• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଲୋକଙ୍କ ସହ ଭିଡ଼ିଓ କଲରେ କଥା ହେଲେ ମୁଖ୍ୟମନ୍ତ୍ରୀ

FNN WEB by FNN WEB
April 16, 2024
in ଓଡ଼ିଶା, ମୁଖ୍ୟ ଖବର
0
ଲୋକଙ୍କ ସହ ଭିଡ଼ିଓ କଲରେ କଥା ହେଲେ ମୁଖ୍ୟମନ୍ତ୍ରୀ
0
SHARES
4
VIEWS

ନେଲେ ଉନ୍ନୟନମୂଳକ କାମର ଅପଡେଟ୍‌
ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେବେ ବି ରାଜନୀତି କରି ନାହାନ୍ତି; ବରଂ ସେ ରାଜନୀତିରେ ରହି ଲୋକଙ୍କ ସେବା କରୁଛନ୍ତି। ଆଉ ଏହା ତାଙ୍କ ରାଜନୀତି ଜୀବନ ଆରମ୍ଭ ହେବା ଦିନଠୁ ଆଜି ଯାଏଁ ପ୍ରମାଣିତ ହୋଇଆସିଛି। ବର୍ତ୍ତମାନ ସାଧାରଣ ନିର୍ବାଚନ ପାଇଁ ରାଜ୍ୟର ରାଜନୈତିକ ବାତାବରଣ ଉଷ୍ମ ରହିଥିବା ବେଳେ ବିଭିନ୍ନ ଦଳର ନେତା ପ୍ରଚାରେ ବ୍ୟସ୍ତ ଅଛନ୍ତି। ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କ ପାଇଁ ଚାଲିଥିବା ଉନ୍ନୟନମୂଳକ କାମ କେତେ ବାଟ ଗଲା ତାହାର ଅପଡେଟ୍‌ ନେବାରେ ବ୍ୟସ୍ତ ଅଛନ୍ତି।

ଗତକିଛି ଦିନ ତଳେ ମୁଖ୍ୟମନ୍ତ୍ରୀ ଭଏସ୍‌ କଲ୍‌ରେ ଲୋକମାନଙ୍କୁ ନିଜ ଅଞ୍ଚଳରେ ହେଉଥିବା ବିକାଶମୂଳକ କାମ ବିଷୟରେ ପଚାରି ବୁଝୁଥିବା ବେଳେ ଆଜି ଭିଡିଓ କଲରେ ଲୋକମାନଙ୍କ ନିକଟରୁ ସେମାନଙ୍କ ଅଞ୍ଚଳରେ ହେଉଥିବା ଉନ୍ନୟନମୂଳକ କାମର ଅପଡେଟ୍‌ ନେଇଛନ୍ତି।

ନିର୍ବାଚନ ମାହୋଲରେ ଲୋକଙ୍କ ପାଇଁ ହେଉଥିବା ବିକାଶମୂଳକ କାମ ଯେପରି ଅଧାର ବନ୍ଦ ନହୁଏ, ସେ ନେଇ ନବୀନ ନେଇଛନ୍ତି ଅପଡେଟ୍‌। ଭିଡିଓ କଲରେ ସାଧାରଣ ଲୋକଙ୍କ ସହ କଥା ହୋଇ ବିଭିନ୍ନ ଉନ୍ନତିମୂଳକ କାମର ଟିକିନିଖି ତଦାରଖ କରୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଯାହାର ଭିଡିଓକୁ ସୋସିଆଲ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମରେ ଅପଲୋଡ୍ କରିଛନ୍ତି ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ବିଭିନ୍ନ ରୂପାନ୍ତରଣ ପ୍ରକଳ୍ପର ନେଇ ଲୋକଙ୍କ ସହ ନବୀନ କଥାବାର୍ତ୍ତା କରୁଥିବାର ଦୃଶ୍ୟ ଏହି ଭିଡିଓରେ ରହିଛି। ବିଭିନ୍ନ ଅଞ୍ଚଳରେ ଚାଲିଥିବା ସ୍କୁଲ ରୂପାନ୍ତରଣ, ମନ୍ଦିର, ବ୍ରିଜ ଆଦି ବିକାଶ ମୂଳକ କାମ କିଭଳି ଚାଲୁଛି ଓ ସରିଲାଣି କି ନାହିଁ ସେନେଇ ମତାମତ ନେଉଛନ୍ତି । ଏପରିକି ପିଲାମାନେ ଖୁସି ଅଛନ୍ତି କି ବୋଲି ବି ନବୀନ ଲୋକଙ୍କୁ ପଚାରି ବୁଝୁଛନ୍ତି । ଲୋକମାନେ ବି ନବୀନଙ୍କ ପ୍ରଶ୍ନର ଉତ୍ତର ଦେଇ ବେଶ୍ ଖୁସି ପ୍ରକାଶ କରିଛନ୍ତି।

Previous Post

ବିଜେଡିରେ ଯୋଗଦେଲେ ଦେବଗଡ଼ ରାଣୀ ଅରୁନ୍ଧତୀ ଦେବୀ

Next Post

ଲଖନପୁରରେ ଡଙ୍ଗା ବୁଡି ୨ ଜଣଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

FNN WEB

FNN WEB

Next Post
ଲଖନପୁରରେ ଡଙ୍ଗା ବୁଡି ୨ ଜଣଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

ଲଖନପୁରରେ ଡଙ୍ଗା ବୁଡି ୨ ଜଣଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.