• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

‘ସତ୍ୟବାଦୀ ବକୁଳବନର ଐତିହ୍ୟକୁ ସୁରକ୍ଷିତ ରଖି ଏହାର ପୁନରୁଦ୍ଧାର ଓ ବିକାଶ କରାଯିବ’

FNN WEB by FNN WEB
February 7, 2025
in ଓଡ଼ିଶା, ମୁଖ୍ୟ ଖବର
0
‘ସତ୍ୟବାଦୀ ବକୁଳବନର ଐତିହ୍ୟକୁ ସୁରକ୍ଷିତ ରଖି ଏହାର ପୁନରୁଦ୍ଧାର ଓ ବିକାଶ କରାଯିବ’
0
SHARES
0
VIEWS

ଭୁବନେଶ୍ୱର: ବକୁଳବନର ଐତିହ୍ୟ ଓ ପରମ୍ପରା ସଂପର୍କରେ ଆଜିର ଛାତ୍ରଛାତ୍ରୀମାନଙ୍କୁ ଅବଗତ କରାଇବା ପାଇଁ ଏହାର ମୌଳିକ ଢାଞ୍ଚା ଅନୁରୂପ ବିକାଶ କରିବା ସହିତ ପାରିପାର୍ଶ୍ୱିକ ଅଞ୍ଚଳର ବିକାଶ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି। ଲୋକସେବା ଭବନଠାରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବକୁଳବନ ଓ ସତ୍ୟବାଦୀ ବନ ବିଦ୍ୟାଳୟର ପୁନଃରୁଦ୍ଧାର ଓ ବିକାଶ ସଂପର୍କିତ ଏକ ଉପସ୍ଥାପନା ଅବସରରେ ମୁଖ୍ୟମନ୍ତ୍ରୀ ଏହି ନିର୍ଦ୍ଦେଶ ଦେଇଛନ୍ତି।
ଗୁରୁଶିଷ୍ୟ ପରମ୍ପରାର ଅନନ୍ୟ ନିଦର୍ଶନ ବହନ କରୁଥିବା ସତ୍ୟବାଦୀର ବକୁଳବନ ୧୯୦୯ ମସିହାରେ ପଞ୍ଚସଖାଙ୍କ ଦ୍ୱାରା ସ୍ଥାପିତ ହୋଇଥିଲା। ସେ ସମୟରେ ଓଡିଶାର ବହୁ ଜଣାଶୁଣା ପଣ୍ଡିତ, ଜ୍ଞାନୀ, ଦେଶଭକ୍ତମାନେ ଏହି ବିଦ୍ୟାଳୟର ଶିକ୍ଷକ ଥିଲେ। ତତ୍କାଳୀନ ସମୟରେ ଏହା ଓଡ଼ିଶାର ଏକ ପ୍ରତିଷ୍ଠିତ ବିଦ୍ୟାଳୟ ଭାବେ ଖ୍ୟାତି ଅର୍ଜନ କରିଥିଲା। ଆଜି ମଧ୍ୟ ଏକ ଐତିହ୍ୟସଂପନ୍ନ ଶିକ୍ଷାନୁଷ୍ଠାନ ଭାବେ ଏହାର ସ୍ୱତନ୍ତ୍ରତା ରହିଛି।

ଏହି ବକୁଳବନ ଅଞ୍ଚଳର ବିକାଶ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଆରୋପ କରିଛନ୍ତି। ଏହି ବିଦ୍ୟାଳୟର ଆଦର୍ଶ ଓ ଆଭିମୁଖ୍ୟ ବିଷୟରେ ବର୍ତ୍ତମାନର ପିଢିଙ୍କୁ ଅବଗତ କରାଇବା ପାଇଁ ଏହାର ମୂଳ ଢାଞ୍ଚା ଅନୁରୂପ ବିକାଶ କରାଯିବ। ଏହାଦ୍ୱାରା ରାଜ୍ୟର ବିଭିନ୍ନ ସ୍ଥାନରୁ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଏହି ସ୍ଥାନ ପରିଦର୍ଶନ କରି ଏହାର ଐତିହ୍ୟ ସଂପର୍କରେ ଜ୍ଞାନ ଅର୍ଜନ କରିପାରିବେ ଏବଂ ଏହା ପର୍ଯ୍ୟଟକ ମାନଙ୍କୁ ମଧ୍ୟ ଆକୃଷ୍ଟ କରିବ। ଏଥିସହିତ ବକୁଳବନର ପାରିପାର୍ଶ୍ୱିକ ଅଞ୍ଚଳର ବିକାଶ କରାଯିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ଏହି ଆଲୋଚନାରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ସତ୍ୟବାଦୀ ବିଧାୟକ ଓମ୍ ପ୍ରକାଶ ମିଶ୍ର, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଶାସନ ସଚିବ ଶାଳିନୀ ପଣ୍ଡିତ, ପର୍ଯ୍ୟଟନ ବିଭାଗର ଶାସନ ସଚିବ ବଲୱନ୍ତ ସିଂହ ଏବଂ ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Previous Post

କିମ୍‍ସରେ ବିଂଶତମ ଜାତୀୟ ଫୋନୋ ସର୍ଜନ ସମ୍ମିଳନୀ ଉଦ୍‍ଘାଟିତ

Next Post

ଗ୍ରେଟର ଭୁବନେଶ୍ୱର ଗଠନ ନେଇ ଆଲୋଚନା

FNN WEB

FNN WEB

Next Post
ଗ୍ରେଟର ଭୁବନେଶ୍ୱର ଗଠନ ନେଇ ଆଲୋଚନା

ଗ୍ରେଟର ଭୁବନେଶ୍ୱର ଗଠନ ନେଇ ଆଲୋଚନା

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

June 22, 2026
ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

June 22, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.