• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଗ୍ରେଟର ଭୁବନେଶ୍ୱର ଗଠନ ନେଇ ଆଲୋଚନା

FNN WEB by FNN WEB
February 7, 2025
in ଓଡ଼ିଶା, ମୁଖ୍ୟ ଖବର
0
ଗ୍ରେଟର ଭୁବନେଶ୍ୱର ଗଠନ ନେଇ ଆଲୋଚନା
0
SHARES
6
VIEWS

ଭୁବନେଶ୍ୱର : ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନ ଠାରେ ଗୃହ ଓ ନଗର ଉନ୍ନୟନ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ଉପରେ ସମୀକ୍ଷା କରିଛନ୍ତି। ବୈଠକରେ ଭୁବନେଶ୍ୱର, କଟକ, ପୁରୀ ଓ ପାରାଦୀପକୁ ନେଇ ପ୍ରସ୍ତାବିତ ଅର୍ଥନୈତିକ ରିଜିଅନ୍ ଗ୍ରେଟର ଭୁବନେଶ୍ୱର ସମ୍ପର୍କରେ ବିସ୍ତୃତ ଭାବେ ଆଲୋଚନା ହୋଇଥିଲା । ୨୦୩୬ ବିକଶିତ ଓଡିଶା ଗଠନ ପାଇଁ ଉଭୟ ସହରୀକରଣ ଓ ଅର୍ଥନୈତିକ ଦୃଷ୍ଟିକୋଣରୁ ଏହାର ଆବଶ୍ୟକତା ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସମୁଦାୟ ୮୫୦୦ ବର୍ଗ କିଲୋମିଟର ଅଞ୍ଚଳକୁ ସମାବେଶୀ, ବାସପଯୋଗୀ ଏବଂ ଦୀର୍ଘସ୍ଥାୟୀ ଅର୍ଥନୈତିକ ରିଜିଅନ ଭାବେ ବିକଶିତ କରିବା ପାଇଁ ଯୋଜନା ରହିଛି । ଆଗାମୀ ୫୦ ବର୍ଷକୁ ଆଖି ଆଗରେ ରଖି ଆବଶ୍ୟକସ୍ଥଳେ ଆଉ ଅଧିକ ଅଞ୍ଚଳ ଏଥିରେ ଅନ୍ତର୍ଭୁକ୍ତ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଏଥି ସହିତ ଏହି ପ୍ରକଳ୍ପ ନିର୍ମାଣ ପୂର୍ବରୁ ଅନ୍ୟ ରାଜ୍ୟ ମାନଙ୍କୁ ଯାଇ, ସେମାନଙ୍କ ଯୋଜନାକୁ ଅନୁଧ୍ୟାନ କରିବା ପାଇଁ ମୁଖ୍ୟମନ୍ତ୍ରୀ କହିଥିଲେ ।

ଭୁବନେଶ୍ୱରର କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ନିକଟବର୍ତ୍ତୀ ଅଞ୍ଚଳରେ ଆଉ ଏକ ନୂତନ ସହର ନିର୍ମାଣ ଏବଂ ମେଟ୍ରୋ ରେଳ ଚଳାଚଳ ସମ୍ପର୍କରେ ବୈଠକରେ ଆଲୋଚନା ହୋଇଥିଲା । ରାଜ୍ୟର ସହରାଞ୍ଚଳ ବିକାଶ ପାଇଁ ଏକ ଯୋଜନା ପ୍ରସ୍ତୁତ କରିବା ପାଇଁ ମୁଖ୍ୟମନ୍ତ୍ରୀ କହିଥିଲେ । ବୈଠକରେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଡ କୃଷ୍ଣଚନ୍ଦ୍ର ମହାପାତ୍ର, ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ, ଶିଳ୍ପ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମା, ଗୃହ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତି ଉଷା ପାଢୀ, ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ଶାଶ୍ୱତ ମିଶ୍ର, ପୂର୍ତ୍ତ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ଭି.ଭି. ଯାଦବ ପ୍ରମୁଖ ଉପସ୍ଥିତ ଥିଲେ ।

Previous Post

‘ସତ୍ୟବାଦୀ ବକୁଳବନର ଐତିହ୍ୟକୁ ସୁରକ୍ଷିତ ରଖି ଏହାର ପୁନରୁଦ୍ଧାର ଓ ବିକାଶ କରାଯିବ’

Next Post

୯ଟି ବିଭାଗରେ ଯୋଗଦେଲେ ୬,୩୯୦ ଜଣଙ୍କୁ ନୂଆ ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ

FNN WEB

FNN WEB

Next Post
୯ଟି ବିଭାଗରେ ଯୋଗଦେଲେ ୬,୩୯୦ ଜଣଙ୍କୁ ନୂଆ ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ

୯ଟି ବିଭାଗରେ ଯୋଗଦେଲେ ୬,୩୯୦ ଜଣଙ୍କୁ ନୂଆ ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

June 22, 2026
ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

June 22, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.