• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଆସନ୍ତା ୨୪ରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ

FNN WEB by FNN WEB
April 22, 2024
in ଓଡ଼ିଶା, ମୁଖ୍ୟ ଖବର, ରାଜନୀତି
0
ଆସନ୍ତା ୨୪ରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
0
SHARES
0
VIEWS

ଭୁବନେଶ୍ବର: ଆସନ୍ତା ୨୪ରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିବେ ମୁଖ୍ଯମନ୍ତ୍ରୀ ତଥା ବିଜେଡିର ଶୀର୍ଷ ତାରକା ପ୍ରଚାରକ ନବୀନ ପଟ୍ଟନାୟକ। ନିଜର ପାରମ୍ପରିକ ଆସନରୁ ଚଳିତ ନିର୍ବାଚନ ପାଇଁ ସେହିଦିନଠାରୁ ବିଧିବଦ୍ଧ ପ୍ରଚାର ଆରମ୍ଭ କରିବେ ସିଏମ। ତାଙ୍କ ସହ ଫାଇଭ-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବି ହିଞ୍ଜିଳି ଗସ୍ତ କରିବେ ବୋଲିସ ସୂଚନା ମିଳିଛି। ୨୪ ତାରିଖ ସକାଳ ସାଢ଼େ ୧୦ଟାରେ ହିଞ୍ଜିଳିରେ ଆୟୋଜିତ ଏକ ଜନସଭାରେ ମୁଖ୍ୟମନ୍ତ୍ରୀ ସମ୍ବୋଧନ କରିବେ। ସାଢ଼େ ୧୧ଟାରେ ଶେରଗଡ଼ରେ ବି ସେ ଉଦବୋଧନ ଦେବେ। ଆସନ୍ତା ୩୦ ତାରିଖରେ ହିଞ୍ଜିଳି ବିଧାନସଭା ଆସନ ଲାଗି ମୁଖ୍ଯମନ୍ତ୍ରୀ ନିଜର ପ୍ରାର୍ଥିପତ୍ର ଦାଖଲ କରିବେ।

ସେହିଦିନ ସେ ତାରାତାରିଣୀ ଦର୍ଶନ କରିବେ ଏବଂ ପ୍ରାର୍ଥିପତ୍ର ଦାଖଲ ପରେ ଚିକିଟିରେ ଏକ ସମାବେଶକୁ ସମ୍ବୋଧିତ କରିବେ। ୧ ତାରିଖରେ ବ୍ରହ୍ମପୁର ଲୋକସଭା ଆସନ ଅନ୍ତର୍ଗତ ଖଲ୍ଲିକୋଟ, ଦିଗପହଣ୍ଡି, ଛତ୍ରପୁର ଓ ଆସ୍କା ଲୋକସଭା ଆସନ ଅନ୍ତର୍ଗତ କବିସୂର୍ଯ୍ୟନଗରରେ ନିର୍ବାଚନ ପ୍ରଚାର କରିବେ। ୩ ତାରିଖରେ କନ୍ଧମାଳ ଲୋକସଭା ଆସନ ଅନ୍ତର୍ଗତ ଭଞ୍ଜନଗର, ଆସ୍କା ଲୋକସଭା ଆସନ ଅନ୍ତର୍ଗତ ପୋଲସରା, ସାନଖେମୁଣ୍ଡି ଓ ସୋରଡାରେ ପ୍ରଚାର କରିବେ। ସେହିପରି ୬ ତାରିଖରେ ବ୍ରହ୍ମପୁର ଲୋକସଭା ଅନ୍ତର୍ଗତ ଗୋପାଳପୁର ଓ ଆସ୍କା ଲୋକସଭା ଆସନ ଅନ୍ତର୍ଗତ ଆସ୍କାରେ ଦୁଇଟି କାର୍ଯ୍ୟକ୍ରମରେ ସାମିଲ ହେବେ। ୭ ତାରିଖରେ ଶେରଗଡ଼, ହିଞ୍ଜିଳି,ବ୍ରହ୍ମପୁରରରେ ୩ଟି ରୋଡସୋରେ ଯୋଗଦେବେ। ୯ ତାରିଖରେ ଗୋପାଳପୁରରେ ଏକ ରୋଡସୋରେ ମୁଖ୍ଯମନ୍ତ୍ରୀ ଯୋଗଦେବେ। ସମସ୍ତ କାର୍ଯ୍ୟକ୍ରମରେ ଫାଇଭ-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ସାମିଲ ହେବେ। ରାଜ୍ଯ ସରକାରଙ୍କ ବିକାଶମୂଳକ କାର୍ଯ୍ୟ ତଥା ଫାଇଭ-ଟି ଅଧୀନରେ ଚାଲିଥିବା ରୂପାନ୍ତରଣ ରାଜ୍ଯରେ ମୁଖ୍ଯମନ୍ତ୍ରୀଙ୍କ ଲୋକପ୍ରିୟତାକୁ ବଢ଼ାଇଛି। ଚବିଶ ନିର୍ବାଚନ ଲାଗି ମୁଖ୍ଯମନ୍ତ୍ରୀ ପ୍ରଚାର ମଇଦାନକୁ ଓହ୍ଲାଇବା ଦଳରେ ଉତ୍ସାହ ସୃଷ୍ଟି କରିଛି।

Previous Post

ଆସନ୍ତା ୨୮ରେ ଓଡିଶା ଆସିପାରନ୍ତି ରାହୁଲ ଗାନ୍ଧୀ

Next Post

ରତନ ଟାଟାଙ୍କୁ ସମ୍ମାନଜନକ କିସ୍‍ ହ୍ୟୁମାନିଟାରିଆନ୍‍ ସମ୍ମାନ-୨୦୨୧

FNN WEB

FNN WEB

Next Post
ରତନ ଟାଟାଙ୍କୁ ସମ୍ମାନଜନକ କିସ୍‍ ହ୍ୟୁମାନିଟାରିଆନ୍‍ ସମ୍ମାନ-୨୦୨୧

ରତନ ଟାଟାଙ୍କୁ ସମ୍ମାନଜନକ କିସ୍‍ ହ୍ୟୁମାନିଟାରିଆନ୍‍ ସମ୍ମାନ-୨୦୨୧

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

March 5, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.