• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ରାଜ୍ୟ କର୍ମଚାରୀଙ୍କ ପାଇଁ ଲାଗୁ ହେବ ଏକୀକୃତ ପେନସନ୍ ଯୋଜନା

FNN WEB by FNN WEB
February 8, 2025
in ଓଡ଼ିଶା, ମୁଖ୍ୟ ଖବର
0
ରାଜ୍ୟ କର୍ମଚାରୀଙ୍କ ପାଇଁ ଲାଗୁ ହେବ ଏକୀକୃତ ପେନସନ୍ ଯୋଜନା
0
SHARES
0
VIEWS

ଭୁବନେଶ୍ୱର : ରାଜ୍ୟର ସରକାରୀ କର୍ମଚାରୀମାନଙ୍କୁ ଏଣିକି ‘ଏନପିଏସ’ ବଦଳରେ ‘ୟୁପିଏସ’ ଅର୍ଥାତ୍ ଏକୀକୃତ ପେନସନ୍ ଯୋଜନାର ସୁବିଧା ମିଳିବ । ଯେଉଁ ରାଜ୍ୟ କର୍ମଚାରୀମାନେ ଏନପିଏସ୍ ବ୍ୟବସ୍ଥାରେ ପେନସନ୍ ପାଇବା ନିମନ୍ତେ ଯୋଗ୍ୟ ବିବେଚିତ ହୋଇଛନ୍ତି ସେମାନଙ୍କ ପାଇଁ ଏହି ବ୍ୟବସ୍ଥା ଲାଗୁ ହେବ । ଏନପିଏସ୍ ଅଧୀନରେ ଥିବା କର୍ମଚାରୀମାନେ ୟୁପିଏସ ଚୟନ କରିବାକୁ କିମ୍ବା ଏନପିଏସ୍ ସହିତ ଜାରି ରହିବା ପାଇଁ ବିକଳ୍ପ ବାଛିପାରିବେ । ଏହି ୟୁପିଏସ୍ ବ୍ୟବସ୍ଥା ରାଜ୍ୟରେ ୨୦୨୫ ଏପ୍ରିଲ ପହିଲାରୁ କାର୍ଯ୍ୟକ୍ଷମ ହେବ । କେନ୍ଦ୍ର ସରକାରଙ୍କ କର୍ମଚାରୀଙ୍କ ପାଇଁ ୟୁପିଏସ୍ ବ୍ୟବସ୍ଥା ଲାଗୁ କରିବାକୁ କେନ୍ଦ୍ର କ୍ୟାବିନେଟ୍ ଅଗଷ୍ଟ ୨୪ତାରିଖରେ ନିଷ୍ପତ୍ତି ନେବାପରେ ରାଜ୍ୟ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି ।

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ କ୍ୟାବିନେଟ୍ ବୈଠକରେ ଏହି ନିଷ୍ପତ୍ତି ନିଆଯିବା ପରେ ଆଜି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି। ସୂଚନା ଅନୁସାରେ ଓଡ଼ିଶାରେ ଏହି ଏକୀକୃତ ପେନସନ ଯୋଜନାକୁ ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ କାର୍ଯ୍ୟକାରୀ କରାଯିବ । ୨୫ବର୍ଷର ସର୍ବନିମ୍ନ ଯୋଗ୍ୟତା ଅର୍ଜନକାରୀ ସେବା ଅବଧି ପାଇଁ ଅବସର ପୂର୍ବରୁ ୧୨ମାସରେ ମିଳିଥିବା ହାରାହାରି ମୂଳ ଦରମାର ୫୦ ପ୍ରତିଶତ ହାରରେ ପେନସନ୍ ମିଳିବ । ସର୍ବନିମ୍ନ ୧୦ବର୍ଷର ଚାକିରି ଅବଧିଠାରୁ ଆରମ୍ଭ କରି ୨୫ବର୍ଷ ପର୍ଯ୍ୟନ୍ତ ଚାକିରି ଅବଧି କ୍ଷେତ୍ରରେ ପେନସନ ଆନୁପାତିକ ଭାବେ ମିଳିବ । ସେହିପରି ମୃତ୍ୟୁ ପୂର୍ବରୁ କର୍ମଚାରୀ ପାଉଥିବା ପେନସନର ୬୦ ପ୍ରତିଶତ ହାରରେ ପାରିବାରିକ ପେନସନ୍ ମିଳିବ । ସର୍ବନିମ୍ନ ୧୦ବର୍ଷ ଚାକିରି ଅବଧି ସାରି ଅବସର ନେବା ପରେ ମାସିକ ୧୦ହଜାର ଟଙ୍କା ପେନସନ୍ ମିଳିବ ।

ମୁଦ୍ରାସ୍ପୀତି ଅନୁରୂପ ସୁନିଶ୍ଚିତ ପେନସନ୍‌, ସୁନିଶ୍ଚିତ ପାରିବାରିକ ପେନସନ୍ ଓ ସୁନିଶ୍ଚିତ ସର୍ବନିମ୍ନ ପେନସନ୍ ନିର୍ଦ୍ଧାରଣ କରାଯିବ । ସେବା କର୍ମଚାରୀଙ୍କ କ୍ଷେତ୍ରରେ ଶିଳ୍ପ ଶ୍ରମିକଙ୍କ ପାଇଁ ସର୍ବଭାରତୀୟ ଉପଭୋକ୍ତ ମୂଲ୍ୟ ସୂଚକାଙ୍କ ଆଧାରରେ ମହଙ୍ଗା ସହାୟତା ମିଳିବ । ଅବସର ପରେ ଗ୍ରାଚ୍ୟୁଇଟି ବ୍ୟତୀତ ଏକକାଳୀନ ରାଶି ଭାବେ ପ୍ରତ୍ୟେକ ସମ୍ପୂର୍ଣ୍ଣ ୬ମାସ ପାଇଁ ଅବସର ତାରିଖରେ ମିଳୁଥିବା ମାସିକ ପାରିଶ୍ରମିକର ଏକ ଦଶମାଂଶ ଏକକାଳୀନ ରାଶି ମିଳିବ । ଏହି ରାଶି କାରଣରୁ ସୁନିଶ୍ଚିତ ପେନସନର ପରିମାଣ କମ୍ ହେବ ନାହିଁ । ୟୁପିଏସରେ ଅବସର ନେବା ପରେ ସରକାରୀ କର୍ମଚାରୀଙ୍କ ମୃତ୍ୟୁ କ୍ଷେତ୍ରରେ ନିଶ୍ଚିତ ପରିବାର ପେନସନ୍ ସୁବିଧା ଉପଲବ୍ଧ ହେବ, ଯାହାକି ଏନପିଏସରେ ନଥିଲା ।

Previous Post

ପାରାଦ୍ଵୀପ ମହାବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ସମାରୋହ ରାଜ୍ୟପାଳଙ୍କ ଦ୍ଵାରା ଉଦଘାଟିତ

Next Post

ସବୁ ଗରିବଙ୍କୁ ମିଳିବ ପକ୍କାଘର: କୋହଳ ହେଲା ନିୟମ, ୩ ବର୍ଷରେ ୨.୨୫ଲକ୍ଷ ଘର

FNN WEB

FNN WEB

Next Post
ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ

ସବୁ ଗରିବଙ୍କୁ ମିଳିବ ପକ୍କାଘର: କୋହଳ ହେଲା ନିୟମ, ୩ ବର୍ଷରେ ୨.୨୫ଲକ୍ଷ ଘର

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

June 22, 2026
ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

June 22, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.