• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଓଡ଼ିଶାର ପର୍ଯ୍ୟଟନ କ୍ଷେତ୍ରରେ ପୁଞ୍ଜିନିବେଶ କରିବା ପାଇଁ ବର୍ତ୍ତମାନର ସମୟ ହିଁ ପ୍ରକୃଷ୍ଟ ସମୟ : ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

FNN WEB by FNN WEB
January 29, 2025
in ଓଡ଼ିଶା, ମୁଖ୍ୟ ଖବର
0
ଓଡ଼ିଶାର ପର୍ଯ୍ୟଟନ କ୍ଷେତ୍ରରେ ପୁଞ୍ଜିନିବେଶ କରିବା ପାଇଁ ବର୍ତ୍ତମାନର ସମୟ ହିଁ ପ୍ରକୃଷ୍ଟ ସମୟ : ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
0
SHARES
4
VIEWS

ଭୁବନେଶ୍ୱର: ଓଡ଼ିଶାକୁ ଏକ ସମୃଦ୍ଧ ଓ ଶିଳ୍ପୋନ୍ନତ ରାଜ୍ୟ ଭାବେ ଗଢ଼ି ତୋଳିବା ପାଇଁ ଆରମ୍ଭ ହୋଇଯାଇଛି ଉତ୍କର୍ଷ ଓଡ଼ିଶା-ମେକଇନ୍‌ ଓଡ଼ିଶା କନକ୍ଲେଭ। ଭୁବନେଶ୍ୱର ଜନତା ମଇଦାନ ଠାରେ ଆୟୋଜିତ ହେଉଥିବା ଏହି କନକ୍ଲେଭରେ ଦେଶ-ବିଦେଶରୁ ଅନେକ ଶିଳ୍ପପତି ଓ ପୁଞ୍ଜିନିବେଶକମାନେ ଯୋଗଦେଇଛନ୍ତି। ଉତ୍କର୍ଷ ଓଡ଼ିଶା-ମେକଇନ୍‌ ଓଡ଼ିଶା କନକ୍ଲେଭର ଆଜି ଦ୍ଵିତୀୟ ଦିନରେ ଓଡ଼ିଶାର ପର୍ଯ୍ୟଟନ କ୍ଷେତ୍ରରେ ନିବେଶର ବିଭିନ୍ନ ଦିଗ ଏବଂ ସୁଯୋଗକୁ ନେଇ ଏକ ଅଧିବେଶନର ଆୟୋଜନ କରାଯାଇଥିଲା। ଉକ୍ତ ଅଧିବେଶନରେ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ବିଭାଗର ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ମୁଖ୍ୟଅତିଥି ଭାବେ ଯୋଗଦେଇଥିଲେ।

ନିଜର ଅଭିଭାଷଣରେ ଶ୍ରୀମତୀ ପ୍ରଭାତୀ ପରିଡ଼ା କହିଥିଲେ ଯେ, କଳା, ଭାସ୍କର୍ଯ୍ୟ,ସ୍ଥାପତ୍ୟ,ଐତିହ୍ୟ ଏବଂ ସଂସ୍କୃତି ସମୃଦ୍ଧ ରାଜ୍ୟ ହେଉଛି ଆମ ଓଡ଼ିଶା। ମନ୍ଦିରମାଳିନୀ ରାଜ୍ୟ ଓଡ଼ିଶାରେ ବିଶ୍ୱ ପ୍ରସିଦ୍ଧ ଶ୍ରୀ ଜଗନ୍ନାଥଙ୍କ ମନ୍ଦିର, କୋଣାର୍କ ସୂର୍ଯ୍ୟମନ୍ଦିର, ଲିଙ୍ଗରାଜ ମନ୍ଦିର ଆଦି ଅନେକ ପ୍ରସିଦ୍ଧ ମନ୍ଦିର ରହିଛି। ଏଥିସହ ପ୍ରାକୃତିକ ଶୋଭାରେ ବିମଣ୍ଡିତ ଆମ ରାଜ୍ୟ ଓଡ଼ିଶା ବନରାଜି, ଅଭୟାରଣ୍ୟ, ନଦୀ, ହ୍ରଦ, ସମୁଦ୍ର ଏବଂ ବିଭିନ୍ନ ପର୍ଯ୍ୟଟନ ସ୍ଥଳୀରେ ପରିପୂର୍ଣ୍ଣ। ଓଡ଼ିଶାରେ ପର୍ଯ୍ୟଟନ କ୍ଷେତ୍ରରେ ନିବେଶ ହେବା ଦ୍ୱାରା ଅନେକ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ଏବଂ ଏଥିସହିତ ଆମ ବିକାଶର ଯାତ୍ରା ଆହୁରି ମଧ୍ୟ ଅଗ୍ରସର ହୋଇପାରିବ। ତେଣୁ ଓଡ଼ିଶାର ପର୍ଯ୍ୟଟନ କ୍ଷେତ୍ରରେ ପୁଞ୍ଜିନିବେଶ କରିବା ପାଇଁ ବର୍ତ୍ତମାନର ସମୟ ହିଁ ପ୍ରକୃଷ୍ଟ ସମୟ ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡ଼ା ମତପ୍ରକାଶ କରିଥିଲେ।

ଆଜିର ଅଧିବେଶନରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା ଓଡ଼ିଶା ସରକାରଙ୍କ ପର୍ଯ୍ୟଟନ କ୍ଷେତ୍ରକୁ ନେଇ ରହିଥିବା ବିଭିନ୍ନ ଲକ୍ଷ୍ୟ ସମ୍ବନ୍ଧରେ ଆଲୋଚନା କରିଥିବାବେଳେ ପର୍ଯ୍ୟଟନ ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ବଲୱନ୍ତ ସିଂ ବିଭାଗର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପ, କାର୍ଯ୍ୟକ୍ରମ, ଯୋଜନା ଓ ଓଡ଼ିଶାର ପର୍ଯ୍ୟଟନ ସ୍ଥଳୀ ସମ୍ବନ୍ଧରେ ସବିସ୍ତୃତ ବିବରଣୀ ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମରେ ବିଭିନ୍ନ କମ୍ପାନୀ ଯଥା ଆଟମୋସ୍ପିୟର ହସପିଟାଲିଟି ପ୍ରା. ଲିମିଟେଡ଼, ଉତ୍କଳ ବିଲଡ଼ରସ୍ ଲିମିଟେଡ଼, ଏସ. ଏନ. ଏମ ହୋଟେଲ ଆଣ୍ଡ ରିସର୍ଟ୍ସ ଲିମିଟେଡ଼, ପ୍ରଭୁକୃପା ଇଷ୍ଟେଟ ଆଣ୍ଡ ପ୍ରୋପରଟିସ, କାମନାଥ ହୋଟେଲସ୍‌ ଇଣ୍ଡିଆ ଲିମିଟେଡ଼, ଆଶୀର୍ବାଦ ଇଞ୍ଜିନିଅରିଙ୍ଗ ଆଣ୍ଡ କନଷ୍ଟ୍ରକସନ୍‌ ଲିମିଟେଡ଼, ଏ. କେ ଦାସ ଆସୋସିଏଟ, କାଶଭି ହଲିଡ଼େ, ଆଇଟିସି ଲିମିଟେଡ଼ ଆଦି ପୁଞ୍ଜିନିବେଶ ପାଇଁ ଆଗ୍ରହ ପ୍ରକାଶ କରିଥିଲେ।

Previous Post

କୃଷି ବିକାଶରେ ସାମିଲ ହେବାକୁ ଉଦ୍ୟୋଗୀଙ୍କୁ ଆହ୍ୱାନ ଦେଲେ ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ

Next Post

ଓଡ଼ିଆ ଚଳଚ୍ଚିତ୍ର ଜଗତର ଇତିହାସ କାଳଜୟୀ : ସମ୍ପଦ ଚନ୍ଦ୍ର ସ୍ୱାଇଁ

FNN WEB

FNN WEB

Next Post
ଓଡ଼ିଆ ଚଳଚ୍ଚିତ୍ର ଜଗତର ଇତିହାସ କାଳଜୟୀ : ସମ୍ପଦ ଚନ୍ଦ୍ର ସ୍ୱାଇଁ

ଓଡ଼ିଆ ଚଳଚ୍ଚିତ୍ର ଜଗତର ଇତିହାସ କାଳଜୟୀ : ସମ୍ପଦ ଚନ୍ଦ୍ର ସ୍ୱାଇଁ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
FIH ପ୍ରୋ ଲିଗ୍: ପାକିସ୍ତାନକୁ ଧୂଳି ଚଟାଇଲା ଭାରତ, ୭-୧ ଗୋଲ୍‌ରେ ରଚିଲା ଐତିହାସିକ ବିଜୟ

FIH ପ୍ରୋ ଲିଗ୍: ପାକିସ୍ତାନକୁ ଧୂଳି ଚଟାଇଲା ଭାରତ, ୭-୧ ଗୋଲ୍‌ରେ ରଚିଲା ଐତିହାସିକ ବିଜୟ

June 27, 2026
ଦିନକ ପରେ ମହାପ୍ରଭୁଙ୍କ ସ୍ନାନଯାତ୍ରା; ପୁରୀ ଅଭିମୁଖେ ଶ୍ରଦ୍ଧାଳୁ

ଦିନକ ପରେ ମହାପ୍ରଭୁଙ୍କ ସ୍ନାନଯାତ୍ରା; ପୁରୀ ଅଭିମୁଖେ ଶ୍ରଦ୍ଧାଳୁ

June 27, 2026
ସେସେଲସ୍ ରେ ବିଶ୍ୱର ସବୁଠୁ ବୟଷ୍କ କଇଁଛକୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ ‘ଜୋନାଥନ’ର ପୁରା କାହାଣୀ

ସେସେଲସ୍ ରେ ବିଶ୍ୱର ସବୁଠୁ ବୟଷ୍କ କଇଁଛକୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ ‘ଜୋନାଥନ’ର ପୁରା କାହାଣୀ

June 27, 2026
୬ ବର୍ଷ ପରେ ଭାରତ ଗସ୍ତରେ ଆସିବେ ଆମେରିକା ରାଷ୍ଟ୍ରପତି ଟ୍ରମ୍ପ

୬ ବର୍ଷ ପରେ ଭାରତ ଗସ୍ତରେ ଆସିବେ ଆମେରିକା ରାଷ୍ଟ୍ରପତି ଟ୍ରମ୍ପ

June 27, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

FIH ପ୍ରୋ ଲିଗ୍: ପାକିସ୍ତାନକୁ ଧୂଳି ଚଟାଇଲା ଭାରତ, ୭-୧ ଗୋଲ୍‌ରେ ରଚିଲା ଐତିହାସିକ ବିଜୟ

FIH ପ୍ରୋ ଲିଗ୍: ପାକିସ୍ତାନକୁ ଧୂଳି ଚଟାଇଲା ଭାରତ, ୭-୧ ଗୋଲ୍‌ରେ ରଚିଲା ଐତିହାସିକ ବିଜୟ

June 27, 2026
ଦିନକ ପରେ ମହାପ୍ରଭୁଙ୍କ ସ୍ନାନଯାତ୍ରା; ପୁରୀ ଅଭିମୁଖେ ଶ୍ରଦ୍ଧାଳୁ

ଦିନକ ପରେ ମହାପ୍ରଭୁଙ୍କ ସ୍ନାନଯାତ୍ରା; ପୁରୀ ଅଭିମୁଖେ ଶ୍ରଦ୍ଧାଳୁ

June 27, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.