• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଖରା ଛୁଟିରେ ଛାତ୍ରଛାତ୍ରୀ କରିବେ ହଲିଡେ’ ହୋମ୍‌ୱାର୍କ, ରୋଷ୍ଟର୍‌ ଡ୍ୟୁଟିରେ ଶିକ୍ଷକ

FNN WEB by FNN WEB
April 24, 2024
in ଓଡ଼ିଶା, ମୁଖ୍ୟ ଖବର
0
ଖରା ଛୁଟିରେ ଛାତ୍ରଛାତ୍ରୀ କରିବେ ହଲିଡେ’ ହୋମ୍‌ୱାର୍କ, ରୋଷ୍ଟର୍‌ ଡ୍ୟୁଟିରେ ଶିକ୍ଷକ
0
SHARES
1
VIEWS

ଭୁବନେଶ୍ୱର : ଆସନ୍ତାକାଲି ଅର୍ଥାତ ଗୁରୁବାରଠାରୁ ରାଜ୍ୟରେ ଗ୍ରୀଷ୍ମ ଛୁଟି ଆରମ୍ଭ ହେବାକୁ ଯାଉଛି। ସମସ୍ତ ସରକାରୀ ଓ ଅନୁଦାନପ୍ରାପ୍ତ ବିଦ୍ୟାଳୟଗୁଡ଼ିକ ଆଗୁଆ ଗ୍ରୀଷ୍ମ ଛୁଟି ପାଇଁ ସରକାର ଘୋଷଣା କରିଛନ୍ତି। ଏହି ସମୟରେ ସ୍କୁଲର ସମସ୍ତ କାର୍ଯ୍ୟ ରାଜ୍ୟ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ, ରାଜ୍ୟ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ଏବଂ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ପରିଚାଳନା କରାଯିବ। ଏଥିପାଇଁ ଗଣଶିକ୍ଷା ବିଭାଗ ସ୍ୱତନ୍ତ୍ର ଯୋଜନା ପ୍ରସ୍ତୁତ କରିଛି। ଏନେଇ ଆଜି ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସମସ୍ତ ଜିଲା ଶିକ୍ଷାଧିକାରୀଙ୍କୁ ଚିଠି କରାଯାଇଛି।

ଗ୍ରୀଷ୍ମ ଛୁଟିରେ ଛାତ୍ରଛାତ୍ରଙ୍କୁ ବିବିଧ ବିଷୟଭିତ୍ତିକ କାର୍ଯ୍ୟ ତଥା ନିଜର ଦକ୍ଷତା ଓ କୌଶଳର ଅଭିବୃଦ୍ଧି ପାଇଁ କେତେକ ଅବସରକାଳୀନ ଗୃହକାର୍ଯ୍ୟ(ହଲିଡେ ହୋମୱର୍କ) ପ୍ରତିବର୍ଷ ଦିଆଯାଉଛି। ଏହାଦ୍ୱାରା ଛାତ୍ରଛାତ୍ରୀମାନେ ନିଜର ସମୟକୁ ଉପଯୁକ୍ତ ଭାବେ ବିନିଯୋଗ କରିବା ସହ ପୂର୍ବ ଶ୍ରେଣୀର ଧାରଣାଗୁଡ଼ିକୁ ଦୃଢ଼ୀକରଣ କରିବା ଓ କିଛି ମାତ୍ରାରେ ନୂତନ ଶ୍ରେଣୀର ପାଠକୁ ଶିଖିବାର ସହାୟକ ହୋଇପାରିବ। ଏହି ଅବକାଶକାଳୀନ ଗୃହକାର୍ଯ୍ୟକୁ ରିସୋର୍ସ ଟିଚର ପ୍ରସ୍ତୁତ କରିବେ ଏବଂ ପ୍ରଧାନ ଶିକ୍ଷକ ସମସ୍ତ ଛାତ୍ରୀଛାତ୍ରଙ୍କୁ ବଣ୍ଟନ କରିବେ। ଛାତ୍ରୀଛାତ୍ରଙ୍କର କୌଣସି ବିଷୟରେ ଦ୍ୱନ୍ଦ୍ୱ ଥିଲେ, ସେମାନେ ବିଷୟଭିତ୍ତିକ ଶିକ୍ଷକ ବା ଶ୍ରେଣୀ ଶିକ୍ଷକଙ୍କୁ ଟେଲିଫୋନ ଯୋଗେ ସେମାନଙ୍କର ସନ୍ଦେହ ଦୂର କରିପାରିବେ। ଗ୍ରୀଷ୍ମ ଛୁଟି ସମୟରେ ଛାତ୍ରୀଛାତ୍ରମାନେ କିପରି ସ୍ୱପଠନ କରିବେ, ସେଥିପାଇଁ ବିଷୟଭିତ୍ତିକ ଶିକ୍ଷକ ବା ଶ୍ରେଣୀ ଶିକ୍ଷକମାନେ ଛାତ୍ରୀଛାତ୍ର/ଅଭିଭାବକଙ୍କ ସହ ଆଲୋଚନା କରିବେ।

ଅପରପକ୍ଷେ, ପୂରା ଗ୍ରୀଷ୍ମ ଛୁଟିରେ ଶିକ୍ଷକ, ଜୁନିଅର ଆସିଷ୍ଟାଣ୍ଟ ଏବଂ ପିଅନମାନେ ରୋଷ୍ଟର ଡ୍ୟୁଟି କରିବେ। ସ୍କୁଲରେ ରୋଷ୍ଟର୍‌ ଡ୍ୟୁଟି ପାଇଁ ଏକ ରେଜିଷ୍ଟର କରାଯିବ। ବର୍ତ୍ତମାନ ସ୍କୁଲରେ ନାମଲେଖା ଚାଲିଛି। ଏହି ପ୍ରକ୍ରିୟା ଶେଷ ହେବା ପର୍ଯ୍ୟନ୍ତ ସକାଳ ସାଢ଼େ ୬ଟାରୁ ସାଢ଼େ ୧୦ଟା ପର୍ଯ୍ୟନ୍ତ ଅଫିସ୍‌ ଖୋଲା ରହିବ। ସ୍କୁଲର ସମ୍ପତ୍ତି ଯେପରିକି ଲାଇବ୍ରେରୀ, ସ୍ମାର୍ଟ କ୍ଲାସରୁମ ଇତ୍ୟାଦି ଉପରେ ରୋଷ୍ଟର ଡ୍ୟୁଟିରେ ଥିବା କର୍ମଚାରୀମାନେ ନଜର ରଖିବେ। କୌଣସି ପ୍ରାକୃତିକ ବିପର୍ଯ୍ୟୟ (କାଳବୈଶାଖୀ ଇତ୍ୟାଦି) ହେଲେ ରୋଷ୍ଟର୍‌ ଡ୍ୟୁଟିରେ ଥିବା କର୍ମଚାରୀ ସ୍କୁଲ ଯାଇ ତଦାରଖ କରିବେ। ସ୍କୁଲ ଖୋଲିବା ପୂର୍ବରୁ ପ୍ରଧାନ ଶିକ୍ଷକ ଏବଂ ଅନ୍ୟ କର୍ମଚାରୀମାନେ ସ୍କୁଲର ପରିମଳ ଏବଂ ସୁରକ୍ଷା ଦିଗ ପ୍ରତି ଦୃଷ୍ଟି ଦେବାକୁ ନିର୍ଦ୍ଦେଶ ଦିଆଯାଇଛି।

Previous Post

ରତନ ଟାଟାଙ୍କୁ ସମ୍ମାନଜନକ କିସ୍‍ ହ୍ୟୁମାନିଟାରିଆନ୍‍ ସମ୍ମାନ-୨୦୨୧

Next Post

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆପଣଙ୍କ ସାଥିରେ ଅଛନ୍ତି, ମୁଁ ନିମିତ୍ତ ମାତ୍ର: ପ୍ରଣବ ପ୍ରକାଶ

FNN WEB

FNN WEB

Next Post
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆପଣଙ୍କ ସାଥିରେ ଅଛନ୍ତି, ମୁଁ ନିମିତ୍ତ ମାତ୍ର: ପ୍ରଣବ ପ୍ରକାଶ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆପଣଙ୍କ ସାଥିରେ ଅଛନ୍ତି, ମୁଁ ନିମିତ୍ତ ମାତ୍ର: ପ୍ରଣବ ପ୍ରକାଶ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

March 5, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.