• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ପ୍ରକାଶ ମିଶ୍ରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଉପଦେଷ୍ଟା ଭାବେ ନିଯୁକ୍ତି

FNN WEB by FNN WEB
January 27, 2025
in ଓଡ଼ିଶା, ମୁଖ୍ୟ ଖବର
0
ପ୍ରକାଶ ମିଶ୍ରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଉପଦେଷ୍ଟା ଭାବେ ନିଯୁକ୍ତି
0
SHARES
2
VIEWS

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ବାଧୀନ ବିଜେପି ସରକାର ଆଜି ଅବସରପ୍ରାପ୍ତ ଆଇପିଏସ୍ ଅଫିସର ତଥା ପୂର୍ବତନ ଡିଜିପି ପ୍ରକାଶ ମିଶ୍ରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଉପଦେଷ୍ଟା ଭାବେ ନିଯୁକ୍ତି ଦେଇଛନ୍ତି। ଶ୍ରୀ ମିଶ୍ରଙ୍କୁ କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା ପ୍ରଦାନ କରାଯାଇଛି। ଏହି ଗୁରୁତ୍ୱପୂର୍ଣ୍ଣ ପଦବୀରେ ନିଯୁକ୍ତି ପାଇବା ପରେ ଶ୍ରୀ ମିଶ୍ର କହିଛନ୍ତି ଯେ ସରକାର ତାଙ୍କୁ ଏହି ଗୁରୁ ଦାୟିତ୍ୱ ଦେଇଛନ୍ତି ଏବଂ ସେ ଓଡ଼ିଶାବାସୀଙ୍କ ସେବା କରିବାର କର୍ତ୍ତବ୍ୟ ନିର୍ବାହ କରିବାକୁ ଚେଷ୍ଟା କରିବେ। ନୂଆ ବିଜେପି ସରକାର କିପରି ସଠିକ ଭାବେ କାର୍ଯ୍ୟ କରିବ ଓ ରାଜ୍ୟବାସୀଙ୍କ ସମସ୍ୟାର ସମାଧାନ କରିବ ସେଦିଗରେ ଗୁରୁତ୍ୱ ଦିଆଯିବ ବୋଲି ଶ୍ରୀ ମିଶ୍ର କହିଛନ୍ତି।

ଶ୍ରୀ ମିଶ୍ର ୨୦୧୨ ଜୁଲାଇରୁ ୨୦୧୪ ଜୁଲାଇ ପର୍ଯ୍ୟନ୍ତ ଓଡ଼ିଶାର ଡିଜିପି ଭାବେ କାର୍ଯ୍ୟ କରିଥିଲେ। ତତ୍କାଳୀନ ବିଜେଡି ସରକାର ଜୁଲାଇ ୨୦୧୪ରେ ତାଙ୍କୁ ଓଡ଼ିଶା ପୁଲିସ ମୁଖ୍ୟ ପଦରୁ ହଟାଇ ୨୦୧୪ ସେପ୍ଟେମ୍ବରରେ ଭିଜିଲାନ୍ସ ମାମଲା ରୁଜୁ କରିଥିଲେ। ପରେ ସେ କେନ୍ଦ୍ରୀୟ ଡେପୁଟେସନରେ ଯାଇ ସିଆରପିଏଫର ମହାନିର୍ଦ୍ଦେଶକ ଭାବେ ଯୋଗ ଦେଇଥିଲେ ଏବଂ ଫେବୃଆରୀ ୨୦୧୬ରେ ଅବସର ନେଇଥିଲେ ।

୨୦୦୬ରୁ ୨୦୦୯ ମଧ୍ୟରେ ଓଡ଼ିଶା ପୁଲିସ ଗୃହ ନିର୍ମାଣ ଓ କଲ୍ୟାଣ ନିଗମର ଅଧ୍ୟକ୍ଷ ଓ ପରିଚାଳନା ନିର୍ଦ୍ଦେଶକ ଥିବା ସମୟରେ ଶ୍ରୀ ମିଶ୍ର ସାମଗ୍ରୀ ଯୋଗାଣକାରୀମାନଙ୍କୁ ଅଯଥା ଫାଇଦା ଦେଖାଇ ରାଜ୍ୟ ରାଜକୋଷକୁ ୭.୨୭ କୋଟି ଟଙ୍କାର କ୍ଷତି ପହଞ୍ଚାଇଥିବା ନେଇ ଓଡ଼ିଶା ଭିଜିଲାନ୍ସ ଅଭିଯୋଗ କରିଥିଲା। ୨୦୧୫ ଜୁନ୍ ମାସରେ ଓଡ଼ିଶା ହାଇକୋର୍ଟ ଶ୍ରୀ ମିଶ୍ରଙ୍କ ବିରୋଧରେ ଆସିଥିବା ଅଭିଯୋଗକୁ ରଦ୍ଦ କରିଥିଲେ। ୨୦୧୬ରେ ରାଷ୍ଟ୍ରପତି ଶାସନ ଲାଗୁ ହେବା ପରେ ଉତ୍ତରାଖଣ୍ଡର ତତ୍କାଳୀନ ରାଜ୍ୟପାଳ କେ କେ ପାଉଲ ଦୁଇ ପରାମର୍ଶଦାତାଙ୍କ ମଧ୍ୟରୁ ଶ୍ରୀ ମିଶ୍ରଙ୍କୁ ଅନ୍ୟତମ ଭାବେ ନିଯୁକ୍ତ କରାଯାଇଥିଲା।

୨୦୧୯ ମାର୍ଚ୍ଚ ୨୪ତାରିଖରେ ସେ ବିଜେପିରେ ଯୋଗଦେବା ପରେ ୨୦୧୯ରେ ତାଙ୍କୁ କଟକ ସଂସଦୀୟ କ୍ଷେତ୍ରରୁ ପ୍ରାର୍ଥୀ କରିଥିଲା, ଯେଉଁଥିରେ ସେ ଭର୍ତ୍ତୃହରି ମହତାବଙ୍କଠାରୁ ପରାଜିତ ହୋଇଥିଲେ, ଯିଏ କି ୨୦୧୯ ନିର୍ବାଚନରେ ବିଜେଡିର ପ୍ରାର୍ଥୀ ଥିଲେ କିନ୍ତୁ ବର୍ତ୍ତମାନ ଏହି ନିର୍ବାଚନ ମଣ୍ଡଳୀକୁ ବିଜେପି ସାଂସଦ ଭାବେ ପ୍ରତିନିଧିତ୍ୱ କରୁଛନ୍ତି।

Previous Post

ମଧୁସୂଦନ ପାଢ଼ୀଙ୍କୁ ରାଜ୍ୟ ନିର୍ବାଚନ କମିସନର ଦାୟିତ୍ବ

Next Post

ଆସନ୍ତାକାଲିଠୁ ‘ଉତ୍କର୍ଷ ଓଡ଼ିଶା’ କନକ୍ଲେଭ: ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ମୋଦି

FNN WEB

FNN WEB

Next Post
ଆସନ୍ତାକାଲିଠୁ ‘ଉତ୍କର୍ଷ ଓଡ଼ିଶା’ କନକ୍ଲେଭ: ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ମୋଦି

ଆସନ୍ତାକାଲିଠୁ ‘ଉତ୍କର୍ଷ ଓଡ଼ିଶା’ କନକ୍ଲେଭ: ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ମୋଦି

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
FIH ପ୍ରୋ ଲିଗ୍: ପାକିସ୍ତାନକୁ ଧୂଳି ଚଟାଇଲା ଭାରତ, ୭-୧ ଗୋଲ୍‌ରେ ରଚିଲା ଐତିହାସିକ ବିଜୟ

FIH ପ୍ରୋ ଲିଗ୍: ପାକିସ୍ତାନକୁ ଧୂଳି ଚଟାଇଲା ଭାରତ, ୭-୧ ଗୋଲ୍‌ରେ ରଚିଲା ଐତିହାସିକ ବିଜୟ

June 27, 2026
ଦିନକ ପରେ ମହାପ୍ରଭୁଙ୍କ ସ୍ନାନଯାତ୍ରା; ପୁରୀ ଅଭିମୁଖେ ଶ୍ରଦ୍ଧାଳୁ

ଦିନକ ପରେ ମହାପ୍ରଭୁଙ୍କ ସ୍ନାନଯାତ୍ରା; ପୁରୀ ଅଭିମୁଖେ ଶ୍ରଦ୍ଧାଳୁ

June 27, 2026
ସେସେଲସ୍ ରେ ବିଶ୍ୱର ସବୁଠୁ ବୟଷ୍କ କଇଁଛକୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ ‘ଜୋନାଥନ’ର ପୁରା କାହାଣୀ

ସେସେଲସ୍ ରେ ବିଶ୍ୱର ସବୁଠୁ ବୟଷ୍କ କଇଁଛକୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ ‘ଜୋନାଥନ’ର ପୁରା କାହାଣୀ

June 27, 2026
୬ ବର୍ଷ ପରେ ଭାରତ ଗସ୍ତରେ ଆସିବେ ଆମେରିକା ରାଷ୍ଟ୍ରପତି ଟ୍ରମ୍ପ

୬ ବର୍ଷ ପରେ ଭାରତ ଗସ୍ତରେ ଆସିବେ ଆମେରିକା ରାଷ୍ଟ୍ରପତି ଟ୍ରମ୍ପ

June 27, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

FIH ପ୍ରୋ ଲିଗ୍: ପାକିସ୍ତାନକୁ ଧୂଳି ଚଟାଇଲା ଭାରତ, ୭-୧ ଗୋଲ୍‌ରେ ରଚିଲା ଐତିହାସିକ ବିଜୟ

FIH ପ୍ରୋ ଲିଗ୍: ପାକିସ୍ତାନକୁ ଧୂଳି ଚଟାଇଲା ଭାରତ, ୭-୧ ଗୋଲ୍‌ରେ ରଚିଲା ଐତିହାସିକ ବିଜୟ

June 27, 2026
ଦିନକ ପରେ ମହାପ୍ରଭୁଙ୍କ ସ୍ନାନଯାତ୍ରା; ପୁରୀ ଅଭିମୁଖେ ଶ୍ରଦ୍ଧାଳୁ

ଦିନକ ପରେ ମହାପ୍ରଭୁଙ୍କ ସ୍ନାନଯାତ୍ରା; ପୁରୀ ଅଭିମୁଖେ ଶ୍ରଦ୍ଧାଳୁ

June 27, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.