• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

କିଟ୍ ଓ କିସ୍‌ରେ ୭୬ତମ ସାଧାରଣତନ୍ତ୍ର ଦିବସ ପାଳିତ

FNN WEB by FNN WEB
January 27, 2025
in ଓଡ଼ିଶା
0
କିଟ୍ ଓ କିସ୍‌ରେ ୭୬ତମ ସାଧାରଣତନ୍ତ୍ର ଦିବସ ପାଳିତ
0
SHARES
4
VIEWS

ଭୁବନେଶ୍ୱର: କିଟ୍ ଓ କିସ୍ ବିଶ୍ୱବିଦ୍ୟାଳୟରେ ୭୬ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଚଳିତ ବର୍ଷ ସାଧାରଣତନ୍ତ୍ର ଦିବସରେ ଅନ୍ତର୍ଜାତୀୟ ଭଲିବଲ ସଂଘ (ଏଫଆଇଭିବି)ର ସଭାପତି ଫାବିଓ ଆଜେଭେଦୋ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ। ଛାତ୍ରଛାତ୍ରୀଙ୍କ ପରେଡ ଅଭିବାଦନ ଗ୍ରହଣ କରି କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ କହିଲେ, ପ୍ରତିବର୍ଷ କିଟ୍ ଓ କିସ୍‌ରେ ସାଧାରଣତନ୍ତ୍ର ଦିବସ ଅତି ଆଡ଼ମ୍ବରରେ ପାଳିତ ହୋଇଥାଏ। ପ୍ରତିବର୍ଷ ବିଦେଶରୁ ଜଣେ ଗଣ୍ୟମାନ୍ୟ ବ୍ୟକ୍ତି ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ଯୋଗ ଦେଇଥାନ୍ତି। ଚଳିତ ବର୍ଷ ଫାବିଓ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଏହାର ଗୁରୁତ୍ୱ ବୃଦ୍ଧି କରିଛନ୍ତି।

ଏହି ଅବସରରେ ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ୟରେ ଉଦ୍‍ବୋଧନ ଦେଇ ଫାବିଓ କହିଲେ, ଏକତା ହେଉଛି ରାଷ୍ଟ୍ରର ବଳ। ସମସ୍ତଙ୍କ ମଧ୍ୟରେ ଏକତା ରହିଲେ ଦେଶ ଆଗକୁ ବଢ଼ି ପାରିବ। ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ କିଟ୍ ଓ କିସ୍ ସୋସାଇଟିର ଉପସଭାପତି ଉମାପଦ ବୋଷ, ସଂପାଦକ ଆର ଏନ ଦାଶ, କିଟ ବିଶ୍ୱବିଦ୍ୟାଳୟ କୁଳାଧିପତି ଅଶୋକ ପରିଜା, ଉପକୁଳାଧିପତି ଡା ସୁବ୍ରତ ଆଚାର୍ଯ୍ୟ, କୁଳପତି ପ୍ରଫେସର ଶରଣଜିତ ସିଂହ, ଉପକୁଳପତି ଡା ସିବିକେ ମହାନ୍ତି, ପ୍ରଫେସର ଦେବାଶିଷ ବନ୍ଦୋପାଧ୍ୟାୟ, କୁଳସଚିବ ପ୍ରଫେସର ଜ୍ଞାନ ରଞ୍ଜନ ମହାନ୍ତି, କିସ୍ ବିଶ୍ୱବିଦ୍ୟାଳୟ ଉପକୁଳାଧିପତି ପ୍ରଫେସର ଅମରେଶ୍ୱର ଗାଲା, କୁଳପତି ଦୀପକ ବେହେରା, କୁଳସଚିବ ଡ. ପି କେ ରାଉତରାୟ ପ୍ରମୁଖ ଯୋଗଦେଇଥିଲେ।

ଏହି ଅବସରରେ ପଦ୍ମଶ୍ରୀ ପାଇଁ ନାମ ଘୋଷଣା କରାଯାଇଥିବା କିଟ୍ ସ୍କୁଲ ଅଫ୍ ଫାଇନ ଆର୍ଟର ନିର୍ଦ୍ଦେଶକ ଅଦ୍ୱେତ ଗଡ଼ନାୟକଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ସେହିପରି ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରଦର୍ଶନ କରିଥିବା କିଟ୍‌, କିସ୍ ଓ କିମ୍‍ସର କର୍ମଚାରୀ ଓ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ଏହା ସହ କିଟ୍ ଓ କିସ୍‌ର ବିଭିନ୍ନ ସ୍କୁଲ ପକ୍ଷରୁ ପ୍ରଜ୍ଞାପନ ମେଢ଼ ପ୍ରଦର୍ଶନ ସହ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ।

Previous Post

ପୂର୍ବତଟ ରେଳପଥ ପକ୍ଷରୁ 76 ତମ ଗଣତନ୍ତ୍ର ଦିବସ ପାଳନ

Next Post

ଓଡ଼ିଶା ବିକାଶର ସ୍ଥିତି ଓ ଦିଗ ବଦଳିଯିବ: ମୁଖ୍ୟମନ୍ତ୍ରୀ

FNN WEB

FNN WEB

Next Post
ଓଡ଼ିଶା ବିକାଶର ସ୍ଥିତି ଓ ଦିଗ ବଦଳିଯିବ: ମୁଖ୍ୟମନ୍ତ୍ରୀ

ଓଡ଼ିଶା ବିକାଶର ସ୍ଥିତି ଓ ଦିଗ ବଦଳିଯିବ: ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ରିଫାଇନେରିରେ ଅଗ୍ନିକାଣ୍ଡ, ୨୦ରୁ ଅଧିକ ଶ୍ରମିକ ଆହତ

ରିଫାଇନେରିରେ ଅଗ୍ନିକାଣ୍ଡ, ୨୦ରୁ ଅଧିକ ଶ୍ରମିକ ଆହତ

June 30, 2026
ରାମ ମନ୍ଦିର ଦାନ ଅର୍ଥ ବିବାଦ ତାତି , ପୂର୍ବତନ ମହାସଚିବ ଚମ୍ପତ ରାୟଙ୍କୁ ଏସଆଇଟିର ଜେରା

ରାମ ମନ୍ଦିର ଦାନ ଅର୍ଥ ବିବାଦ ତାତି , ପୂର୍ବତନ ମହାସଚିବ ଚମ୍ପତ ରାୟଙ୍କୁ ଏସଆଇଟିର ଜେରା

June 30, 2026
ସେନା ମଙ୍ଗ ଧରିଲେ ଜେନେରାଲ୍ ଧୀରଜ ସେଠ୍, ଜାଣନ୍ତୁ କିଏ ଏହି ଦକ୍ଷ ସାମରିକ ଅଫିସର

ସେନା ମଙ୍ଗ ଧରିଲେ ଜେନେରାଲ୍ ଧୀରଜ ସେଠ୍, ଜାଣନ୍ତୁ କିଏ ଏହି ଦକ୍ଷ ସାମରିକ ଅଫିସର

June 30, 2026
‘ତାଙ୍କୁ ମୋ ପାଖକୁ ଆଣ’… ସିନ୍ଦେଙ୍କ ଶିବସେନାରେ ସାମିଲ ହୋଇଗଲେ ଆଦିତ୍ୟ ଠାକରେଙ୍କ ‘ରାଇଟ୍‌ ହ୍ୟାଣ୍ଡ’

‘ତାଙ୍କୁ ମୋ ପାଖକୁ ଆଣ’… ସିନ୍ଦେଙ୍କ ଶିବସେନାରେ ସାମିଲ ହୋଇଗଲେ ଆଦିତ୍ୟ ଠାକରେଙ୍କ ‘ରାଇଟ୍‌ ହ୍ୟାଣ୍ଡ’

June 30, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ରିଫାଇନେରିରେ ଅଗ୍ନିକାଣ୍ଡ, ୨୦ରୁ ଅଧିକ ଶ୍ରମିକ ଆହତ

ରିଫାଇନେରିରେ ଅଗ୍ନିକାଣ୍ଡ, ୨୦ରୁ ଅଧିକ ଶ୍ରମିକ ଆହତ

June 30, 2026
ରାମ ମନ୍ଦିର ଦାନ ଅର୍ଥ ବିବାଦ ତାତି , ପୂର୍ବତନ ମହାସଚିବ ଚମ୍ପତ ରାୟଙ୍କୁ ଏସଆଇଟିର ଜେରା

ରାମ ମନ୍ଦିର ଦାନ ଅର୍ଥ ବିବାଦ ତାତି , ପୂର୍ବତନ ମହାସଚିବ ଚମ୍ପତ ରାୟଙ୍କୁ ଏସଆଇଟିର ଜେରା

June 30, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.