• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

୧୩ରୁ ବିଧାନସଭାର ଅଧିବେଶନ, ୧୭ରେ ବଜେଟ୍‌

FNN WEB by FNN WEB
January 21, 2025
in ଓଡ଼ିଶା, ମୁଖ୍ୟ ଖବର
0
୧୩ରୁ ବିଧାନସଭାର ଅଧିବେଶନ, ୧୭ରେ ବଜେଟ୍‌
0
SHARES
1
VIEWS

ଭୁବନେଶ୍ୱର: ଆସନ୍ତା ୧୩ ତାରିଖରୁ ବିଧାନସଭାର ବଜେଟ୍ ଅଧିବେଶନ । ୧୭ ତାରିଖରେ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ ହେବ । ଆଉ ଏହି ଅଧିବେଶନ ଦୁଇଟି ପର୍ଯ୍ୟାୟରେ ୨୮ଦିନ ଚାଲିବ । ଆଜି ବିଧାନସଭା ସଚିବାଳୟ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ ଆସନ୍ତା ଫେବୃୟାରୀ ୧୩ତାରିଖରୁ ଆରମ୍ଭ ହେବ । ଅଧିବେଶନର ପ୍ରଥମ ପର୍ଯ୍ୟାୟ ଫେବୃୟାରୀ ୧୩ରୁ ୨୧ତାରିଖ ପର୍ଯ୍ୟନ୍ତ ଏବଂ ଦ୍ୱିତୀୟ ପର୍ଯ୍ୟାୟ ମାର୍ଚ୍ଚ୭ରୁ ଏପ୍ରିଲ ୫ତାରିଖ ପର୍ଯ୍ୟନ୍ତ ଚାଲିବ । ପ୍ରଥମ ଦିନରେ ରାଜ୍ୟପାଳ ଡଃ ହରିବାବୁ କମ୍ଭମପତିଙ୍କ ଅଭିଭାଷଣର କାର୍ଯ୍ୟକ୍ରମ ରହିଛି । ଫେବୃୟାରୀ ୧୪ ଓ ୧୫ତାରିଖ ଦୁଇଦିନ ଧରି ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବ ଉପରେ ଆଲୋଚନା ହେବ । ୧୬ତାରିଖ ରବିବାର ଛୁଟି ଥିବାବେଳେ ୧୭ରେ ୨୦୨୫-୨୬ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପିତ ହେବ । ୧୮ରେ ସରକାରୀ କାର୍ଯ୍ୟଦିବସ ଥିବାବେଳେ ୧୯ରେ ପ୍ରାଇଭେଟ୍ ମେମ୍ବର୍ସ ବିଜିନେସ୍ ଏବଂ ୨୦ ଓ ୨୧ରେ ବଜେଟ୍ ଉପରେ ସାଧାରଣ ଆଲୋଚନା ଆରମ୍ଭ ହେବ । ୨୨ରୁ ମାର୍ଚ୍ଚ ୬ତାରିଖ ପର୍ଯ୍ୟନ୍ତ ଗୃହ କାର୍ଯ୍ୟ ବନ୍ଦ ରହିବ । ଦ୍ୱିତୀୟ ପର୍ଯ୍ୟାୟରେ ଗୃହ କାର୍ଯ୍ୟ ମାର୍ଚ୍ଚ ୭ତାରିଖରୁ ଆରମ୍ଭ ହେବ । ବିଭାଗୀୟ ଷ୍ଟାଣ୍ଡିଂ କମିଟି ରିପୋର୍ଟମାନ ଗୃହରେ ଆଗତ ହେବ । ତା’ପରେ ମାର୍ଚ୍ଚ ୧୦ରୁ ବିଭାଗୱାରି ଅନୁଦାନ ଦାବି ଉପରେ ଆଲୋଚନା ଓ ମାର୍ଚ୍ଚ ୨୯ତାରିଖରେ ବ୍ୟୟମଞ୍ଜୁରୀ ବିଲ୍ ଆସିବ ବୋଲି ବିଜ୍ଞପ୍ତିରୁ ଜଣାପଡ଼ିଛି ।

Previous Post

ରାଜ୍ୟ ଜାତୀୟ ସେବା ଯୋଜନା ପୁରସ୍କାର ବିତରଣ ସମାରୋହ ଅନୁଷ୍ଠିତ

Next Post

ଶିକ୍ଷା ବ୍ୟବସ୍ଥାକୁ ଆହୁରି ସୁଦୃଢ଼, ସଶକ୍ତ କରିବା ପାଇଁ ଆମ ସରକାର ପ୍ରତିବଦ୍ଧ’

FNN WEB

FNN WEB

Next Post
ଶିକ୍ଷା ବ୍ୟବସ୍ଥାକୁ ଆହୁରି ସୁଦୃଢ଼, ସଶକ୍ତ କରିବା ପାଇଁ ଆମ ସରକାର ପ୍ରତିବଦ୍ଧ’

ଶିକ୍ଷା ବ୍ୟବସ୍ଥାକୁ ଆହୁରି ସୁଦୃଢ଼, ସଶକ୍ତ କରିବା ପାଇଁ ଆମ ସରକାର ପ୍ରତିବଦ୍ଧ’

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

June 22, 2026
ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

June 22, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.