• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

କଳା, ସାହିତ୍ୟ ଓ ଚିକିତ୍ସା କ୍ଷେତ୍ରରେ ଅବଦାନ ପାଇଁ ଓଡ଼ିଶାରୁ ୪ ଜଣଙ୍କୁ ‘ପଦ୍ମଶ୍ରୀ’

FNN WEB by FNN WEB
January 25, 2025
in ଓଡ଼ିଶା, ମୁଖ୍ୟ ଖବର
0
କଳା, ସାହିତ୍ୟ ଓ ଚିକିତ୍ସା କ୍ଷେତ୍ରରେ ଅବଦାନ ପାଇଁ ଓଡ଼ିଶାରୁ ୪ ଜଣଙ୍କୁ ‘ପଦ୍ମଶ୍ରୀ’
0
SHARES
1
VIEWS

ଭୁବନେଶ୍ବର: ସାଧାରଣତନ୍ତ୍ର ଦିବସ ଅବସରରେ ଭାରତ ସରକାରଙ୍କ ଗୃହ ମନ୍ତ୍ରାଳୟ ପକ୍ଷରୁ ଶନିବାର ସନ୍ଧ୍ୟାରେ ପଦ୍ମ ପୁରସ୍କାର ଘୋଷଣା କରାଯାଇଛି। କଳା, ସମାଜସେବା, ଚିକିତ୍ସା, ଶିଳ୍ପ, ସାହିତ୍ୟ, କୀଡ଼ା ଆଦି କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ମୋଟ୍ ୧୩୯ ଜଣ ବିଶିଷ୍ଟ ବ୍ୟକ୍ତିଙ୍କୁ ଭାରତ ସରକାର ପଦ୍ମ ପୁରସ୍କାରରେ ସମ୍ମାନିତ କରିବେ। ଏହି ତାଲିକାରେ ଓଡ଼ିଶାର ୪ ଜଣ ଅଛନ୍ତି। ସେମାନେ ହେଲେ ଅଦ୍ବୈତ ଚରଣ ଗଡ଼ନାୟକ, ଦୁର୍ଗାଚରଣ ରଣବୀର, ପ୍ରତିଭା ଶତପଥୀ ଓ ଡା. ଅଶୋକ କୁମାର ମହାପାତ୍ର। ତାଲିକାରେ ଓଡ଼ିଶାର ୪ ଜଣ ଅଛନ୍ତି। ସେମାନେ ହେଲେ ଅଦ୍ବୈତ ଚରଣ ଗଡ଼ନାୟକ, ଦୁର୍ଗାଚରଣ ରଣବୀର, ପ୍ରତିଭା ଶତପଥୀ ଓ ଅଶୋକ କୁମାର ମହାପାତ୍ର।

ଗୃହ ମନ୍ତ୍ରାଳୟ ପକ୍ଷରୁ ଜାରି ହୋଇଥିବା ବିଜ୍ଞପ୍ତି ଅନୁସାରେ କଳା କ୍ଷେତ୍ରରେ ଗୁରୁତ୍ବପୂର୍ଣ୍ଣ ଅବଦାନ ପାଇଁ ଅଦ୍ବୈତ ଚରଣ ଗଡ଼ନାୟକ, ଚିକିତ୍ସା କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇଁ ଡା. ଅଶୋକ କୁମାର ମହାପାତ୍ର, କଳା ପାଇଁ ଦୁର୍ଗାଚରଣ ରଣବୀର ଓ ସାହିତ୍ୟ ଏବଂ ଶିକ୍ଷା ପାଇଁ ପ୍ରତିଭା ଶତପଥୀଙ୍କୁ ପଦ୍ମଶ୍ରୀ ପାଇଁ ମନୋନୀତ କରାଯାଇଛି।

ଅଦ୍ବୈତ ଚରଣ ଗଡ଼ନାୟକ: ମୂର୍ତ୍ତି ନିର୍ମାଣ ପାଇଁ ବିଖ୍ୟାତ ଅଦ୍ବୈତ ଚରଣ ଗଡ଼ନାୟକ ଢେଙ୍କାନାଳ ଜିଲ୍ଲା ନେଉଳାପୋଇ ଗାଁରେ ଜନ୍ମଗ୍ରହଣ କରିଥିଲେ। ସେ ଭୁବନେଶ୍ବରସ୍ଥିତ ବିକେ କଲେଜ୍‌ ଅଫ୍‌ ଆର୍ଟସ ଆଣ୍ଡ କ୍ରାଫ୍‌ଟରୁ ସ୍ନାତକ ଶିକ୍ଷା ପ୍ରାପ୍ତ କରିଥିଲେ। ନୂଆଦିଲ୍ଲୀସ୍ଥିତ କଲେଜ୍‌ ଅଫ୍‌ ଆର୍ଟରୁ ସ୍ନାତକୋତ୍ତର ଡିଗ୍ରି ହାସଲ କରିଥିଲେ। ଇଣ୍ଡିଆ ଗେଟ୍‌ ନିକଟରେ ନେତାଜୀ ସୁଭାଷ ବୋଷ, ନୂଆଦିଲ୍ଲୀର ରାଜଘାଟରେ ସ୍ଥାପିତ ‘ଦାଣ୍ଡି ଯାତ୍ରା’ର କଳାକୃତି ପ୍ରଶଂସନୀୟ ହୋଇପାରିଛି।

ଦୁର୍ଗାଚରଣ ରଣବୀର: ଓଡ଼ିଶୀ ନୃତ୍ୟ କ୍ଷେତ୍ରରେ ସଫଳତା ହାସଲ କରିଥିବା ବ୍ୟକ୍ତି ବିଶେଷମାନଙ୍କ ମଧ୍ୟରୁ ଦୁର୍ଗାଚରଣ ରଣବୀର ହେଉଛନ୍ତି ଅନ୍ୟତମ। ଶିକ୍ଷକ ଭାବେ ତାଙ୍କ ପାଖରେ ଦୀର୍ଘ ୨ ଦଶନ୍ଧିରୁ ଅଧିକ ସମୟର ଅଭିଜ୍ଞତା ରହିଛି। ସେ ହେଉଛନ୍ତି ଗୁରୁ ଦେବ ପ୍ରସାଦ ଦାସଙ୍କର ଶିଷ୍ୟ। ସେ ଭୁବନେଶ୍ବର, କଟକ, ନୂଆଦିଲ୍ଲୀ ଓ ଆମେରିକାରେ ଶିକ୍ଷାଦାନ କରିଛନ୍ତି। ଭୁବନେଶ୍ବରରେ ତାଙ୍କର ଏକ ପ୍ରତିଷ୍ଠାନ ପରିଚାଳିତ ହେଉଛି। ତାଙ୍କର ଶିଷ୍ୟମାନେ ଭାରତ ସରକାରଙ୍କ ସଂସ୍କୃତି ବିଭାଗ ତରଫରୁ ଛାତ୍ରବୃତ୍ତି ପାଉଛନ୍ତି।

Previous Post

ସମ୍ବିଧାନ ଆମର ସାମୂହିକ ପରିଚୟର ଆଧାର: ରାଷ୍ଟ୍ରପତି

Next Post

୭୬ତମ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ଅଭିବାଦନ ଗ୍ରହଣ କଲେ ରାଜ୍ୟପାଳ

FNN WEB

FNN WEB

Next Post
୭୬ତମ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ଅଭିବାଦନ ଗ୍ରହଣ କଲେ ରାଜ୍ୟପାଳ

୭୬ତମ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ଅଭିବାଦନ ଗ୍ରହଣ କଲେ ରାଜ୍ୟପାଳ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
FIH ପ୍ରୋ ଲିଗ୍: ପାକିସ୍ତାନକୁ ଧୂଳି ଚଟାଇଲା ଭାରତ, ୭-୧ ଗୋଲ୍‌ରେ ରଚିଲା ଐତିହାସିକ ବିଜୟ

FIH ପ୍ରୋ ଲିଗ୍: ପାକିସ୍ତାନକୁ ଧୂଳି ଚଟାଇଲା ଭାରତ, ୭-୧ ଗୋଲ୍‌ରେ ରଚିଲା ଐତିହାସିକ ବିଜୟ

June 27, 2026
ଦିନକ ପରେ ମହାପ୍ରଭୁଙ୍କ ସ୍ନାନଯାତ୍ରା; ପୁରୀ ଅଭିମୁଖେ ଶ୍ରଦ୍ଧାଳୁ

ଦିନକ ପରେ ମହାପ୍ରଭୁଙ୍କ ସ୍ନାନଯାତ୍ରା; ପୁରୀ ଅଭିମୁଖେ ଶ୍ରଦ୍ଧାଳୁ

June 27, 2026
ସେସେଲସ୍ ରେ ବିଶ୍ୱର ସବୁଠୁ ବୟଷ୍କ କଇଁଛକୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ ‘ଜୋନାଥନ’ର ପୁରା କାହାଣୀ

ସେସେଲସ୍ ରେ ବିଶ୍ୱର ସବୁଠୁ ବୟଷ୍କ କଇଁଛକୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ ‘ଜୋନାଥନ’ର ପୁରା କାହାଣୀ

June 27, 2026
୬ ବର୍ଷ ପରେ ଭାରତ ଗସ୍ତରେ ଆସିବେ ଆମେରିକା ରାଷ୍ଟ୍ରପତି ଟ୍ରମ୍ପ

୬ ବର୍ଷ ପରେ ଭାରତ ଗସ୍ତରେ ଆସିବେ ଆମେରିକା ରାଷ୍ଟ୍ରପତି ଟ୍ରମ୍ପ

June 27, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

FIH ପ୍ରୋ ଲିଗ୍: ପାକିସ୍ତାନକୁ ଧୂଳି ଚଟାଇଲା ଭାରତ, ୭-୧ ଗୋଲ୍‌ରେ ରଚିଲା ଐତିହାସିକ ବିଜୟ

FIH ପ୍ରୋ ଲିଗ୍: ପାକିସ୍ତାନକୁ ଧୂଳି ଚଟାଇଲା ଭାରତ, ୭-୧ ଗୋଲ୍‌ରେ ରଚିଲା ଐତିହାସିକ ବିଜୟ

June 27, 2026
ଦିନକ ପରେ ମହାପ୍ରଭୁଙ୍କ ସ୍ନାନଯାତ୍ରା; ପୁରୀ ଅଭିମୁଖେ ଶ୍ରଦ୍ଧାଳୁ

ଦିନକ ପରେ ମହାପ୍ରଭୁଙ୍କ ସ୍ନାନଯାତ୍ରା; ପୁରୀ ଅଭିମୁଖେ ଶ୍ରଦ୍ଧାଳୁ

June 27, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.