• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଓଡ଼ିଶାରେ କିଏ କେଉଁଠି କରିବେ ପତାକା ଉତ୍ତୋଳନ

FNN WEB by FNN WEB
January 21, 2025
in ଓଡ଼ିଶା, ମୁଖ୍ୟ ଖବର
0
ଓଡ଼ିଶାରେ କିଏ କେଉଁଠି କରିବେ ପତାକା ଉତ୍ତୋଳନ
0
SHARES
1
VIEWS

ଭୁବନେଶ୍ବର: ଭାରତର ୭୬ତମ ସାଧାରଣତନ୍ତ୍ର ଦିବସ ପାଖଇେ ଆସୁଛି। ହାତରେ ଆଉ ୪ ଦିନ ସମୟ ଥିବାରୁ ଏହି ଗଣପର୍ବ ପାଇଁ ସରକାର ଓ ପ୍ରଶାସନ ପ୍ରସ୍ତୁତିକୁ ଜୋରଦାର କରିଦେଇଛନ୍ତି। ଜାତୀୟ ପର୍ବ ପାଇଁ ଦିଲ୍ଲୀରୁ ପଲ୍ଲୀ ଯାଏଁ ପ୍ରସ୍ତୁତି ଚାଲିଛି। ସାଧାରଣତନ୍ତ୍ର ଦିବସକୁ ମହାସମାରୋହରେ ପାଳନ କରିବାକୁ ଓଡ଼ିଶା ସରକାର ମଧ୍ୟ ପ୍ରସ୍ତୁତି ଜାରି ରଖିଛନ୍ତି। ଭୁବନେଶ୍ବରରେ ଆୟୋଜିତ ରାଜ୍ୟସ୍ତରୀୟ ସମାରୋହରେ ରାଜ୍ୟପାଳ ପତାକା ଉତ୍ତୋଳନ କରିବେ। ଜିଲ୍ଲା ମୁଖ୍ୟାଳୟରେ କେଉଁମାନେ ପତାକା ଉତ୍ତୋଳନ କରିବେ ସେନେଇ ରାଜ୍ୟ ସରକାର ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଟକରେ ଆୟୋଜିତ ସାଧାରଣତନ୍ତ୍ର ଦିବସରେ ପତାକା ଉତ୍ତୋଳନ କରିବେ। ଏହି ଅବସରରେ ସେ ସାଧାରଣ ଜନତାଙ୍କୁ ସମ୍ବୋଧିତ କରିବେ। ପୁରୀରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ଖୋର୍ଦ୍ଧାରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ପତାକା ଉତ୍ତୋଳନ କରିବେ।

ସେହିପରି ସୁନ୍ଦରଗଡ଼ରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, ସୁବର୍ଣ୍ଣପୁର ଜିଲ୍ଲା ସଦର ମହକୁମା ‌ସୋନପୁରରେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ, କୋରାପୁୁଟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଜଗତସିଂହପୁୁରରେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ଯାଜପୁରରେ ଆଇନ୍‌ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ରାୟଗଡ଼ାରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ, ଗଜପତିରେ ଖଣିମନ୍ତ୍ରୀ ବିଭୂତି ଭୂଷଣ ଜେନା, ବାଲେଶ୍ବରରେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର, କେନ୍ଦୁଝରରେ ଶ୍ରମମନ୍ତ୍ରୀ ଗଣେଶ ରାମ ସିଂ ଖୁୁଣ୍ଟିଆ, ନୂଆପଡ଼ାରେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ଢେଙ୍କାନାଳରେ ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ, ମାଲକାନଗିରିରେ ମତ୍ସ୍ୟ ଏବଂ ପଶୁ ସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଓ ନୟାଗଡ଼ରେ ଶିଳ୍ପମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ ପତାକା ଉତ୍ତୋଳନ କରିବେ। କେନ୍ଦ୍ରାପଡ଼ା, ବ୍ରହ୍ମପୁର ଓ ରାଉରକେଲରେ ଆରଡିସି ପତାକା ଉତ୍ତୋଳନ କରିବେ। ସେହିପରି ଅନୁଗୁଳ, ବାରିପଦା, ବରଗଡ଼, ଗଦ୍ରକ, ବଲାଙ୍ଗୀର,, ବୌଦ୍ଧ, ଦେବଗଡ଼, ଛତ୍ରପୁର, ଝାରସୁଗୁଡ଼ା, କଳାହାଣ୍ଡି, ନବରଙ୍ଗପୁର, ସମ୍ବଲପୁର ଓ ଫୁଲବାଣୀରେ ଉକ୍ତ ଜିଲ୍ଲାର ଜିଲ୍ଲାପାଳମାନେ ପତାକା ଉତ୍ତୋଳନ କରିବେ।

Previous Post

ଶିକ୍ଷା ବ୍ୟବସ୍ଥାକୁ ଆହୁରି ସୁଦୃଢ଼, ସଶକ୍ତ କରିବା ପାଇଁ ଆମ ସରକାର ପ୍ରତିବଦ୍ଧ’

Next Post

ବାଗ୍‍ଚୀ କରୁଣାଶ୍ରୟ ପାଲିଏଟିଭ୍ କେଆର୍ ସେଣ୍ଟର୍ ଉଦ୍‍ଘାଟିତ

FNN WEB

FNN WEB

Next Post
ବାଗ୍‍ଚୀ କରୁଣାଶ୍ରୟ ପାଲିଏଟିଭ୍ କେଆର୍ ସେଣ୍ଟର୍ ଉଦ୍‍ଘାଟିତ

ବାଗ୍‍ଚୀ କରୁଣାଶ୍ରୟ ପାଲିଏଟିଭ୍ କେଆର୍ ସେଣ୍ଟର୍ ଉଦ୍‍ଘାଟିତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଆଗାମୀ ନିର୍ବାଚନରେ ମୁଁ ହିଁ ବିଜେଡିର ନେତୃତ୍ବ ନେବି: ନବୀନ ପଟ୍ଟନାୟକ

ଆଗାମୀ ନିର୍ବାଚନରେ ମୁଁ ହିଁ ବିଜେଡିର ନେତୃତ୍ବ ନେବି: ନବୀନ ପଟ୍ଟନାୟକ

June 25, 2026
ବିଜେଡିରେ ଯୋଗ ଦେଲେ ସୁଜାତା ରାଉତ କାର୍ତ୍ତିକେୟନ

ବିଜେଡିରେ ଯୋଗ ଦେଲେ ସୁଜାତା ରାଉତ କାର୍ତ୍ତିକେୟନ

June 25, 2026
ପୁରୀରେ ନିର୍ମାଣ ହେବ ୧୦୦୦ ଆସନ ବିଶିଷ୍ଟ ଅତ୍ୟାଧୁନିକ ବହୁମୁଖୀ ସମ୍ମିଳନୀ କେନ୍ଦ୍ର

ପୁରୀରେ ନିର୍ମାଣ ହେବ ୧୦୦୦ ଆସନ ବିଶିଷ୍ଟ ଅତ୍ୟାଧୁନିକ ବହୁମୁଖୀ ସମ୍ମିଳନୀ କେନ୍ଦ୍ର

June 25, 2026
ପୁଷ୍କରା, ମାଇଁ ସୁଇଟ୍‌ ହାଉସ୍‌ ୱାଇଫ୍‌ ସହ ଆଶ୍ରମ ଶ୍ରେଷ୍ଠ ଚଳଚ୍ଚିତ୍ର

ପୁଷ୍କରା, ମାଇଁ ସୁଇଟ୍‌ ହାଉସ୍‌ ୱାଇଫ୍‌ ସହ ଆଶ୍ରମ ଶ୍ରେଷ୍ଠ ଚଳଚ୍ଚିତ୍ର

June 25, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଆଗାମୀ ନିର୍ବାଚନରେ ମୁଁ ହିଁ ବିଜେଡିର ନେତୃତ୍ବ ନେବି: ନବୀନ ପଟ୍ଟନାୟକ

ଆଗାମୀ ନିର୍ବାଚନରେ ମୁଁ ହିଁ ବିଜେଡିର ନେତୃତ୍ବ ନେବି: ନବୀନ ପଟ୍ଟନାୟକ

June 25, 2026
ବିଜେଡିରେ ଯୋଗ ଦେଲେ ସୁଜାତା ରାଉତ କାର୍ତ୍ତିକେୟନ

ବିଜେଡିରେ ଯୋଗ ଦେଲେ ସୁଜାତା ରାଉତ କାର୍ତ୍ତିକେୟନ

June 25, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.