅଭିବୃଦ୍ଧିର ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ଉପରେ ଆଲୋକପାତ କରି ସେ ଅଭିନବ ଚିନ୍ତାଧାରା ଏବଂ ଫଳାଫଳ ଭିତ୍ତିକ କାର୍ଯ୍ୟଉପରେ ଗୁରୁତ୍ୱାରୋପ କରିଥିଲେ । କାର୍ଯ୍ୟାନ୍ୱୟନ ପ୍ରକ୍ରିୟାକୁ ସରଳ କରିବା, ନାଗରିକଙ୍କ ସମ୍ମାନ ଓ ଶାସନକୁ ସହାନୁଭୂତିର ସହ ସୁନିଶ୍ଚିତ କରିବା ଉପରେ ମଧ୍ୟ ମୁଖ୍ୟ ଶାସନ ସଚିବ ଗୁରୁତ୍ବ ଦେଇଥିଲେ l ନୈତିକ ଏବଂ ବୃତ୍ତିଗତ ସଚ୍ଚୋଟତା ବଜାୟ ରଖିବା ସହିତ ସହଯୋଗ କରିବା, ଅନ୍ୟମାନଙ୍କୁ ସଶକ୍ତ କରିବା ଏବଂ ଅଭିବୃଦ୍ଧିର ଏକ ଇକୋସିଷ୍ଟମକୁ ପ୍ରୋତ୍ସାହିତ କରିବାକୁ ସେ ଅଧିକାରୀମାନଙ୍କୁ ଅନୁରୋଧ କରିଥିଲେ ।

ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଦେଓ ରଞ୍ଜନ କୁମାର ସିଂହ ଯୁବ ଅଧିକାରୀମାନଙ୍କୁ ପଢ଼ିବା ଓ ଜ୍ଞାନ ଅର୍ଜନ କରିବାର ଅଭ୍ୟାସ ଜାରି ରଖିବାକୁ ଉତ୍ସାହିତ କରିଥିଲେ। ସେମାନଙ୍କୁ ଅହଂକାରୀ ନ ହେବାକୁ ସେ ପରାମର୍ଶ ଦେଇଥିଲେ। ଆଇନ ଓ ନ୍ୟାୟ ମଧ୍ୟରେ ପାର୍ଥକ୍ୟ ଦର୍ଶାଇବା ସହ ଉପନିଷଦ ଓ ଭାଗବତ ଗୀତାରୁ ଉଦାହରଣ ଦେଇ ସେ ନାଗରିକ-କୈନ୍ଦ୍ରିକ ସୁଶାସନ ସୁନିଶ୍ଚିତ କରିବା ପାଇଁ ଅଧିକାରୀମାନଙ୍କୁ ସହାନୁଭୂତି ବିକଶିତ କରିବା ଆବଶ୍ୟକ ବୋଲି କହିଥିଲେ ।

ପ୍ରାରମ୍ଭରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଗୋପବନ୍ଧୁ ପ୍ରଶାସନିକ ଏକାଡେମୀର ମହାନିର୍ଦ୍ଦେଶକ ଜି. ମାଥିଭଥନନ ପ୍ରଶିକ୍ଷଣ କାର୍ଯ୍ୟକ୍ରମର ପ୍ରମୁଖ କାର୍ଯ୍ୟକଳାପ ସମ୍ପର୍କରେ ଏକ ଉପସ୍ଥାପନା କରିଥିଲେ। କ୍ଲାସରୁମ୍ ଶିକ୍ଷଣ ଅଧିବେଶନରେ ଅନ୍ତର୍ଭୁକ୍ତିକରଣ ବିକାଶରେ ପ୍ରଶାସନ ଏବଂ ବିଭିନ୍ନ ଉଦୀୟମାନ ବିଷୟ ଯଥା କୃତ୍ତିମ ବୁଦ୍ଧିମତା, ଡିଜିଟାଲ ଭିତ୍ତିଭୂମି, ପାଠ୍ୟକ୍ରମ ଢାଞ୍ଚା ଏବଂ ପାଠ୍ୟକ୍ରମରେ କ୍ୟାମ୍ପସ ବ୍ୟତିରେକ ବାହାରେ ଶିକ୍ଷଣ କାର୍ଯ୍ୟକଳାପର ସମ୍ପ୍ରସାରଣ ସମେତ ବିଭିନ୍ନ ବିଷୟ ଉପରେ ପ୍ୟାନେଲ ଆଲୋଚନା ହୋଇଥିବା ବିଷୟରେ ସେ ଉଲ୍ଲେଖ କରିଥିଲେ ।
ଏହି ଅବସରରେ ମୁଖ୍ୟ ଶାସନ ସଚିବ ଗୋପବନ୍ଧୁ ଏକାଡେମୀ ଅଫ୍ ଆଡମିନିଷ୍ଟ୍ରେସନରେ ସେଣ୍ଟର ଫର ଗୁଡ୍ ଗଭର୍ଣ୍ଣାନ୍ସ, ଓଡ଼ିଶା (ସିଜିଜିଓ) ଦ୍ୱାରା ପ୍ରସ୍ତୁତ ଓ ସମ୍ପାଦିତ ‘ଓଏଏସ୍ ପ୍ରୋବେସନର୍ସ (ଡିଆର୍) ୨୦୨୧ ର ପୁସ୍ତକ ସମୀକ୍ଷା ସଂକଳନ’କୁ ଉନ୍ମୋଚନ କରିଥିଲେ l ଓଏଏସ୍ (ଡିଆର୍) ୨୦୨୧ ପାଇଁ ଇଣ୍ଡକ୍ସନ ପ୍ରଶିକ୍ଷଣ କାର୍ଯ୍ୟକ୍ରମର ପାଠ୍ୟକ୍ରମ ନିର୍ଦ୍ଦେଶିକା ତଥା ଅତିରିକ୍ତ ନିର୍ଦେଶିକା ଡ. ମୋନାଲିସା ଲେଙ୍କା କାର୍ଯ୍ୟକ୍ରମକୁ ସଂଯୋଜନା କରିବା ସହ ଆନୁଷ୍ଠାନିକ ଭବେ ଧନ୍ୟବାଦ ଅର୍ପଣ କରିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ଏକାଡେମୀର ଉପ ମହା ନିର୍ଦ୍ଦେଶକ ଶ୍ରୀ ଲାଲା ମନୋଜ କୁମାର ରାୟ, ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ଶିବ ନାରାୟଣ ସାହୁ, ଯୁଗ୍ମ ନିର୍ଦ୍ଦେଶକ (ଅର୍ଥ ଓ ହିସାବ ) ଶ୍ରୀ ଦେବକଲ୍ୟାଣ ବେହେରା, ନିର୍ଦ୍ଦେଶକ (ସିଜିଜିଓ) ଡ. ଶଶାଙ୍କ ଗ୍ରହlଚାର୍ଯ୍ୟ , ଗୋପବନ୍ଧୁ ପ୍ରଶାସନିକ ଏକାଡେମୀର ସମସ୍ତ କର୍ମଚାରୀ ଓ ଟିମ୍ ‘ସେଣ୍ଟର ଫର ଗୂଡ଼ ଗଭର୍ଣ୍ଣାନ୍ସ’ର ଅନ୍ୟ କର୍ମକର୍ତ୍ତା ଉପସ୍ଥିତ ଥିଲେ ।

Previous Post

୮ଟି ପ୍ରକଳ୍ପରେ ସିଙ୍ଗାପୁର ସହ ରାଜ୍ୟ ସରକାରଙ୍କ ଏମଓୟୁ ସ୍ଵାକ୍ଷର

Next Post

ସିଙ୍ଗାପୁର ରାଷ୍ଟ୍ରପତିଙ୍କ ରଘୁରାଜପୁର ଓ କୋଣାର୍କ ଗସ୍ତ

FNN WEB

FNN WEB

Next Post
ସିଙ୍ଗାପୁର ରାଷ୍ଟ୍ରପତିଙ୍କ ରଘୁରାଜପୁର ଓ କୋଣାର୍କ ଗସ୍ତ

ସିଙ୍ଗାପୁର ରାଷ୍ଟ୍ରପତିଙ୍କ ରଘୁରାଜପୁର ଓ କୋଣାର୍କ ଗସ୍ତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

June 22, 2026
ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

June 22, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.