• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ପଶ୍ଚିମ ଓଡ଼ିଶା ବିକାଶ ପାଇଁ ଖର୍ଚ୍ଚ ହୋଇଛି ୧୫୦ କୋଟି: ମୁଖ୍ୟମନ୍ତ୍ରୀ

FNN WEB by FNN WEB
February 20, 2025
in ଓଡ଼ିଶା, ମୁଖ୍ୟ ଖବର
0
ଅଗ୍ନିବୀରଙ୍କୁ ରାଜ୍ୟର ୟୁନିଫର୍ମ ସେବାରେ ମିଳିବ ୧୦% ସଂରକ୍ଷଣ: ମୁଖ୍ୟମନ୍ତ୍ରୀ
0
SHARES
1
VIEWS


ଭୁବନେଶ୍ବର: ପଶ୍ଚିମ ଓଡ଼ିଶା ବିକାଶ ପାଇଁ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଗଠନ ହୋଇଛି ପ୍ରାପ୍ତ ତଥ୍ୟ ଅନୁସାରେ ପଶ୍ଚିମ ଓଡ଼ଶା ବିକାଶ ପରିଷଦ ପାଣ୍ଠିରୁ ମଞ୍ଜୁର ହୋଇଥିବା ପ୍ରକଳ୍ପ ଗୁଡିକ ପାଇଁ ୨୦୨୪-୨୫ର କାର୍ଯ୍ୟାନ୍ବୟନ ପାଇଁ ମୋଟ ୧୫୦,୮୪,୬୪,୦୪୮ ଟଙ୍କା ଖର୍ଚ୍ଚ ହୋଇଛି ବୋଲି ଏକ ଅଣତାରକା ପ୍ରଶ୍ନର ଉତ୍ତରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ପ୍ରଦାନ କରିଛନ୍ତି। ପଶ୍ଚିମ ଓଡିଶା ବିକାଶ ପାଇଁ ପଶ୍ଚିମ ଓଡିଶା ବିକାଶ ପରିଷଦ ଗଠନ ହୋଇଛି । ପଶ୍ଚିମ ଓଡିଶା ବିକାଶ ପରିଷଦ ପାଣ୍ଠିରୁ ଆର୍ଥିକ ବର୍ଷ ୨୦୨୪-୨୫ବର୍ଷରେ କେଉଁ ପ୍ରକଳ୍ପ ପାଇଁ କେତେ ଅର୍ଥ ଆଜି ପର୍ଯ୍ୟନ୍ତ ଖର୍ଚ୍ଚ ହୋଇଛି ବୋଲି ଲାଞ୍ଜିଗଡ଼ ବିଧାୟକ ପ୍ରଦୀପ କୁମାର ଦିଶାରୀ ଏକ ଅଣତାରକା ପ୍ରଶ୍ନ ପଚାରିଥିଲେ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପଶ୍ଚିମ ଓଡ଼ିଶାର ୧୦ଟି ଜିଲ୍ଲାରେ ଖର୍ଚ୍ଚ ହୋଇଥିବା ମୋଟ ଅର୍ଥ ମଧ୍ୟରୁ ଅନୁଗୁଳର ୨୫ଟି ପ୍ରକଳ୍ପରେ ୨,୮୦,୦୫,୨୫୮ ଟଙ୍କା ଖର୍ଚ୍ଚ ହୋଇଥିବାବେଳେ ବରଗଡ଼ର ୩୫୩ଟି ପ୍ରକଳ୍ପରେ ୨୯,୧୪,୪୫,୦୯୪ ଟଙ୍କା ଖର୍ଚ୍ଚ ହୋଇଛି। ସେହିପରି ବଲାଙ୍ଗୀର‌ର ୧୧୨ଟି ପ୍ରକଳ୍ପରେ ୭,୯୬,୭୭,୦୪୧ଟଙ୍କା, ବୌଦ୍ଧର ୭୫ଟି ପ୍ରକଳ୍ପରେ ୩,୩୭ ,୪୮,୭୨୭ ଟଙ୍କା, ଦେଓଗଡ଼ର ୧୦୨ଟି ପ୍ରକଳ୍ପରେ ୬,୫୬୪୩,୧୨୧ ଟଙ୍କା, ଝାରସୁଗୁଡାର ୧୬୧ ପ୍ରକଳ୍ପରେ ୯,୩୦,୮୮,୯୨୦ ଟଙ୍କା, କଳାହାଣ୍ଡିର ୨୪୫ ପ୍ରକଳ୍ପରେ ୧୪,୬୨,୨୩,୪୫୧ ଟଙ୍କା ଖର୍ଚ୍ଚ ହୋଇଛି। ସେହିପରି ନୂଆପଡ଼ାର ୧୭୯ଟି ପ୍ରକଳ୍ପରେ ୮,୯୮,୩୬,୦୫୦ ଟଙ୍କା ଖର୍ଚ୍ଚ ହୋଇଥିବାବେଳେ ସମ୍ବଲପୁରର ୧୬୬ଟି ପ୍ରକଳ୍ପରେ ୨୮,୧୫,୦୦,୬୫୫ ଟଙ୍କା, ସୁବର୍ଣ୍ଣପୁରର ୧୮୯ ପ୍ରକଳ୍ପରେ ୧୪,୩୨,୩୧,୧୨୬ଟଙ୍କା ଏବଂ ସୁନ୍ଦରଗଡ଼ର ୫୫୯ ପ୍ରକଳ୍ପରେ ୨୫,୬୦,୬୪,୫୯୮ ଟଙ୍କା ଖର୍ଚ୍ଚ ହୋଇଥିବା ମୁଖ୍ୟମନ୍ତ୍ରୀ ସୂଚନା ପ୍ରଦାନ କରିଛନ୍ତି।

Previous Post

ନବୀନଙ୍କୁ ଭେଟିଲେ ଅଭିନେତା ଦଲିପ ତାହିଲ

Next Post

୨୦୦ ୱିକେଟ କ୍ଲବ, ଭାରତୀୟଙ୍କ ମଧ୍ୟରେ ଶାମି ଦ୍ରୁତତମ

FNN WEB

FNN WEB

Next Post
୨୦୦ ୱିକେଟ କ୍ଲବ, ଭାରତୀୟଙ୍କ ମଧ୍ୟରେ ଶାମି ଦ୍ରୁତତମ

୨୦୦ ୱିକେଟ କ୍ଲବ, ଭାରତୀୟଙ୍କ ମଧ୍ୟରେ ଶାମି ଦ୍ରୁତତମ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.