• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ବଲାଙ୍ଗୀର ଜିଲ୍ଲାର ଜଳସେଚନ ପ୍ରକଳ୍ପର ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ

FNN WEB by FNN WEB
February 13, 2025
in ଓଡ଼ିଶା, ମୁଖ୍ୟ ଖବର
0
ବଲାଙ୍ଗୀର ଜିଲ୍ଲାର ଜଳସେଚନ ପ୍ରକଳ୍ପର ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ
0
SHARES
1
VIEWS

ଧ୍ୟାର୍ଯ୍ୟ ସମୟ ମଧ୍ୟରେ ଶେଷ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର : ବଲାଙ୍ଗୀର ଜିଲ୍ଲାର ଜଳସେଚନ ପ୍ରକଳ୍ପ ଗୁଡ଼ିକର ସମୀକ୍ଷା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ । ଵିଶେଷ କରି Upper Lanth Irrigation ପ୍ରୋଜେକ୍ଟର ସମୀକ୍ଷା କରିଛନ୍ତି । ଏହି ପ୍ରକଳ୍ପର ଶିଳାନ୍ୟାସ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ବଲାଙ୍ଗୀର ଗସ୍ତ ସମୟରେ ହୋଇଥିଲା । ଏହି ପ୍ରକଳ୍ପ ହେବା ଦ୍ୱାରା ସଂପୃକ୍ତ ଅଂଚଳରେ ଜଳସେଚନର ଅସୁବିଧା ରହିବ ନାହିଁ ଏବଂ ଏହାର ସର୍ବୋଚ୍ଚ ସୁଫଳ ଚାଷୀ ଭାଇ ଭଉଣୀ ପାଇବେ । ଏହି ସମୀକ୍ଷା ବୈଠକରେ ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ ମଧ୍ୟ ଯୋଗଦେଇଥିଲେ । ଜମି ଅଧିଗ୍ରହଣ, ଡ୍ୟାମ ତିଆରି, ଅଫିସ କାର୍ଯ୍ୟାଳୟ ଇତ୍ୟାଦିର ପ୍ରତ୍ୟକ୍ଷ ତତ୍ତ୍ୱାବଧାନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ । ଏହି ପ୍ରକଳ୍ପର ଭୌଗଳିକ ରୂପରେଖ ନେଇ ବହୁ ଉପାଦେୟ ପରାମର୍ଶ ମଧ୍ୟ ପ୍ରଦାନ କରିବା ସହ ବିଶେଷକରି ଉନ୍ନୟନମୂଳକ ପ୍ରକଳ୍ପ କାର୍ଯ୍ୟର ସଫଳ ରୂପାୟନରେ ବାଧକ ସାଜୁଥିବା ଯେକୋୖଣସି ସମସ୍ୟା ଆପଣ ମାନେ ସିଧାସଳଖ ମୋ ସହ ଆଲୋଚନା କରିପାରିବେ ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ କହିଛନ୍ତି। ୨୦୨୭ ମସିହା ନଭେମ୍ବର ମାସ ସୁଦ୍ଧା ଏହି ପ୍ରକଳ୍ପ ଶେଷ ହେବ ବୋଲି ଆକଳନ କରାଯାଇଛି । ଏହି ସମୀକ୍ଷା ବୈଠକରେ ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଶ୍ରୀ ଚନ୍ଦ୍ରଶେଖର ପାଢ଼ୀ, ବଲାଙ୍ଗୀର ଜିଲ୍ଲାପାଳ ଶ୍ରୀ ଗୌରବ ଶିବାଜି ଇଶଲୱର ଓଏଲଆଇସି ଏମଡି ଶ୍ରୀ ଆଲୋକ କର ଓ ଜଳସମ୍ପଦ ବିଭାଗ ଅଧିକାରୀ ପ୍ରମୁଖ ଯୋଗଦେଇଥିଲେ ।

Previous Post

ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ଉପରେ ଆକ୍ରମଣ ବିଜେପିର ପ୍ରାୟୋଜିତ କାର୍ଯ୍ୟକ୍ରମ ଥିଲା: ବିଜେଡି

Next Post

ଓଡ଼ିଆ ଅସ୍ମିତାକୁ ପୁନର୍ଜୀବିତ କରିବା ଦିଗରେ ରାଜ୍ୟ ସରକାର କାମ କରୁଛନ୍ତି: ରାଜ୍ୟପାଳ

FNN WEB

FNN WEB

Next Post
ଓଡ଼ିଆ ଅସ୍ମିତାକୁ ପୁନର୍ଜୀବିତ କରିବା ଦିଗରେ ରାଜ୍ୟ ସରକାର କାମ କରୁଛନ୍ତି: ରାଜ୍ୟପାଳ

ଓଡ଼ିଆ ଅସ୍ମିତାକୁ ପୁନର୍ଜୀବିତ କରିବା ଦିଗରେ ରାଜ୍ୟ ସରକାର କାମ କରୁଛନ୍ତି: ରାଜ୍ୟପାଳ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

March 5, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.