• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home Uncategorized

ରାଜ୍ୟପାଳଙ୍କ ଅଭିଭାଷଣକୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ସମାଲୋଚନା

FNN WEB by FNN WEB
February 13, 2025
in Uncategorized
0
ମୁଁ ସମ୍ପୂର୍ଣ୍ଣ ସୁସ୍ଥ, ମୋ ସ୍ବାସ୍ଥ୍ୟ ନୁହେଁ ପ୍ରଧାନମନ୍ତ୍ରୀଙ୍କୁ ଭୋଟ ଚିନ୍ତା: ନବୀନ
0
SHARES
1
VIEWS

ଭୁବନେଶ୍ବର: ଆଜିଠାରୁ ଆରମ୍ଭ ହୋଇଛି ବିଧାନସଭା ବଜେଟ୍ ଅଧିବେଶନ । ରାଜ୍ୟପାଳଙ୍କ ଅଭିଭାଷଣରୁ ଅଧିବେଶନ ଆରମ୍ଭ ହୋଇଛି । ରାଜ୍ୟପାଳଙ୍କ ଅଭିଭାଷଣକୁ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ସମାଲୋଚନା କରିଛନ୍ତ । ନବୀନ କହିଛନ୍ତି ଯେ, ରାଜ୍ୟପାଳଙ୍କ ଅଭିଭାଷଣରେ ସରକାର କେବଳ ଶ୍ରେୟ ନେବାକୁ ଉଦ୍ୟମ କରିଛନ୍ତି । ବିଜେଡି ସରକାର ଅମଳର ସଫଳତାର ଶ୍ରେୟ ନେବାକୁ ଉଦ୍ୟମ କରିଛନ୍ତି । ହେଲେ ଅନେକ କଥା ସେମାନେ ଉଠାଇ ନାହାଁନ୍ତି । ଯେଉଁଠି ସେମାନେ ଫେଲ ମାରିଛନ୍ତି, ସେହି କ୍ଷେତ୍ର କଥା କହିନାହାଁନ୍ତି । ଆଇନ ଶୃଙ୍ଖଳା ହେଉ କିମ୍ବା ଦରବୃଦ୍ଧି, ବେକାରୀ ପ୍ରସଙ୍ଗ ସେମାନେ ଉଠାଇ ନାହାଁନ୍ତି ବୋଲି ସମାଲୋଚନା କରି କହିଛନ୍ତି ନବୀନ।

ଅନ୍ୟପଟେ ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ କହିଛନ୍ତି, ରାଜ୍ୟପାଳଙ୍କ ଅଭିଭାଷଣରେ କିଛି ନୂତନତ୍ବ ନାହିଁ । ରାଜ୍ୟବାସୀଙ୍କ ସ୍ବାର୍ଥ ସମ୍ବଳିତ ପ୍ରସଙ୍ଗ ନାହିଁ । ଯେଉଁ ସଫଳତା ବିଷୟରେ ରାଜ୍ୟପାଳ କହିଲେ ତାହା ନବୀନ ସରକାର ଅମଳରେ ହୋଇଥିଲା। ସେପଟେ ରାଜ୍ୟପାଳଙ୍କ ଅଭିଭାଷଣକୁ ସମାଲୋଚନା କରିଛି ବିଜେଡି । ଫମ୍ପା ମାଠିଆର ଶବଦ ବେଶୀ ବୋଲି କହି କଟାକ୍ଷ କରିଛନ୍ତି ବିଜେଡି ବିଧାୟକ ଅରୁଣ ସାହୁ । ସେ କହିଛନ୍ତି, ପୁରୁଣା କାମକୁ ନେଇ ରାଜ୍ୟ ସରକାର ବାହାଦୂରୀ ମାରୁଛନ୍ତି । ଲୋକମାନଙ୍କ ଲାଗି ଭାଷଣରେ କିଛିନାହିଁ । ବ୍ଲେମ ଗେମର ହୋଇଛି ରିପିଟି । ନବୀନ ସରକାରଙ୍କ ଅମଳରେ ଯାହା କିଛି ବିକାଶ ହୋଇଥିଲା ତାହାକୁ ନେଇ ପ୍ରଚାର କରୁଛନ୍ତି ବିଜେପି ସରକାର । ପୁରୁଣା କାମକୁ ରଙ୍ଗ ମାରି ସରକାର ବାହାଦୁରୀ ନେଉଛନ୍ତି । ସେହିପରି ବିଜେଡି ବିଧାୟକ ଗୌତମବୁଦ୍ଧ ଦାସ ମଧ୍ୟ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ରାଜ୍ୟ ସରକାରଙ୍କୁ ସମାଲୋଚନା କରିଛନ୍ତି ।

Previous Post

ଓଡ଼ିଆ ଅସ୍ମିତାକୁ ପୁନର୍ଜୀବିତ କରିବା ଦିଗରେ ରାଜ୍ୟ ସରକାର କାମ କରୁଛନ୍ତି: ରାଜ୍ୟପାଳ

Next Post

୨୦୨୯ ସୁଦ୍ଧା ରାଜ୍ୟରେ ଉତ୍ପାଦନ ହେବ ଦୈନିକ ୫ କୋଟି ଅଣ୍ଡା

FNN WEB

FNN WEB

Next Post
୨୦୨୯ ସୁଦ୍ଧା ରାଜ୍ୟରେ ଉତ୍ପାଦନ ହେବ ଦୈନିକ ୫ କୋଟି ଅଣ୍ଡା

୨୦୨୯ ସୁଦ୍ଧା ରାଜ୍ୟରେ ଉତ୍ପାଦନ ହେବ ଦୈନିକ ୫ କୋଟି ଅଣ୍ଡା

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

June 12, 2026
ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

June 11, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.