• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ରାଜ୍ୟବାସୀଙ୍କ ନିକଟରେ ମୁଖ୍ୟମନ୍ତ୍ରୀ କ୍ଷମା ମାଗନ୍ତୁ: ବିଜେଡି

FNN WEB by FNN WEB
February 5, 2025
in ଓଡ଼ିଶା, ମୁଖ୍ୟ ଖବର
0
ରାଜ୍ୟବାସୀଙ୍କ ନିକଟରେ ମୁଖ୍ୟମନ୍ତ୍ରୀ କ୍ଷମା ମାଗନ୍ତୁ: ବିଜେଡି
0
SHARES
4
VIEWS

ଆଦିବାସୀ ମହିଳାଙ୍କ ଚେହେରାର ରଙ୍ଗକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ମନ୍ତବ୍ୟ ଦୁର୍ଭାଗ୍ୟଜନକ
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜଣେ ସଫା ରଙ୍ଗର ମହିଳାଙ୍କୁ ବିବାହ କରିବା ପାଇଁ ଖୋଜୁଥିଲେ ଏବଂ ସେଥିପାଇଁ ସେ ମୟୂରଭଞ୍ଜ ଜିଲ୍ଲାରେ ବିବାହ କରିଛନ୍ତି ବୋଲି କହିବା ତାଙ୍କର ବର୍ଣ୍ଣ ବିଦ୍ୱେଷ ମନୋଭାବର ପରିଚୟ ଦେଇଛି। ମୁଖ୍ୟମନ୍ତ୍ରୀ ଜଣେ ଆଦିବାସୀ ହୋଇ ଆଦିବାସୀ ଝିଅମାନେ ସଫା ନୁଁହନ୍ତି ବୋଲି ମନ୍ତବ୍ୟ ଦେବା ଆମ ମନରେ ଗଭୀର ଆଘାତ ସୃଷ୍ଟି କରିଛି ବୋଲି କହିଛନ୍ତି ପୂର୍ବତନ ବିଜେଡି ରାଜ୍ୟସଭା ସାଂସଦ ଶ୍ରୀମତୀ ସରୋଜିନୀ ହେମ୍ବ୍ରମ୍‌ ଓ ମୟୂରଭଞ୍ଜ ଜିଲ୍ଲାପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଭାରତୀ ହାଁସଦା।

ଆଜି ବାରିପଦା ଦଳୀୟ କାର୍ଯ୍ୟାଳୟରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଶ୍ରୀମତୀ ହେମ୍ବ୍ରମ୍‌ କହିଥିଲେ ଯେ, ନବରଙ୍ଗପୁର, ରାଉରକେଲା, କୁଚିଣ୍ଡା, ରେମୁଣା ସମେତ ସାରା ରାଜ୍ୟରେ ଯେତେବେଳେ ଆଦିବାସୀ ମହିଳାଙ୍କ ଉପରେ ଦୁଷ୍କର୍ମ ଓ ଅତ୍ୟାଚାର ବଢିଚାଲିଛି ଏବଂ ରାଜ୍ୟର ଆଦିବାସୀ ସମାଜ ନିଜକୁ ସୁରକ୍ଷିତ ମନେ କରୁନାହାନ୍ତି, ସେହି ସମୟରେ ମୁଖ୍ୟମନ୍ତ୍ରୀଙ୍କ ଏଭଳି ମନ୍ତବ୍ୟକୁ ବିଜୁ ଜନତା ଦଳ ଘୋର ନିନ୍ଦା କରୁଛି। ବିଜେପି ସରକାରକୁ ଆସିବା ପରେ ରାଜ୍ୟର ଆଦିବାସୀ ମାନଙ୍କ ବିକାଶ ପରିବର୍ତ୍ତେ ଅବହେଳାର ଶିକାର ହୋଇଛନ୍ତି। ପୋଲାଭରମ ପ୍ରକଳ୍ପ କାର୍ଯ୍ୟକାରୀ ହେଲେ ମାଲକାନଗିରିର ୧୨୨ଟି ଆଦିବାସୀ ବହୁଳ ଗାଁ ନିଶ୍ଚିହ୍ନ ହୋଇଯିବ। କିନ୍ତୁ ଜଣେ ଆଦିବାସୀ ମୁଖ୍ୟମନ୍ତ୍ରୀ ହୋଇ ଶ୍ରୀ ମୋହନ ଚରଣ ମାଝୀ ଏ ବାବଦରେ ନିରବ ରହିଛନ୍ତି।

ଏହି ଅବସରରେ ମୟୂରଭଞ୍ଜ ଜିଲ୍ଲାପରିଷଦ ଅଧ୍ୟକ୍ଷା ଶ୍ରୀମତୀ ହାଁସଦା କହିଥିଲେ ଯେ, ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ବିଜେଡି ସରକାର ଥିବାବେଳେ ଆଦିବାସୀ ମାନଙ୍କ ଶିକ୍ଷାର ବିକାଶ ପାଇଁ ସ୍କୁଲ ରୂପାନ୍ତରଣ, ସ୍ୱତନ୍ତ୍ର ଉନ୍ନୟନ ପରିଷଦ ପ୍ରତିଷ୍ଠା କରି ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଅନେକ ବିକାଶ କରିଥିଲେ। ଜଣେ ଆଦିବାସୀ ମୁଖ୍ୟମନ୍ତ୍ରୀ ହୋଇ ମଧ୍ୟ ସେହି ବିକାଶର ଧାରାକୁ ଆଗକୁ ନେବା ବଦଳରେ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଜରିଆରେ ହେଉଥିବା ବିକାଶମୂଳକ କାର୍ଯ୍ୟକୁ ବନ୍ଦ କରିଦେଇଛନ୍ତି। ଆଦିବାସୀ ସମାଜର ସୁରକ୍ଷା ତଥା କଲ୍ୟାଣ ପାଇଁ କାମ ନ କରି ଆମ ମହିଳାଙ୍କ ଚେହେରାର ରଙ୍ଗ ସଫା ନୁହେଁ ବୋଲି ତାତ୍ସଲ୍ୟପୂର୍ଣ୍ଣ ମନ୍ତବ୍ୟ ଦୁର୍ଭାଗ୍ୟଜନକ ଓ ଏଥିପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟବାସୀଙ୍କ ନିକଟରେ କ୍ଷମା ପ୍ରାର୍ଥନା କରନ୍ତୁ।

Previous Post

ବିଜେପିର ବିକଶିତ ଯୋଜନାକୁ ପୋଲିଓ ହୋଇଯାଇଛି: ବିଜେଡ଼ି

Next Post

ବାରବାଟୀ ଦିନିକିଆ: କାଉଣ୍ଟର ଟିକେଟ୍‌ ନପାଇ ନିରାଶ ହେଲେ କ୍ରିକେଟ୍‌ପ୍ରେମୀ

FNN WEB

FNN WEB

Next Post
ବାରବାଟୀ ଦିନିକିଆ: କାଉଣ୍ଟର ଟିକେଟ୍‌ ନପାଇ ନିରାଶ ହେଲେ କ୍ରିକେଟ୍‌ପ୍ରେମୀ

ବାରବାଟୀ ଦିନିକିଆ: କାଉଣ୍ଟର ଟିକେଟ୍‌ ନପାଇ ନିରାଶ ହେଲେ କ୍ରିକେଟ୍‌ପ୍ରେମୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

June 22, 2026
ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

June 22, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.