• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ନାଲକୋର ଆର୍ଥିକ ବର୍ଷ ୨୦୨୪-୨୫ ର ତୃତୀୟ ତ୍ରୈମାସିକ ଫଳାଫଳ

FNN WEB by FNN WEB
February 10, 2025
in ଓଡ଼ିଶା, ମୁଖ୍ୟ ଖବର
0
ନାଲକୋର ଆର୍ଥିକ ବର୍ଷ ୨୦୨୪-୨୫ ର ତୃତୀୟ ତ୍ରୈମାସିକ ଫଳାଫଳ
0
SHARES
4
VIEWS

ନାଲକୋର ନିଟ୍ ଲାଭ ୩ ଗୁଣ ବୃଦ୍ଧି ସହ ମୋଟ ଆୟ ୩୯ ପ୍ରତିଶତକୁ ବୃଦ୍ଧି

ଭୁବନେଶ୍ଵର :  ଭାରତ ସରକାରଙ୍କ ଖଣି ମନ୍ତ୍ରଣାଳୟ ଅଧିନସ୍ଥ ନବରତ୍ନ ଉଦ୍ୟୋଗ ନ୍ୟାସନାଲ ଆଲୁମିନିୟମ କମ୍ପାନୀ ଲିମିଟେଡ(ନାଲକୋ)ପକ୍ଷରୁ ଆର୍ଥିକ ବର୍ଷ ୨୦୨୪-୨୫ ର ତୃତୀୟ ତ୍ରୈମାସିକ ଫଳାଫଳ ଘୋଷିତ ହୋଇଛି। ଡିସେମ୍ବର ୨୦୨୪ ରେ ଶେଷ ହୋଇଥିବା ତ୍ରୈମାସିକରେ କମ୍ପାନୀର ନିଟ ଲାଭ ୧,୫୮୩ କୋଟି ଟଙ୍କା ହୋଇଥିବା ବେଳେ, ବିଗତ ଆର୍ଥିକ ବର୍ଷର ତୃତୀୟ ତ୍ରୈମାସିକରେ ଏହି ପରିମାଣ ୪୮୮ କୋଟି ଟଙ୍କା ଥିଲା। ଆଜି ଭୁବନେଶ୍ଵରରେ ଅନୁଷ୍ଠିତ ନିର୍ଦ୍ଦେଶକ ମଣ୍ଡଳୀ ବୈଠକରେ ରେକର୍ଡ ହୋଇଥିବା ଫଳାଫଳ ଅନୁଯାୟୀ, ଆର୍ଥିକ ବର୍ଷ ୨୦୨୪-୨୫ ର ତୃତୀୟ ତ୍ରୈମାସିକରେ ନାଲକୋର ମୋଟ ଆୟ ୪,୭୬୧ କୋଟି ଟଙ୍କା ହୋଇଥିବା ବେଳେ ଆର୍ଥିକ ବର୍ଷ ୨୦୨୩-୨୪ ର ତୃତୀୟ ତ୍ରୈମାସିକରେ ଏହି ପରିମାଣ ୩୩୯୮ କୋଟି ଟଙ୍କା ଥିଲା।

ଡିସେମ୍ବର ୨୦୨୪ ରେ ଶେଷ ହୋଇଥିବା ୯ ମାସର ଫଳାଫଳ ଅନୁସାରେ କମ୍ପାନୀର ମୋଟ କାରବାର ୧୧,୫୨୦କୋଟି ଟଙ୍କା ସହ ନିଟ ଲାଭ ୩,୨୪୬ କୋଟି ଟଙ୍କା ହୋଇଛି ଯାହାକି ପୂର୍ବ ଆର୍ଥିକ ବର୍ଷର ସମାନ ସମୟରେ ଯଥାକ୍ରମେ ୯,୫୭୦ ଏବଂ ୧,୦୪୪ କୋଟି ଟଙ୍କା ଥିଲା। ନିଟ ଲାଭ ପରିମାଣ ୨୧୧ ପ୍ରତିଶତ ବୃଦ୍ଧି ହେବା ସହ ମୋଟ କାରବାରରେ ୨୦ ପ୍ରତିଶତ ବୃଦ୍ଧି ପାଇଛି। ଉଲ୍ଲେଖଯୋଗ୍ୟ ଯେ, ଆର୍ଥିକ ବର୍ଷ ୨୦୨୪-୨୫ର ତୃତୀୟ ତ୍ରୈମାସିକ ତଥା ୯ ମାସର କାରବାରରୁ ନାଲକୋ ସର୍ବକାଳିନ ସର୍ବାଧିକ ଆୟ ଓ ଲାଭ ଅର୍ଜନର ରେକର୍ଡ ହାସଲ କରିଛି।

କର୍ମଚାରୀମାନଙ୍କୁ ଏହି ସଫଳତାର ଶ୍ରେୟ ଦେବା ସହ, ନାଲକୋ ସିଏମଡି ଶ୍ରୀ ବ୍ରିଜେନ୍ଦ୍ର ପ୍ରତାପ ସିଂହ କହିଛନ୍ତି ଯେ, କାର୍ଯ୍ୟ ପ୍ରଣାଳୀରେ ଉନ୍ନତି, ଖର୍ଚ୍ଚ ହ୍ରାସ ଏବଂ ଉତ୍ପାଦର ଗୁଣବତ୍ତା ବୃଦ୍ଧି କମ୍ପାନୀର ସଫଳତା ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇଛି। ଚଳିତ ତ୍ରୈମାସିକ ଫଳାଫଳ ମୁଖ୍ୟତଃ କଞ୍ଚାମାଲର ମୂଲ୍ୟ ହ୍ରାସ, ଆଲୁମିନା ଏବଂ ଧାତୁ ବିକ୍ରିରେ ଅଭିବୃଦ୍ଧି ଏବଂ କ୍ୟାପ୍ଟିଭ କୋଇଲା ଖଣିର ଉପଯୋଗ ଯୋଗୁଁ ସମ୍ଭବ ହୋଇଛି। ବର୍ତ୍ତମାନ, କମ୍ପାନୀର ୫ମ ଷ୍ଟ୍ରିମ୍ ରିଫାଇନାରୀ ସମ୍ପ୍ରସାରଣ, ପୋଟାଙ୍ଗି ଖଣିର କାର୍ଯ୍ୟକ୍ଷମତା, ସ୍ମେଲଟର ପ୍ଲାଣ୍ଟର ବ୍ରାଉନଫିଲ୍ଡ ସମ୍ପ୍ରସାରଣ ଏବଂ ଯୋଜନାବଦ୍ଧ ଭାବେ ସିପିପି ସମ୍ପ୍ରସାରଣ ସମେତ ବିଭିନ୍ନ ପ୍ରକଳ୍ପ ଗୁଡ଼ିକର ତ୍ଵରିତ କାର୍ଯ୍ୟସମାପ୍ତି ଉପରେ ଗୁରୁତ୍ତ୍ଵ ଦିଆଯାଉଛି ବୋଲି ସେ ମତ ବ୍ୟକ୍ତ କରିଛନ୍ତି । ସୂଚନା ଯୋଗ୍ୟ ଯେ ଆର୍ଥିକ ବର୍ଷ ୨୦୨୪-୨୫ ନିମନ୍ତେ କମ୍ପାନୀ ପକ୍ଷରୁ ଇକ୍ୱିଟି ସେୟାର ପ୍ରତି ୪ ଟଙ୍କାର ଇଣ୍ଟେରିମ ଡିଭିଡେଣ୍ଡ ମଧ୍ୟ ଘୋଷଣା କରାଯାଇଛି ।

Previous Post

ଏୟାର ଆମ୍ବୁଲାନ୍ସରେ ସ୍ଥାନାନ୍ତରିତ ହେଲେ ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି

Next Post

ବାରବାଟୀରେ ଫ୍ଲଡ୍ ଲାଇଟ୍ ବନ୍ଦ ବିଭ୍ରାଟ ଘଟଣା: ଓସିଏକୁ କାରଣ ଦର୍ଶାଅ ନୋଟିସ୍ ଜାରି କଲା କ୍ରୀଡ଼ା ବିଭାଗ

FNN WEB

FNN WEB

Next Post
ବାରବାଟୀରେ ଫ୍ଲଡ୍ ଲାଇଟ୍ ବନ୍ଦ ବିଭ୍ରାଟ ଘଟଣା: ଓସିଏକୁ କାରଣ ଦର୍ଶାଅ ନୋଟିସ୍ ଜାରି କଲା କ୍ରୀଡ଼ା ବିଭାଗ

ବାରବାଟୀରେ ଫ୍ଲଡ୍ ଲାଇଟ୍ ବନ୍ଦ ବିଭ୍ରାଟ ଘଟଣା: ଓସିଏକୁ କାରଣ ଦର୍ଶାଅ ନୋଟିସ୍ ଜାରି କଲା କ୍ରୀଡ଼ା ବିଭାଗ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
Jindal Foundation Marks Seva Diwas with Acts of Compassion and Care

Jio Platforms IPO Creates History: First IPO to Cross 1 Crore Applications and Counting, Bidding Open Till 7 PM Today

October 23, 2026
Jindal Foundation Marks Seva Diwas with Acts of Compassion and Care

Jindal Foundation Marks Seva Diwas with Acts of Compassion and Care

October 23, 2026
୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

Jindal Foundation Marks Seva Diwas with Acts of Compassion and Care

Jio Platforms IPO Creates History: First IPO to Cross 1 Crore Applications and Counting, Bidding Open Till 7 PM Today

October 23, 2026
Jindal Foundation Marks Seva Diwas with Acts of Compassion and Care

Jindal Foundation Marks Seva Diwas with Acts of Compassion and Care

October 23, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.