• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ରାଜ୍ୟରେ ଖୋଲିବ ୪୫,୦୦୦ ଶିଶୁବାଟିକା

FNN WEB by FNN WEB
February 17, 2025
in ଓଡ଼ିଶା, ମୁଖ୍ୟ ଖବର
0
ରାଜ୍ୟରେ ଖୋଲିବ ୪୫,୦୦୦ ଶିଶୁବାଟିକା
0
SHARES
2
VIEWS

ଭୁବନେଶ୍ବର: ଶିକ୍ଷା ହେଉଛି ସମାଜର ଦର୍ପଣ। ଶିକ୍ଷା ମାଧ୍ୟମରେ ହିଁ ସମାଜରେ ପରିବର୍ତ୍ତନ ଆଣି ହେବ। ଶିକ୍ଷା ଭିତ୍ତିଭୂମିକୁ ମଜବୁତ କରିବା ପାଇଁ ରାଜ୍ୟ ସରକାର ଆର୍ଥିକ ବର୍ଷ ୨୦୨୫-୨୬ରେ ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କ୍ଷେତ୍ରରେ ସରକାର ଆଗାମୀ ଆର୍ଥିକ ବର୍ଷରେ ୩୧,୦୦୦ କୋଟି ଟଙ୍କାର ବ୍ୟୟବରାଦ କରିଛନ୍ତି। ଏହି ବଜେଟ୍ ଗତ ବଜେଟ୍ ତୁଳନାରେ ୧୮ପ୍ରତିଶତ ଅଧିକ। ରାଜ୍ୟ ସରକାର ଆଗାମୀ ଶିକ୍ଷାବର୍ଷରୁ ଜାତୀୟ ଶିକ୍ଷା ନୀତି-୨୦୨୦ ଲାଗୁ କରିବାକୁ ଯାଉଛନ୍ତି। ସରକାରଙ୍କ ଲକ୍ଷ୍ୟ ରହିଛି ଯେ, ରାଜ୍ୟରେ ୪୫,୦୦୦ ଶିଶୁବାଟିକା ଖୋଲାଯିବ। ଏହା ପ୍ରାଥମିକ ବିଦ୍ୟାଳୟ ସହିତ ରହିବ।

ରାଜ୍ୟ ସରକାର ଆଗାମୀ ଆର୍ଥିକ ବର୍ଷରେ ଉଚ୍ଚଶିକ୍ଷା ପାଇଁ ମଧ୍ୟ ବଜେଟ୍‌ରେ ସ୍ଥାନ ଦେଇଛନ୍ତି। ବିଶ୍ବବିଦ୍ୟାଳୟ, ସରକାରୀ କଲେଜ, ବେସରକାରୀ ଅନୁଦାନପ୍ରାପ୍ତ କଲେଜର ଭିତ୍ତିଭୂମି ପାଇଁ ୩୭୫ କୋଟି ଟଙ୍କା ବ୍ୟୟ ବରାଦ କରିଛନ୍ତି। ପ୍ରଧାନମନ୍ତ୍ରୀ ଉଚ୍ଚତ୍ତର ଶିକ୍ଷା ଅଭିଯାନ ମାଧ୍ୟମରେ ଉଚ୍ଚଶିକ୍ଷାର ଉନ୍ନତି ପାଇଁ ଲକ୍ଷ୍ୟ ରଖାଯାଇଛି। ଏଥି ପାଇଁ ୬୭୦ କୋଟି ଟଙ୍କା ଅଟକଳ ରଖାଯାଇଛି। ରାଜ୍ୟର ୪ଟି ବିଶ୍ବବିଦ୍ୟାଳୟ (ବ୍ରହ୍ମପୁର, ରେଭେନ୍ସା, ସମ୍ବଲପୁର ଓ ବାରିପଦା)କୁ ଉନ୍ନୀତ କରାଯିବ। ଏଥି ପାଇଁ ୧୦୦ କୋଟି ଟଙ୍କା ଅନୁଦାନ ମିଳିବ।

ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରେତ୍ସାହନ ଯୋଜନା, ଇ-ମେଧାବୃତ୍ତି, ବ୍ୟାସକବି ଫକୀର ମୋହନ ଛାତ୍ରବୃତ୍ତି, ଗୋପବନ୍ଧୁ ଶିକ୍ଷା ସହାୟତା ଯୋଜନା, ଉତ୍ତମ ଛାତ୍ରବୃତ୍ତି ଯୋଜନା ମାଧ୍ୟମରେ ପିଲାଙ୍କୁ ବୃତ୍ତି ପ୍ରଦାନ କରାଯିବ। ଏଥି ପାଇଁ ମୋଟ ୧୦୫ କୋଟି ଟଙ୍କା ବ୍ୟୟ ବରାଦ ହୋଇଛି। ଗୋଦାବରୀଶ ବିଦ୍ୟାର୍ଥୀ ପ୍ରୋତ୍ସାହନ ଯୋଜନା ପାଇଁ ୧୦ କୋଟି, ଆମ ଗୌରବ ଆମ କଲେଜ ପାଇଁ ୧୦ କୋଟି ଓ ମୁଖ୍ୟମନ୍ତ୍ରୀ ଗବେଷଣା ଓ ନବସୃଜନ ଛାତ୍ରବୃତ୍ତି ପାଇଁ ୨୩ କୋଟି ଟଙ୍କା ବ୍ୟୟ ବରାଦ ହୋଇଛି। ରାଜ୍ୟର ୫ଟି ବିଶ୍ବବିଦ୍ୟାଳୟରେ ଉତ୍କର୍ଷ କେନ୍ଦ୍ର ପ୍ରତିଷ୍ଠା ହେବ। ସରକାର ଅନୁସୂଚିତ ଜାତି, ଜନଜାତି ଓ ପଛୁଆ ବର୍ଗର ଛାତ୍ରଛାତ୍ରୀଙ୍କ ପାଇଁ ୧୪୨୬ କୋଟି ଟଙ୍କାର ଛାତ୍ରବୃତ୍ତି ପ୍ରଦାନ କରିବେ। ସେହିପରି ସରକାର ସହିଦ ମାଧୋ ସିଂହ ହାତ ଖର୍ଚ୍ଚ ଯୋଜନା ଓ ଅନ୍ବେଷା ଯୋଜନା ପାଇଁ ମଧ୍ୟ ବଜେଟ୍‌ରେ ଗୁରୁତ୍ବ ଦେଇଛନ୍ତି।

Previous Post

ରାଜ୍ୟ ବଜେଟ୍ : କୃଷି ପାଇଁ ୩୭,୮୩୮ କୋଟିର ବ୍ୟୟ ବରାଦ

Next Post

‘ନକ୍ସା’ ଯୋଜନାର ଶୁଭାରମ୍ଭ କଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ

FNN WEB

FNN WEB

Next Post
‘ନକ୍ସା’ ଯୋଜନାର ଶୁଭାରମ୍ଭ କଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ

'ନକ୍ସା' ଯୋଜନାର ଶୁଭାରମ୍ଭ କଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.