• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

କଳାଭୂମି ପରିଦର୍ଶନ କଲେ ସିଙ୍ଗାପୁର ଗଣରାଜ୍ୟର ମହାମହିମ ରାଷ୍ଟ୍ରପତି ଶ୍ରୀ ଥର୍ମନ୍ ଶନ୍ମୁଗରତ୍ନମ୍

FNN WEB by FNN WEB
January 18, 2025
in ଓଡ଼ିଶା, ମୁଖ୍ୟ ଖବର
0
କଳାଭୂମି ପରିଦର୍ଶନ କଲେ ସିଙ୍ଗାପୁର ଗଣରାଜ୍ୟର ମହାମହିମ ରାଷ୍ଟ୍ରପତି ଶ୍ରୀ ଥର୍ମନ୍ ଶନ୍ମୁଗରତ୍ନମ୍
0
SHARES
0
VIEWS

ଓଡ଼ିଶାର କଳା, ସଂସ୍କୃତି,ଐତିହ୍ୟକୁ କଲେ ଉଚ୍ଚ ପ୍ରଶଂସା

ଭୁବନେଶ୍ୱର: ପୋଖରୀପୁଟ ଶିଳ୍ପୀବିହାରସ୍ଥିତ ରାଜ୍ୟ ହସ୍ତଶିଳ୍ପ ସଂଗ୍ରହାଳୟ ‘କଳାଭୂମି’ ପରିଦର୍ଶନ କରିଛନ୍ତି ସିଙ୍ଗାପୁର ଜନରାଜ୍ୟର ମହାମହିମ ରାଷ୍ଟ୍ରପତି ଶ୍ରୀ ଥର୍ମନ୍ ଶନ୍ମୁଗରତ୍ନମ୍ । ସେଠାରେ ପ୍ରଦର୍ଶିତ ଓଡ଼ିଶାର ଅନନ୍ୟ କଳାକୃତିଗୁଡ଼ିକୁ ଦେଖି ସେ ଅଭିଭୂତ ହୋଇଥିଲେ । ଏହା ଦେଖି ଖୁସି ବ୍ୟକ୍ତ କରିବା ସହ ଉତ୍କଳୀୟ କଳାକୃତିର ଭୂୟସୀ ପ୍ରଶଂସା କରିଥିଲେ। ସର୍ବପ୍ରଥମେ ଏହି ପରିସରରେ ଥିବା ଜଗନ୍ନାଥ ଗ୍ୟାଲେରୀ ପରିଦର୍ଶନ କରିଥିଲେ। ଏଥିରେ ଥିବା ଜଗନ୍ନାଥଙ୍କ ବିଭିନ୍ନ ବେଶ, ରଥ ଚକ, ରଥର ପ୍ରତିକୃତି, ମହାପ୍ରସାଦ ପ୍ରସ୍ତୁତିରେ ବ୍ୟବହୃତ କୁଡୁଆ ଆଦି ଦେଖିଥିଲେ ।

ଏହା ପରେ ପରିସରରେ ଥିବା ହସ୍ତତନ୍ତ ଓ ହସ୍ତଶିଳ୍ପ ଗ୍ୟାଲେରୀ ବୁଲି କରୁଣା ଶିଳ୍କ, କୋଟପାଡ ଶାଢ଼ୀ, ସମ୍ବଲପୁରୀ, ମାଣିଆବନ୍ଧ ଶାଢ଼ୀ ବୁଣିବା ଶୈଳୀ ବିଷୟରେ ପଚାରି ବୁଝିଥିଲେ । ଏଥି ସହ ଚାନ୍ଦୁଆ, ଜନଜାତି ଚିତ୍ରକଳା, କାଇଁଚ ଓ ସବାଇ ଘାସ ହସ୍ତକଳା, ପିତ୍ତଳ ବାସନ କୁସନ, ରୂପା ତାରକସି କାମ, ପଟ୍ଟଚିତ୍ର ଶାଢ଼ୀ, କାଗଜ ତିଆରି କଳାକୃତି ଆଦି ବୁଲି ଦେଖିଥିଲେ । ଏହା ପୂର୍ବରୁ ସିଙ୍ଗାପୁର ଗଣରାଜ୍ୟର ମହାମହିମ ରାଷ୍ଟ୍ରପତି କଳାଭୂମି ପରିସରରେ ଆୟୋଜିତ ଏକ ନୈଶ ଭୋଜିରେ ଯୋଗଦେଇ ଓଡ଼ିଆ ବ୍ୟଞ୍ଜନର ପ୍ରଶଂସା କରିଥିଲେ।

ପରେ ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମରେ ପ୍ରତିଫଳିତ ହୋଇଥିଲା ଦୁଇ ଦେଶ ମଧ୍ୟରେ ଥିବା ନିବିଡ ସମ୍ପର୍କ । ଏହି ପରିଦର୍ଶନ ସମୟରେ ମହାମହିମ ସିଂଗାପୁର ରାଷ୍ଟ୍ରପତିଙ୍କ ଧର୍ମପତ୍ନୀ, ଓଡ଼ିଶାର ମାନ୍ୟବର ରାଜ୍ୟପାଳ ହରି ବାବୁ କଂଭମପାଟି ଓ ତାଙ୍କ ଧର୍ମପତ୍ନୀ, ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓ ତାଂକ ଧର୍ମପତ୍ନୀ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ରାଜ୍ୟ ମନ୍ତ୍ରୀ ମଣ୍ଡଳର ମନ୍ତ୍ରୀ ଗଣ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ବରିଷ୍ଠ ପ୍ରଶାସନିକ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

Previous Post

ସିଙ୍ଗାପୁର ରାଷ୍ଟ୍ରପତିଙ୍କ ରଘୁରାଜପୁର ଓ କୋଣାର୍କ ଗସ୍ତ

Next Post

ହିତାଧିକାରୀଙ୍କୁ ସମ୍ପତ୍ତି କାର୍ଡ ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

FNN WEB

FNN WEB

Next Post
ହିତାଧିକାରୀଙ୍କୁ ସମ୍ପତ୍ତି କାର୍ଡ ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

ହିତାଧିକାରୀଙ୍କୁ ସମ୍ପତ୍ତି କାର୍ଡ ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

June 22, 2026
ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

June 22, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.