• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

‘୨୦୨୪ରୁ ୩୪’ ଏହି ଦଶ ବର୍ଷ ହେବ ଯୁବଶକ୍ତିଙ୍କ ପାଇଁ ସୁବର୍ଣ୍ଣ ଯୁଗ : ନବୀନ ପଟ୍ଟନାୟକ

FNN WEB by FNN WEB
April 24, 2024
in ଓଡ଼ିଶା, ମୁଖ୍ୟ ଖବର, ରାଜନୀତି
0
‘୨୦୨୪ରୁ ୩୪’ ଏହି ଦଶ ବର୍ଷ ହେବ ଯୁବଶକ୍ତିଙ୍କ ପାଇଁ ସୁବର୍ଣ୍ଣ ଯୁଗ : ନବୀନ ପଟ୍ଟନାୟକ
0
SHARES
1
VIEWS

ବ୍ରହ୍ମପୁର/ଭୁବନେଶ୍ବର : ଯୁବଶକ୍ତି ଆଗେଇଲେ ଆଗେଇବ ଦେଶ। ପ୍ରତିଟି ଦେଶ ତଥା ରାଜ୍ୟର ପ୍ରଗତି ପଛରେ ରହୁଛି ଯୁବଶକ୍ତିଙ୍କ ବଡ ଭୂମିକା। ସାରା ବିଶ୍ୱକୁ ଓଡ଼ିଶାର ଯୁବଶକ୍ତିଙ୍କ ସାମର୍ଥ୍ୟ ଦେଖାଇବା ପାଇଁ ଆମ ସରକାର ଉଦ୍ୟମ ଆରମ୍ଭ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ନିର୍ବାଚନ ପ୍ରଚାରରେ କହିଛନ୍ତି।

ଚଳିତ ନିର୍ବାଚନ ପାଇଁ ଆଜିଠୁ ପ୍ରଚାର ଆରମ୍ଭ କରିଥିବା ନବୀନ ପଟ୍ଟନାୟକ ନିଜ ନିର୍ବାଚନ ମଣ୍ଡଳୀର ସମରଝୋଳ ଓ ଶେରଗଡରେ ଦୁଇଟି ଜନସଭାକୁ ସମ୍ବୋଧନ କରି କହିଛନ୍ତି ‘୨୦୨୪ରୁ ୨୦୩୪ ହେବ ଓଡ଼ିଶାର ଦଶକ’ ଏହି ଦଶ ବର୍ଷ ଯୁବଶକ୍ତିଙ୍କ ପାଇଁ ସୁବର୍ଣ୍ଣ ଯୁଗ ହେବ। ପ୍ରଥମ ଥର ପାଇଁ ରାଜ୍ୟରେ ୟୁଥ୍‌ ବଜେଟ୍‌ କରାଯିବ। ଯାହା ରାଜ୍ୟର ଯୁବପିଢିଙ୍କ ସ୍ୱପ୍ନ ପୂରଣ କରିବା ସହ ସେମାନଙ୍କୁ ସଶକ୍ତ କରିବା ଦିଗରେ ଖର୍ଚ୍ଚ କରାଯିବ। ଏହି ୟୁଥ୍‌ ବଜେଟ୍‌ ପ୍ରସ୍ତୁତ କରିବାରେ ସାରା ବିଶ୍ୱରେ ଓଡିଶା ହେବ ପ୍ରଥମ ରାଜ୍ୟ।

ବିଶାଳ ଜନସଭାକୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ ସାଢେ ୪ କୋଟି ଭାଇ ଭଉଣୀ ମୋ ପରିବାର ମୋ ପରିବାର, ସେମାନଙ୍କ କଲ୍ୟାଣ ପାଇଁ ମୁଁ କାମ କରି ଆସିଛି । ଆପଣ ମାନଙ୍କ ସହଯୋଗ ପାଇଁ ଆଗୋଇ ଚାଲିଛି । ୫ଟି ଅଧୀନରେ କାମ ଚାଲିଛି, ଆଗକୁ ମଧ୍ୟ ଜାରି ରହିବ। ଆପଣମାନଙ୍କ ସେବା କରିବାର ସୁଯୋଗ ଦେଇଥିବାରୁ ଓଡିଶାର ଶିକ୍ଷା ସ୍ୱାସ୍ଥ୍ୟ ବିକାଶ ହୋଇଛି। ବିଜେଡି ହିଁ ରାଜ୍ୟବାସୀଙ୍କ ଆଶା ଓ ଆକାଂକ୍ଷା ପୂରଣ କରିପାରିବ। ସେମାନଙ୍କ ସାମଗ୍ରିକ ବିକାଶ ବିଜେଡି ସରକାର ଦ୍ବାରା ହୋଇପାରିବ ବୋଲି କହି ବିଜେଡିକୁ ସାଂସଦ ଓ ବିଧାୟକ ନିର୍ବାଚନରେ ଯୋଡ଼ି ଶଙ୍ଖ ଚିହ୍ନରେ ଭୋଟ ଦେଇ ବିଜୟୀ କରିବାକୁ ଆହ୍ବାନ ଦେଇଛନ୍ତି ନବୀନ ପଟ୍ଟନାୟକ।

Previous Post

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆପଣଙ୍କ ସାଥିରେ ଅଛନ୍ତି, ମୁଁ ନିମିତ୍ତ ମାତ୍ର: ପ୍ରଣବ ପ୍ରକାଶ

Next Post

ବିକାଶ ହେଉଛି ଆମର ପରିଚୟ, ୨୦୩୬ ସୁଦ୍ଧା ଓଡ଼ିଶା ହେବ ଦେଶର ଏକ ନମ୍ବର ରାଜ୍ୟ : ନବୀନ

FNN WEB

FNN WEB

Next Post
ବିକାଶ ହେଉଛି ଆମର ପରିଚୟ, ୨୦୩୬ ସୁଦ୍ଧା ଓଡ଼ିଶା ହେବ ଦେଶର ଏକ ନମ୍ବର ରାଜ୍ୟ : ନବୀନ

ବିକାଶ ହେଉଛି ଆମର ପରିଚୟ, ୨୦୩୬ ସୁଦ୍ଧା ଓଡ଼ିଶା ହେବ ଦେଶର ଏକ ନମ୍ବର ରାଜ୍ୟ : ନବୀନ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.