• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ଉପରେ ଆକ୍ରମଣ ବିଜେପିର ପ୍ରାୟୋଜିତ କାର୍ଯ୍ୟକ୍ରମ ଥିଲା: ବିଜେଡି

FNN WEB by FNN WEB
February 13, 2025
in ଓଡ଼ିଶା, ମୁଖ୍ୟ ଖବର
0
ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ଉପରେ ଆକ୍ରମଣ ବିଜେପିର ପ୍ରାୟୋଜିତ କାର୍ଯ୍ୟକ୍ରମ ଥିଲା: ବିଜେଡି
0
SHARES
2
VIEWS

ଗୃହ ମନ୍ତ୍ରାଳୟ ଦାୟିତ୍ୱରେ ଥିବା ମୁଖ୍ୟମନ୍ତ୍ରୀ ସ୍ପଷ୍ଟୀକରଣ ଦିଅନ୍ତୁ

ଭୁବନେଶ୍ୱର: ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ୮ ଥରର ନିର୍ବାଚିତ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ଉପରେ ଗତ କାଲି ହୋଇଥିବା ଆକ୍ରମଣ ବିଜେପିର ଏକ ପ୍ରାୟୋଜିତ କାର୍ଯ୍ୟକ୍ରମ ଥିଲା। ଆଠ ଆଠ ଥର ନିର୍ବାଚିତ ହୋଇଥିବା ଓ ଚଳିତ ବିଧାନସଭାର ପ୍ରୋଟେମ୍‌ ବାଚସ୍ପତି ଦାୟିତ୍ୱ ତୁଲାଇଥିବା ଶ୍ରୀ ସ୍ୱାଇଁଙ୍କ ଉପରେ ଏକ ପ୍ରାୟୋଜିତ ଆକ୍ରମଣ କରାଇବା ବିଜେପିର ରୁଗ୍‌ଣ ମାନସିକତାକୁ ଦର୍ଶାଇବା ସହ ରାଜ୍ୟର ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ପ୍ରତି ଅଙ୍ଗୁଳି ନିର୍ଦ୍ଦେଶ କରୁଛି ବୋଲି ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ବରିଷ୍ଠ ମିଡ଼ିଆ ସଂଯୋଜକ ପ୍ରତାପ ଜେନା ଶଙ୍ଖ ଭବନ ଠାରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ କହିଛନ୍ତି।

ଶ୍ରୀ ଜେନା କହିଥିଲେ, ତିଗିରିଆ ବ୍ଲକର ପଞ୍ଚାୟତ ସମିତି ବୈଠକରେ ଯୋଗ ଦେଇ ଆଠଗଡ଼ର ବିଧାୟକ ଶ୍ରୀ ସ୍ୱାଇଁ ଫେରୁଥିବା ସମୟରେ ତାଙ୍କ ଉପରେ ଏହି ପ୍ରାୟୋଜିତ ଆକ୍ରମଣ ହୋଇଥିଲା। ଦୁଃଖ ଓ ପରିତାପର ବିଷୟ ଯେ, ଜଣେ ବରିଷ୍ଠ ବିଧାୟକଙ୍କୁ ସୁରକ୍ଷା ପ୍ରଦାନ କରିବାରେ ସରକାର ବିଫଳ ହୋଇଛନ୍ତି। ଏହି ଘଟଣାକୁ ବିଜୁ ଜନତା ଦଳ ଦୃଢ଼ ନିନ୍ଦା କରୁଛି।

ରାଜ୍ୟର ଗୃହ ମନ୍ତ୍ରାଳୟର ଦାୟିତ୍ୱ ତୁଲାଉଥିବା ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ବିଷୟରେ ସ୍ପଷ୍ଟୀକରଣ ରଖନ୍ତୁ ବୋଲି ବିଜୁ ଜନତା ଦଳ ଦାବୀ କରୁଛି। ତାଛଡା, ଜଣେ ବିଧାୟକଙ୍କ ଉପରେ ହୋଇଥିବା ଆକ୍ରମଣ ଉପରେ ବିଧାନସଭାର ଅଧ୍ୟକ୍ଷ ତଥା ବାଚସ୍ପତି ମହୋଦୟ ମଧ୍ୟ ଉପଯୁକ୍ତ ପଦକ୍ଷେପ ନିଅନ୍ତୁ ବୋଲି ପ୍ରତାପ ଜେନା କହିଥିଲେ।

ଆଜି ପୁଣି ଖୁଣ୍ଟୁଣୀ ପଞ୍ଚାୟତ ଅଫିସରେ ପିଇଓଙ୍କ ଉପରେ ବିଜେପି କର୍ମୀମାନେ ମରଣାନ୍ତକ ଆକ୍ରମଣ କରିଛନ୍ତି। ଏହି ଘଟଣାକୁ ମଧ୍ୟ ବିଜୁ ଜନତା ଦଳ ଦୃଢ଼ ନିନ୍ଦା କରୁଛି। ଅପରପକ୍ଷରେ, ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହୋଇ ପଡିଛି, ସେଥିପାଇଁ ସରକାରଙ୍କ ନିଘା ନାହିଁ। ରାଜ୍ୟରେ ହତ୍ୟା, ଦୁଷ୍କର୍ମ, ଗଣ ଦୁଷ୍କର୍ମ, ଚୋରି ଓ ରାହାଜାନି ଭଳି ଘଟଣା ବୃଦ୍ଧି ଘଟିଛି। ବିଭିନ୍ନ ଅପରାଧରେ ସମ୍ପୃକ୍ତ ଥିବା ବିଜେପି କର୍ମୀ ମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନନେବା ପାଇଁ ସରକାରଙ୍କ ତରଫରୁ ପୋଲିସ ଉପରେ ଚାପ ପଡୁଛି, ଯେଉଁ କାରଣରୁ ପୋଲିସ ସ୍ୱାଧୀନ ଭାବେ କାର୍ଯ୍ୟ କରି ପାରୁ ନାହାନ୍ତି ବୋଲି ଶ୍ରୀ ଜେନା କହିଥିଲେ।

Previous Post

ନ୍ୟାୟ କରିବା ଦ୍ବାରା ସମାଜରେ ଶାନ୍ତି ଶୃଙ୍ଖଳା ପ୍ରତିଷ୍ଠା ହୁଏ

Next Post

ବଲାଙ୍ଗୀର ଜିଲ୍ଲାର ଜଳସେଚନ ପ୍ରକଳ୍ପର ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ

FNN WEB

FNN WEB

Next Post
ବଲାଙ୍ଗୀର ଜିଲ୍ଲାର ଜଳସେଚନ ପ୍ରକଳ୍ପର ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ

ବଲାଙ୍ଗୀର ଜିଲ୍ଲାର ଜଳସେଚନ ପ୍ରକଳ୍ପର ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

March 5, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.