• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଲଖନପୁରରେ ଡଙ୍ଗା ବୁଡି ୨ ଜଣଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

FNN WEB by FNN WEB
April 19, 2024
in ଓଡ଼ିଶା, ମୁଖ୍ୟ ଖବର
0
ଲଖନପୁରରେ ଡଙ୍ଗା ବୁଡି ୨ ଜଣଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ
0
SHARES
0
VIEWS

ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା
ଭୁବନେଶ୍ବର : ଝାରସୁଗୁଡା ଜିଲ୍ଲା ଲଖନପୁରର ଶରଧାରେ ମହାନଦୀରେ ଏକ ନୌକା ବୁଡି ୨ ଜଣ ବ୍ୟକ୍ତି ପ୍ରାଣ ହରାଇବା ଖବର ପାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୪ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।

ଏହାସହିତ ଉଦ୍ଧାର କରାଯାଇଥିବା ସମସ୍ତ ବ୍ୟକ୍ତିଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ଏବଂ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି । ଘଟଣା ସ୍ଥଳରେ RDC, ଝାରସୁଗୁଡା ଜିଲ୍ଲାପାଳ ଓ ଏସ୍‌ପି ଉପସ୍ଥିତ ରହି ଉଦ୍ଧାର କାର୍ଯ୍ୟ ତଦାରଖ କରୁଛନ୍ତି। ଉଦ୍ଧାର କାର୍ଯ୍ୟରେ ସମନ୍ୱୟ ପାଇଁ ମୁଖ୍ୟମନ୍ତ୍ରୀ ମୁଖ୍ୟ ଶାସନ ସଚିବ ଓ SRC ଙ୍କୁ ନିର୍ଦେଶ ଦେଇଛନ୍ତି। ନିଖୋଜ ମାନଙ୍କୁ ଉଦ୍ଧାର କରିବାପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶରେ ୫ ସ୍କୁବା ଡ୍ରାଇଭର ଓ ୨ ସର୍ଚ୍ଚ କ୍ୟାମେରା ବିମାନ ଯୋଗେ ଝାରସୁଗୁଡା ପଠାଯାଇଛି। ସୂଚନାଯୋଗ୍ୟ ଯେ ନୌକାରେ ଥିବା ସମସ୍ତ ଯାତ୍ରୀ ଛତିଶଗଡ ଖରସେନି ଅଂଚଳର ଏବଂ ବୁଲିବା ପାଇଁ ଆମ୍ବଭୋନା ବ୍ଲକର ପଥରସେନିକୁ ଯାଉଥିଲେ।

Previous Post

ଲୋକଙ୍କ ସହ ଭିଡ଼ିଓ କଲରେ କଥା ହେଲେ ମୁଖ୍ୟମନ୍ତ୍ରୀ

Next Post

ଆକାଶରୁ ନିଆଁ ବର୍ଷା : ଚଳିତ ବର୍ଷ ପ୍ରଥମ ଥର ପାଇଁ ୪୪ଡ଼ିଗ୍ରୀ ଛୁଇଁଲା ପାରଦ, ବୌଦ୍ଧ ସବୁଠୁ ଉତ୍ତପ୍ତ

FNN WEB

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.