• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

କୃଷି ବିକାଶରେ ସାମିଲ ହେବାକୁ ଉଦ୍ୟୋଗୀଙ୍କୁ ଆହ୍ୱାନ ଦେଲେ ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ

FNN WEB by FNN WEB
January 29, 2025
in ଓଡ଼ିଶା, ମୁଖ୍ୟ ଖବର
0
କୃଷି ବିକାଶରେ ସାମିଲ ହେବାକୁ ଉଦ୍ୟୋଗୀଙ୍କୁ ଆହ୍ୱାନ ଦେଲେ ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ
0
SHARES
2
VIEWS

ଭୁବନେଶ୍ୱର : ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ଦୁଇଦିନ ଧରି ଚାଲିଥିବା ଉତ୍କର୍ଷ ଓଡ଼ିଶାର ଦ୍ୱିତୀୟ ଦିବସର ପ୍ରଥମ ଅଧିବେଶନରେ ‘କୃଷି ଓ ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପ- ଓଡ଼ିଶାରେ ନିରନ୍ତର ଖାଦ୍ୟ ଓ ଅଭିବୃଦ୍ଧି’ ଶୀର୍ଷକ ଆଲୋଚନା ହୋଇଯାଇଛି । ଏହି ଅଧିବେଶନରେ ମୋଟ ୧୭ଟି ଏମ୍‌ଓୟୁ ସ୍ୱାକ୍ଷରିତ ହେବା ସହ ପ୍ରାୟ ୧୨୮୯ କୋଟି ଟଙ୍କାର ନିବେଶ ପାଇଁ ନିବେଶକମାନେ ସହମତି ପ୍ରଦାନ କରିଛନ୍ତି । ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତି ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଅଧିବେଶନରେ ନିବେଶକମାନଙ୍କୁ ସମ୍ବୋଧିତ କରି କହିଥିଲେ ଯେ ବିକଶିତ ଭାରତ ଲକ୍ଷ୍ୟକୁ ପୂରଣ କରିବା ପାଇଁ ଆମକୁ ବିକଶିତ ଓଡ଼ିଶା ଗଠନ କରିବାକୁ ହେବ । ଏଥି ପାଇଁ ଜୈବିକ କୃଷି, ଜଳବାୟୁ ସହନଶୀଳ କୃଷି ଓ ଖାଦ୍ୟ ପ୍ରକ୍ରିୟାକରଣ ଉଦ୍ୟୋଗ ପ୍ରତିଷ୍ଠା ଆବଶ୍ୟକ । କୃଷି କ୍ଷେତରୁ ବଜାର ମୂଲ୍ୟ ପର୍ଯ୍ୟନ୍ତ ସବୁଥିରେ ଅଭିବୃଦ୍ଧି ହେବା ଦରକାର । ତେଣୁ ଆପଣମାନେ ଓଡ଼ିଶାରେ, ବିଶେଷ କରି କୃଷି ଓ ଆନୁଷଙ୍ଗିକ କ୍ଷେତ୍ରରେ ନିବେଶ କରି ଓଡ଼ିଶାକୁ ଏକ ଅଗ୍ରଣୀ ରାଜ୍ୟ ଭାବେ ପରିବର୍ତ୍ତିତ କରନ୍ତୁ । ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ, ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ କହିଥିଲେ ଯେ ଓଡ଼ିଶା ଏକ କୃଷିଭିତ୍ତିକ ରାଜ୍ୟ ଏବଂ ସମ୍ଭାବନାରେ ଭରପୂର । କୃଷି, ପନିପରିବା, ମସଲା ଇତ୍ୟାଦି ଉତ୍ପାଦନରେ ଓଡ଼ିଶାର ପ୍ରଦର୍ଶନ ଉଲ୍ଲେଖନୀୟ । ଅଧିକ ପୁଞ୍ଜିନିବେଶ ଓଡ଼ିଶାକୁ ଆହୁରି ସଶକ୍ତ କରିବ । ପଞ୍ଚାୟତିରାଜ ଓ ପାନୀୟ ଜଳ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଶ୍ରୀ ରବିନାରାୟଣ ନାଏକ କହିଥିଲେ ଯେ ଓର୍‌ମାସ୍‌ ଓଡ଼ିଶା ଜୀବିକା ମିଶନ ଜରିଆରେ ଓଡ଼ିଶାର ଗ୍ରାମ୍ୟ ଅର୍ଥନୀତି ସଶକ୍ତ ହେଉଛି । ଏହାକୁ ଅଧିକ ସଶକ୍ତ କରିବା ପାଇଁ ଉଦ୍ୟୋଗୀମାନେ ଆଗେଇ ଆସନ୍ତୁ । ଅତିଥିମାନଙ୍କ ଦ୍ୱାରା ଶୀତଳଭଣ୍ଡାର ପୁସ୍ତିକା ଉନ୍ମୋଚିତ ହୋଇଥିଲା । ଆନୁଷ୍ଠାନିକ ଭାବେ ଆଜିଠାରୁ ୫୮ଟି ଶୀତଳ ଭଣ୍ଡାର ଖୋଲାଯିବା ଯୋଜନା ଲାଗୁ କରାଗଲା । ଏହି ଅବସରରେ ରାଜ୍ୟ ସରକାର ୧୭ଟି କମ୍ପାନୀ ସହ ଏମ୍‌ଓୟୁ ସ୍ୱାକ୍ଷର କରିଥିଲେ । ଏହା ଦ୍ୱାରା ୧୨୮୯ କୋଟି ଟଙ୍କାର ପୁଞ୍ଜିନିବେଶ ପାଇଁ ପଥ ପ୍ରଶସ୍ତ ହୋଇଛି । ଏଫ୍‌ପିଓ ଉପରେ ଏକ କଫି ଟେବୁଲ ପୁସ୍ତିକା ଉନ୍ମୋଚିତ ହୋଇଥିଲା । ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା ମାଧ୍ୟମରେ ଉଦ୍ୟୋଗୀଙ୍କୁ ବିଭିନ୍ନ ବ୍ୟବସାୟ ତଥା ଉଦ୍ୟୋଗ ପ୍ରତିଷ୍ଠା ପାଇଁ ପ୍ରାୟ ୫୦ ପ୍ରତିଶତ ପର୍ଯ୍ୟନ୍ତ ସବ୍‌ସିଡି ପ୍ରଦାନ କରାଯାଉଛି । କୃଷି ବିଭାଗ ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ ସ୍ୱାଗତ ଭାଷଣ ପ୍ରଦାନ କରିଥିବାବେଳେ କୃଷି ନିର୍ଦ୍ଦେଶକ ଶ୍ରୀ ପ୍ରେମଚନ୍ଦ୍ର ଚୌଧାରୀ ଧନ୍ୟବାଦ ଅର୍ପଣ କରିଥିଲେ । ଉଦ୍ୟାନ କୃଷି ନିର୍ଦ୍ଦେଶକ ଶ୍ରୀ ନିଖିଲ ପୱନ୍‌ କଲ୍ୟାଣ ଓ ଶିଳ୍ପ ନିର୍ଦ୍ଦେଶକ ଡ. ପ୍ରଶାନ୍ତ କୁମାର ରେଡ୍ଡୀ ଅଧିବେଶନରେ ଉପସ୍ଥିତ ଥିଲେ ।

Previous Post

ବର୍ଜ୍ୟ ପରିଚାଳନା କ୍ଷେତ୍ରରେ ୪୦୭୫ କୋଟି ଟଙ୍କାର ପୁଞ୍ଜିନିବେଶ ଲକ୍ଷ୍ଯ

Next Post

ଓଡ଼ିଶାର ପର୍ଯ୍ୟଟନ କ୍ଷେତ୍ରରେ ପୁଞ୍ଜିନିବେଶ କରିବା ପାଇଁ ବର୍ତ୍ତମାନର ସମୟ ହିଁ ପ୍ରକୃଷ୍ଟ ସମୟ : ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

FNN WEB

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
FIH ପ୍ରୋ ଲିଗ୍: ପାକିସ୍ତାନକୁ ଧୂଳି ଚଟାଇଲା ଭାରତ, ୭-୧ ଗୋଲ୍‌ରେ ରଚିଲା ଐତିହାସିକ ବିଜୟ

FIH ପ୍ରୋ ଲିଗ୍: ପାକିସ୍ତାନକୁ ଧୂଳି ଚଟାଇଲା ଭାରତ, ୭-୧ ଗୋଲ୍‌ରେ ରଚିଲା ଐତିହାସିକ ବିଜୟ

June 27, 2026
ଦିନକ ପରେ ମହାପ୍ରଭୁଙ୍କ ସ୍ନାନଯାତ୍ରା; ପୁରୀ ଅଭିମୁଖେ ଶ୍ରଦ୍ଧାଳୁ

ଦିନକ ପରେ ମହାପ୍ରଭୁଙ୍କ ସ୍ନାନଯାତ୍ରା; ପୁରୀ ଅଭିମୁଖେ ଶ୍ରଦ୍ଧାଳୁ

June 27, 2026
ସେସେଲସ୍ ରେ ବିଶ୍ୱର ସବୁଠୁ ବୟଷ୍କ କଇଁଛକୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ ‘ଜୋନାଥନ’ର ପୁରା କାହାଣୀ

ସେସେଲସ୍ ରେ ବିଶ୍ୱର ସବୁଠୁ ବୟଷ୍କ କଇଁଛକୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ ‘ଜୋନାଥନ’ର ପୁରା କାହାଣୀ

June 27, 2026
୬ ବର୍ଷ ପରେ ଭାରତ ଗସ୍ତରେ ଆସିବେ ଆମେରିକା ରାଷ୍ଟ୍ରପତି ଟ୍ରମ୍ପ

୬ ବର୍ଷ ପରେ ଭାରତ ଗସ୍ତରେ ଆସିବେ ଆମେରିକା ରାଷ୍ଟ୍ରପତି ଟ୍ରମ୍ପ

June 27, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

FIH ପ୍ରୋ ଲିଗ୍: ପାକିସ୍ତାନକୁ ଧୂଳି ଚଟାଇଲା ଭାରତ, ୭-୧ ଗୋଲ୍‌ରେ ରଚିଲା ଐତିହାସିକ ବିଜୟ

FIH ପ୍ରୋ ଲିଗ୍: ପାକିସ୍ତାନକୁ ଧୂଳି ଚଟାଇଲା ଭାରତ, ୭-୧ ଗୋଲ୍‌ରେ ରଚିଲା ଐତିହାସିକ ବିଜୟ

June 27, 2026
ଦିନକ ପରେ ମହାପ୍ରଭୁଙ୍କ ସ୍ନାନଯାତ୍ରା; ପୁରୀ ଅଭିମୁଖେ ଶ୍ରଦ୍ଧାଳୁ

ଦିନକ ପରେ ମହାପ୍ରଭୁଙ୍କ ସ୍ନାନଯାତ୍ରା; ପୁରୀ ଅଭିମୁଖେ ଶ୍ରଦ୍ଧାଳୁ

June 27, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.