• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ବଜେଟ ଅଧିବେଶନ ପୂର୍ବରୁ ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

FNN WEB by FNN WEB
February 12, 2025
in ଓଡ଼ିଶା, ମୁଖ୍ୟ ଖବର
0
ବଜେଟ ଅଧିବେଶନ ପୂର୍ବରୁ ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ
0
SHARES
7
VIEWS

ଭୁବନେଶ୍ବର: ବିଧାନସଭା ବଜେଟ ଅଧିବେଶନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜଭବନରେ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତିଙ୍କୁ ଏକ ସୌଜନ୍ୟ ମୂଳକ ସାକ୍ଷତ କରିଛନ୍ତି। ବଜେଟ ଅଧିବେଶନ ପ୍ରଥମ ଦିନରେ ରାଜ୍ୟପାଳ ନିଜର ଅଭିଭାଷଣ ରଖିବେ। ସେ ରାଜ୍ୟର ବିକାଶ ଓ ଅଭିବୃଦ୍ଧିର ଚିତ୍ର ରଖିବେ। ଆଗାମୀ ଦିନରେ ରାଜ୍ୟ ସରକାରଙ୍କ ବିକଶିତ ଓଡିଶାର ନକ୍ସା ମଧ୍ୟ ଉପସ୍ଥାପନ କରି‌ବେ। ଆସନ୍ତାକାଲି ୧୩ ଫେବ୍ରୁୟାରିଠାରୁ ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ ହେବ। ବଜେଟ ଅଧିବେଶନରେ ୨୮ଟି କାର୍ଯ୍ୟଦିବସ ରହିଛି। ବଜେଟ ଅଧିବେଶନ ଦୁଇଟି ପର୍ଯ୍ୟାୟରେ ଚାଲିବ। ଫେବ୍ରୁଆରି ୧୩ରୁ ୨୧ ତାରିଖ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ଏବଂ ମାର୍ଚ୍ଚ ୭ରୁ ଏପ୍ରିଲ୍ ୫ ତାରିଖ ପର୍ଯ୍ୟନ୍ତ ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନ ହେବ।

ଫେବ୍ରୁଆରି ୧୭ ତାରିଖରେ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ ହେବ। ଅର୍ଥ ବିଭାଗ ଦାୟିତ୍ବରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦ୍ବିତୀୟ ଥର ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍‌ ଉପସ୍ଥାପନ କରିବେ। ଫେବ୍ରୁଆରି ୧୩ ତାରିଖରେ ରାଜ୍ୟପାଳଙ୍କ ଅଭିଭାଷଣ ସହ ଅଧିବେଶନ ଆରମ୍ଭ ହେବ। ଫେବ୍ରୁଆରି ୧୪ ଓ ୧୫ ତାରିଖରେ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଆସିଥିବା ଧନ୍ୟବାଦ ପ୍ରସ୍ତାବ ଉପରେ ଆଲୋଚନା ହେବ। ମାର୍ଚ୍ଚ ୭ ତାରିଖରେ ବିଭିନ୍ନ ବିଭାଗୀୟ ଷ୍ଟାଣ୍ଡିଂ କମିଟିର ରିପୋର୍ଟ ଉପସ୍ଥାପନ ହେବ। ମାର୍ଚ୍ଚ ୧୦ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ ବଜେଟ୍ ଉପରେ ଆଲୋଚନା ହେବ। ମାର୍ଚ୍ଚ ୨୯ ତାରିଖରେ ବ୍ୟୟମଞ୍ଜୁରୀ ବିଲ୍ ପାରିତ ହେବ।

Previous Post

ସମଗ୍ର ଦେଶରେ ପ୍ରଥମ: ଦଶମ ଓ ଦ୍ୱାଦଶରେ କିସ୍‍ରୁ ରେକର୍ଡ଼ ସଂଖ୍ୟକ ପରୀକ୍ଷାର୍ଥୀ

Next Post

‘ଆମେ ଏପରି ଜ୍ଞାନ ସୃଷ୍ଟି କରିବା ଯାହା ବିଶ୍ୱକୁ ସକାରାତ୍ମକ ଭାବେ ରୂପାନ୍ତରିତ କରିବ’

FNN WEB

FNN WEB

Next Post
‘ଆମେ ଏପରି ଜ୍ଞାନ ସୃଷ୍ଟି କରିବା ଯାହା ବିଶ୍ୱକୁ ସକାରାତ୍ମକ ଭାବେ ରୂପାନ୍ତରିତ କରିବ’

‘ଆମେ ଏପରି ଜ୍ଞାନ ସୃଷ୍ଟି କରିବା ଯାହା ବିଶ୍ୱକୁ ସକାରାତ୍ମକ ଭାବେ ରୂପାନ୍ତରିତ କରିବ’

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.