• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ରେଳ ବଜେଟ୍‌ରେ ଓଡ଼ିଶାକୁ ୧୦,୫୯୯ କୋଟି

FNN WEB by FNN WEB
February 3, 2025
in ଓଡ଼ିଶା, ମୁଖ୍ୟ ଖବର
0
ରେଳ ବଜେଟ୍‌ରେ ଓଡ଼ିଶାକୁ ୧୦,୫୯୯ କୋଟି
0
SHARES
1
VIEWS

୧୦ ବର୍ଷରେ ରାଜ୍ୟରେ ନିର୍ମାଣ ହୋଇଛି ୨୦୪୬ କିମି ନୂଆ ଟ୍ରାକ୍‌

ନୂଆଦିଲ୍ଲୀ: କେନ୍ଦ୍ର ସରକାର ୨୦୨୫-୨୬ ଆର୍ଥିକ ବର୍ଷର ବଜେଟରେ ଓଡ଼ିଶାର ରେଳବାଇ କ୍ଷେତ୍ର ପାଇଁ ୧୦୫୯୯କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି । ୨୦୨୪ ବଜେଟରେ ଏହି ପରିମାଣ ୧୦୫୮୬କୋଟି ଟଙ୍କା ଥିଲା । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ତୃତୀୟ ପାଳି ସରକାରର ଦ୍ୱିତୀୟ ବର୍ଷର ବଜେଟରେ ପୁଣିଥରେ ଓଡ଼ିଶାର ରେଳବାଇ କ୍ଷେତ୍ର ପାଇଁ ୧୦ହଜାର କୋଟି ଟଙ୍କାରୁ ଅଧିକ ବଜେଟ୍ ବ୍ୟୟବରାଦ ହୋଇଛି ।

ଆଜି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏ ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, ୨୦୨୫-୨୬ ଆର୍ଥିକ ବର୍ଷର କେନ୍ଦ୍ର ବଜେଟରେ ଓଡ଼ିଶାର ରେଳବାଇ କ୍ଷେତ୍ର ପାଇଁ ୧୦୫୯୯କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି। ବିଗତ ୩ଟି ଆର୍ଥିକ ବର୍ଷରେ ଓଡ଼ିଶାର ରେଳବାଇ କ୍ଷେତ୍ରକୁ ବଜେଟରେ ୧୦ହଜାର ଟଙ୍କାରୁ ଅଧିକ ବ୍ୟୟବରାଦ ହେଉଛି । ୨୦୨୪-୨୫ ଆର୍ଥିକ ବର୍ଷର କେନ୍ଦ୍ର ବଜେଟରେ ଓଡ଼ିଶାର ରେଳବାଇ କ୍ଷେତ୍ର ପାଇଁ ୧୦୫୮୬ କୋଟି ଟଙ୍କା, ୨୦୨୩-୨୪ରେ ୧୦୦୧୨କୋଟି ଟଙ୍କାର ଅନୁଦାନ ମିଳିଥିଲା । କେନ୍ଦ୍ରରେ ୟୁପିଏ ସରକାର ସମୟରେ ଓଡ଼ିଶାକୁ ମାତ୍ର ୮୩୮କୋଟି ଟଙ୍କା ରେଳବାଇ କ୍ଷେତ୍ର ପାଇଁ ମିଳୁଥିଲା। କିନ୍ତୁ ଓଡ଼ିଶା ପ୍ରତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସ୍ୱତନ୍ତ୍ର ଫୋକସ ରହିଛି।

ଯେଉଁଥିପାଇଁ ଓଡ଼ିଶାର ରେଳବାଇ କ୍ଷେତ୍ରରେ ଏବେ ୭୮ହଜାର କୋଟି ଟଙ୍କାର ନିବେଶ ହୋଇଛି । ସବୁଠୁ ବଡ଼କଥା ହେଲା ଗତ ଜୁଲାଇରୁ ଆଜି ପର୍ଯ୍ୟନ୍ତ ୨୦ହଜାର କୋଟି ଟଙ୍କାର ପ୍ରକଳ୍ପକୁ ପ୍ରଧାନମନ୍ତ୍ରୀ ମୋଦି ଅନୁମୋଦନ କରିଛନ୍ତି । ଅମୃତ ଭାରତ ଯୋଜନାରେ ଓଡ଼ିଶାର ୫୯ଟି ନୂଆ ରେଳଷ୍ଟେସନ କାର୍ଯ୍ୟ ଜାରି ରହିଛି । ଏବେ ରାଜ୍ୟରେ ୬ଟି ବନ୍ଦେ ଭାରତ ଟ୍ରେନ ଚାଲିଥିବାବେଳେ ଖୁବଶୀଘ୍ର ଆଉ ନୂଆ ଟ୍ରେନ ଚାଲିବ । ଓଡ଼ିଶାରେ ରେଳବାଇର ୧୦୦ ପ୍ରତିଶତ ବିଦ୍ୟୁତିକରଣ କାର୍ଯ୍ୟ ଶେଷ ହୋଇଛି।

ବିଗତ ୧୦ବର୍ଷ ମଧ୍ୟରେ ଓଡ଼ିଶାରେ ୨୦୪୬କିମିର ନୂଆ ରେଳବାଇଲାଇନ୍ ନିର୍ମାଣ ହୋଇଛି । ଯାହାକି ମାଲେସିଆ ଭଳି ଦେଶର ସମ୍ପୂର୍ଣ୍ଣ ରେଳଲାଇନଠାରୁ ଅଧିକ । ଆଗାମୀ ୬ବର୍ଷ ମଧ୍ୟରେ ଯାତ୍ରୀ ସୁରକ୍ଷା ନିମନ୍ତେ ‘କବଚ’ ସୁରକ୍ଷା ଇନଷ୍ଟେଲେସନ୍ କାର୍ଯ୍ୟ ଶେଷ ହେବ । ୨୦୨୪ ଜୁଲାଇରେ ଏହି କାର୍ଯ୍ୟ ଆରମ୍ଭ ହୋଇଥିଲା । ଓଡ଼ିଶାରେ ୧୮୮୮ କିମି ରେଳଲାଇନ୍‌ରେ କବଚ ଇନଷ୍ଟେଲେସନ୍ ଚାଲିଛି । ଚଳିତବର୍ଷ ବଜେଟରେ ୧ଲକ୍ଷ ୫୪ହଜାର କୋଟି ଟଙ୍କା କେବଳ ରେଳବାଇ କ୍ଷେତ୍ରରେ ସୁର୪ା ନିମନ୍ତେ ବ୍ୟୟବରାଦ ହୋଇଛି । ୨୩୪ଟି ଷ୍ଟେସନରେ ୱାଇଫାଇ କାମ ସମାପ୍ତ ହୋଇଛି ବୋଲି ଶ୍ରୀ ବୈଷ୍ଣବ କହିଛନ୍ତି।

ସୂଚନାଯୋଗ୍ୟ, ଆସନ୍ତା ଦିନେ ଦୁଇଦିନ ମଧ୍ୟରେ ୨୦୨୫-୨୬ କେନ୍ଦ୍ର ବଜେଟରେ ଓଡ଼ିଶାର ରେଳବାଇ କ୍ଷେତ୍ରର ବିକାଶ ପାଇଁ କେଉଁବାବଦରେ କେତେ ବ୍ୟୟବରାଦ ହୋଇଛି ତା’ର ବିସ୍ତୃତ ତଥ୍ୟ ପ୍ରକାଶ ପାଇବ ବୋଲି ଜଣାପଡ଼ିଛି।

Previous Post

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିର ଅଷ୍ଟମ ପାଳି

Next Post

ଛଦ୍ମବେଶରେ ମଣ୍ଡି ପରିଦର୍ଶନ କଲେ ଜିଲ୍ଲାପାଳ

FNN WEB

FNN WEB

Next Post
ଛଦ୍ମବେଶରେ ମଣ୍ଡି ପରିଦର୍ଶନ କଲେ ଜିଲ୍ଲାପାଳ

ଛଦ୍ମବେଶରେ ମଣ୍ଡି ପରିଦର୍ଶନ କଲେ ଜିଲ୍ଲାପାଳ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଆଗାମୀ ନିର୍ବାଚନରେ ମୁଁ ହିଁ ବିଜେଡିର ନେତୃତ୍ବ ନେବି: ନବୀନ ପଟ୍ଟନାୟକ

ଆଗାମୀ ନିର୍ବାଚନରେ ମୁଁ ହିଁ ବିଜେଡିର ନେତୃତ୍ବ ନେବି: ନବୀନ ପଟ୍ଟନାୟକ

June 25, 2026
ବିଜେଡିରେ ଯୋଗ ଦେଲେ ସୁଜାତା ରାଉତ କାର୍ତ୍ତିକେୟନ

ବିଜେଡିରେ ଯୋଗ ଦେଲେ ସୁଜାତା ରାଉତ କାର୍ତ୍ତିକେୟନ

June 25, 2026
ପୁରୀରେ ନିର୍ମାଣ ହେବ ୧୦୦୦ ଆସନ ବିଶିଷ୍ଟ ଅତ୍ୟାଧୁନିକ ବହୁମୁଖୀ ସମ୍ମିଳନୀ କେନ୍ଦ୍ର

ପୁରୀରେ ନିର୍ମାଣ ହେବ ୧୦୦୦ ଆସନ ବିଶିଷ୍ଟ ଅତ୍ୟାଧୁନିକ ବହୁମୁଖୀ ସମ୍ମିଳନୀ କେନ୍ଦ୍ର

June 25, 2026
ପୁଷ୍କରା, ମାଇଁ ସୁଇଟ୍‌ ହାଉସ୍‌ ୱାଇଫ୍‌ ସହ ଆଶ୍ରମ ଶ୍ରେଷ୍ଠ ଚଳଚ୍ଚିତ୍ର

ପୁଷ୍କରା, ମାଇଁ ସୁଇଟ୍‌ ହାଉସ୍‌ ୱାଇଫ୍‌ ସହ ଆଶ୍ରମ ଶ୍ରେଷ୍ଠ ଚଳଚ୍ଚିତ୍ର

June 25, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଆଗାମୀ ନିର୍ବାଚନରେ ମୁଁ ହିଁ ବିଜେଡିର ନେତୃତ୍ବ ନେବି: ନବୀନ ପଟ୍ଟନାୟକ

ଆଗାମୀ ନିର୍ବାଚନରେ ମୁଁ ହିଁ ବିଜେଡିର ନେତୃତ୍ବ ନେବି: ନବୀନ ପଟ୍ଟନାୟକ

June 25, 2026
ବିଜେଡିରେ ଯୋଗ ଦେଲେ ସୁଜାତା ରାଉତ କାର୍ତ୍ତିକେୟନ

ବିଜେଡିରେ ଯୋଗ ଦେଲେ ସୁଜାତା ରାଉତ କାର୍ତ୍ତିକେୟନ

June 25, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.