• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

କିଟ୍ ଓ କିସ୍ ପକ୍ଷରୁ ମିନି ମାରାଥନ: ପାଟାଥନରେ ଶାଢ଼ି ପିନ୍ଧି ଦୌଡ଼ିଲେ ୬ ହଜାର ମହିଳା

FNN WEB by FNN WEB
January 25, 2025
in ଓଡ଼ିଶା, ମୁଖ୍ୟ ଖବର
0
କିଟ୍ ଓ କିସ୍ ପକ୍ଷରୁ ମିନି ମାରାଥନ: ପାଟାଥନରେ ଶାଢ଼ି ପିନ୍ଧି ଦୌଡ଼ିଲେ ୬ ହଜାର ମହିଳା
0
SHARES
0
VIEWS

ଭୁବନେଶ୍ୱର: କିଟ୍ ଓ କିସ୍ ପକ୍ଷରୁ ପ୍ରତିବର୍ଷ ଓଡ଼ିଶାର ସମସ୍ତ ଜିଲ୍ଲା ତଥା ଭାରତର ବିଭିନ୍ନ ସହରରେ ‘ସମସ୍ତଙ୍କ ପାଇଁ ଶିକ୍ଷା’ ଲକ୍ଷ୍ୟରେ ମିନି ମାରାଥନ ଆୟୋଜନ କରାଯାଇଥାଏ। ଚଳିତ ବର୍ଷ ଓଡ଼ିଶାର ୩୭ଟି ସ୍ଥାନ ଓ ଭାରତର ୬୫ରୁ ଅଧିକ ସ୍ଥାନରେ ଏହି ମିନି ମାରାଥନ ଆୟୋଜନ କରାଯାଇଥିଲା। ଏହାର ଏକ ଅଂଶ ବିଶେଷ ଭୁବନେଶ୍ୱରରେ ନିଆରା ଢଙ୍ଗରେ ‘ପାଟାଥନ’ ଆୟୋଜନ କରାଯାଇଥିଲା। ସକାଳ ୭ଟାରୁ ୮ଟା ପର୍ଯ୍ୟନ୍ତ ଚାଲିଥିବା ଏହି ପାଟାଥନର ଦ୍ୱିତୀୟ ସଂସ୍କରଣରେ ୬ ହଜାର ମହିଳା ପାଟ ଶାଢ଼ି ପିନ୍ଧି ଦୌଡ଼ିଥିଲେ। ‘ମହିଳା ସଶକ୍ତିକରଣ’ ଓ ‘ସମସ୍ତଙ୍କ ପାଇଁ ଶିକ୍ଷା’ ଉଦ୍ଦେଶ୍ୟରେ ପ୍ରତିବର୍ଷ ପାଟାଥନ ଆୟୋଜନ କରାଯାଉଛି। କିଟ୍‌, କିସ୍ ଓ କିମ୍‍ସର ୫ହଜାର ମହିଳା କର୍ମଚାରୀ ଓ ରାଜ୍ୟର ବିଭିନ୍ନ ସ୍ଥାନରୁ ଆସିଥିବା ମହିଳାମାନେ ଏହି ଗଣଦୌଡ଼ରେ ସାମିଲ ହୋଇଥିଲେ । ଶିଖରଚଣ୍ଡୀ ମନ୍ଦିର ଛକରୁ କିସ୍ ଆଥଲେଟିକ୍ ଷ୍ଟାଡିୟମ ପର୍ଯ୍ୟନ୍ତ ମହିଳାମାନେ ଦୌଡ଼ିଥିଲେ ।

ଏହି ଗଣଦୌଡ଼ରେ ରାଉରକେଲାର କିରଣ ମାହାତୋ ପ୍ରଥମ ପୁରସ୍କାର ୫୦ ହଜାର ଟଙ୍କା ଜିଣିଥିବା ବେଳେ ଦ୍ୱିତୀୟ ଓ ତୃତୀୟ ପୁରସ୍କାର ଯଥାକ୍ରମେ କଟକର ତେଜସ୍ୱିନୀ କିସପଟ୍ଟା ଓ ସସ୍ମିତା ବେହେରା ୪୦ ହଜାର ଓ ୩୦ ହଜାର ଟଙ୍କା ପୁରସ୍କାର ଜିତିଥିଲେ । ସେହିପରି ୭ଜଣ ରନର୍ସଅପ୍‍ଙ୍କୁ ୧୦ ହଜାର ଟଙ୍କା ଲେଖାଏଁ ପୁରସ୍କାର ପ୍ରଦାନ କରାଯାଇଥିବା ବେଳେ ସମସ୍ତ ବିଜୟୀଙ୍କୁ ପାଟଶାଢ଼ି ପ୍ରଦାନ କରାଯାଇଥିଲା । କିଟ କେ- ୩ ମହିଳା କ୍ଲବ୍ ଦ୍ୱାରା ଆୟୋଜିତ ଏହି କାର୍ଯ୍ୟକ୍ରମରେ ଓଡ଼ିଶା ବିଧାନସଭା ବାଚସ୍ପତି ସୁରମା ପାଢୀ, ବିଏମସି ମେୟର ସୁଲୋଚନା ଦାସ, କର୍ପୋରେଟର ପ୍ରିତିନନ୍ଦା ରାଉତରାୟ, ଅଲିମ୍ପିଆନ୍‍ ଦୂତି ଚାନ୍ଦ ଓ ଅନୁରାଧା ବିଶ୍ୱାଳ, ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ, କିଟ୍ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଶରଣଜିତ ସିଂ, କୁଳସଚିବ ପ୍ରଫେସର ଜ୍ଞାନ ରଞ୍ଜନ ମହାନ୍ତି ପ୍ରମୁଖ ଯୋଗ ଦେଇ ମାରାଥନରେ ଅଂଶଗ୍ରହଣ କରିଥିବା ମହିଳାମାନଙ୍କୁ ଉତ୍ସାହିତ ଓ ପୁରସ୍କାର ପ୍ରଦାନ କରିଥିଲେ। ‘ସମସ୍ତଙ୍କ ପାଇଁ ଶିକ୍ଷା’ ନେଇ ସାଧାରଣରେ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ କିଟ୍ ଓ କିସ୍ ପ୍ରତିଷ୍ଠାତା ଶ୍ରୀ ସାମନ୍ତଙ୍କ ପ୍ରୋତ୍ସାହନରେ ୨୦୧୬ ମସିହାରୁ ଏହା ଆୟୋଜିତ ହୋଇଆସୁଛି।

Previous Post

ରାଜ୍ୟ ସ୍ତରୀୟ ଜାତୀୟ ମତଦାତା ଦିବସ ମହାସମାରୋହରେ ପାଳିତ

Next Post

ସମ୍ବିଧାନ ଆମର ସାମୂହିକ ପରିଚୟର ଆଧାର: ରାଷ୍ଟ୍ରପତି

FNN WEB

FNN WEB

Next Post
ସମ୍ବିଧାନ ଆମର ସାମୂହିକ ପରିଚୟର ଆଧାର: ରାଷ୍ଟ୍ରପତି

ସମ୍ବିଧାନ ଆମର ସାମୂହିକ ପରିଚୟର ଆଧାର: ରାଷ୍ଟ୍ରପତି

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
FIH ପ୍ରୋ ଲିଗ୍: ପାକିସ୍ତାନକୁ ଧୂଳି ଚଟାଇଲା ଭାରତ, ୭-୧ ଗୋଲ୍‌ରେ ରଚିଲା ଐତିହାସିକ ବିଜୟ

FIH ପ୍ରୋ ଲିଗ୍: ପାକିସ୍ତାନକୁ ଧୂଳି ଚଟାଇଲା ଭାରତ, ୭-୧ ଗୋଲ୍‌ରେ ରଚିଲା ଐତିହାସିକ ବିଜୟ

June 27, 2026
ଦିନକ ପରେ ମହାପ୍ରଭୁଙ୍କ ସ୍ନାନଯାତ୍ରା; ପୁରୀ ଅଭିମୁଖେ ଶ୍ରଦ୍ଧାଳୁ

ଦିନକ ପରେ ମହାପ୍ରଭୁଙ୍କ ସ୍ନାନଯାତ୍ରା; ପୁରୀ ଅଭିମୁଖେ ଶ୍ରଦ୍ଧାଳୁ

June 27, 2026
ସେସେଲସ୍ ରେ ବିଶ୍ୱର ସବୁଠୁ ବୟଷ୍କ କଇଁଛକୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ ‘ଜୋନାଥନ’ର ପୁରା କାହାଣୀ

ସେସେଲସ୍ ରେ ବିଶ୍ୱର ସବୁଠୁ ବୟଷ୍କ କଇଁଛକୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ ‘ଜୋନାଥନ’ର ପୁରା କାହାଣୀ

June 27, 2026
୬ ବର୍ଷ ପରେ ଭାରତ ଗସ୍ତରେ ଆସିବେ ଆମେରିକା ରାଷ୍ଟ୍ରପତି ଟ୍ରମ୍ପ

୬ ବର୍ଷ ପରେ ଭାରତ ଗସ୍ତରେ ଆସିବେ ଆମେରିକା ରାଷ୍ଟ୍ରପତି ଟ୍ରମ୍ପ

June 27, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

FIH ପ୍ରୋ ଲିଗ୍: ପାକିସ୍ତାନକୁ ଧୂଳି ଚଟାଇଲା ଭାରତ, ୭-୧ ଗୋଲ୍‌ରେ ରଚିଲା ଐତିହାସିକ ବିଜୟ

FIH ପ୍ରୋ ଲିଗ୍: ପାକିସ୍ତାନକୁ ଧୂଳି ଚଟାଇଲା ଭାରତ, ୭-୧ ଗୋଲ୍‌ରେ ରଚିଲା ଐତିହାସିକ ବିଜୟ

June 27, 2026
ଦିନକ ପରେ ମହାପ୍ରଭୁଙ୍କ ସ୍ନାନଯାତ୍ରା; ପୁରୀ ଅଭିମୁଖେ ଶ୍ରଦ୍ଧାଳୁ

ଦିନକ ପରେ ମହାପ୍ରଭୁଙ୍କ ସ୍ନାନଯାତ୍ରା; ପୁରୀ ଅଭିମୁଖେ ଶ୍ରଦ୍ଧାଳୁ

June 27, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.