• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଏକାମ୍ର ହାଟଠାରେ ସ୍ଵତନ୍ତ୍ର ହସ୍ତତନ୍ତ ପ୍ରଦର୍ଶନୀ ଉଦ୍‌ଘାଟିତ

FNN WEB by FNN WEB
February 24, 2025
in ଓଡ଼ିଶା, ମୁଖ୍ୟ ଖବର
0
ଏକାମ୍ର ହାଟଠାରେ ସ୍ଵତନ୍ତ୍ର ହସ୍ତତନ୍ତ ପ୍ରଦର୍ଶନୀ ଉଦ୍‌ଘାଟିତ
0
SHARES
7
VIEWS

ଭୁବନେଶ୍ୱର : ମହିଳା ବୁଣାକାରମାନେ ହେଉଛନ୍ତି ଓଡ଼ିଶା ବୟନ ଅର୍ଥନୀତିର ମେରୁଦଣ୍ଡ । ପୁରାତନ ଓ ନୂତନ ବୟନ କଳାର ଅଭିନବ ସମିଶ୍ରଣ ଦ୍ୱାରା ସେମାନେ ପ୍ରସ୍ତୁତ କରୁଛନ୍ତି ଆକର୍ଷଣୀୟ ବୟନ ଉତ୍ପାଦ । ସ୍ଥାନୀୟ ଏକାମ୍ର ହାଟଠାରେ ମହିଳା ବୁଣାକାର ସ୍ଵୟଂ ସହାୟକ ଗୋଷ୍ଠୀଙ୍କ ଦ୍ଵାରା ପ୍ରସ୍ତୁତ ହସ୍ତତନ୍ତ ସାମଗ୍ରୀର ସ୍ଵତନ୍ତ୍ର ପ୍ରଦର୍ଶନୀ କୁ ଉଦ୍ଘାଟନ କରି ଏହା କହିଛନ୍ତି ମୁଖ୍ୟ ଅତିଥି ତଥା ବୟନିକାର ପରିଚାଳନା ନିର୍ଦ୍ଦେଶକ ପ୍ରଣତି ଛୋଟରାୟ । ଏହି ଉଦ୍ଘାଟନୀ ସମାରୋହରେ ବୟନ ଓ ହସ୍ତତନ୍ତ ନିର୍ଦ୍ଦେଶକ ବିକ୍ରମାଦିତ୍ୟ ବାରିକ ଯୋଗ ଦେଇ କହିଛନ୍ତି, ମହିଳା ବୁଣାକାରମାନଙ୍କର ଶ୍ରମ ଓ ବୟନଭିତ୍ତିକ ନବସୃଜନ ଓଡ଼ିଶାକୁ ନୂଆ ପରିଚୟ ଦେଇଛି । ସେମାନଙ୍କ ପ୍ରଚେଷ୍ଟାକୁ ଅଧିକ ପ୍ରେରିତ କରିବା ସହ ସେମାନଙ୍କର ଆର୍ଥିକ ସଶକ୍ତିକରଣ ଦିଗରେ ଏହି ସ୍ଵତନ୍ତ୍ର ପ୍ରଦର୍ଶନୀ ଏକ ପ୍ରକୃଷ୍ଟ ମଞ୍ଚ । ରାଜ୍ୟ ହସ୍ତତନ୍ତ ପୁଞ୍ଜ ବିକାଶ ସଂସ୍ଥା (SADHAC) ଦ୍ୱାରା ଆୟୋଜିତ ଏହି ସ୍ଵତନ୍ତ୍ର ପ୍ରଦର୍ଶନୀ ୧୦ ମାର୍ଚ୍ଚ ୨୦୨୫ ପର୍ଯ୍ୟନ୍ତ ଚାଲିବ । ଦିବା ୧୧ ଟା ରୁ ରାତ୍ର ୧୦ ଘଟିକା ପର୍ଯ୍ୟନ୍ତ ଏହି ପ୍ରଦର୍ଶନୀ ଖୋଲା ରହିବ । ଏଥର ମୋଟ ୩୩ ଟି ଷ୍ଟଲ ଖୋଲା ଯାଇଛି । ଏହି ସ୍ୱତନ୍ତ୍ର ପ୍ରଦର୍ଶନୀରେ ବରଗଡ଼, କଟକ, ସୋନପୁର, ଆଠଗଡ଼, ବୌଦ୍ଧ, ବଲାଙ୍ଗିର, ଖୋର୍ଦ୍ଧା, ବାରିପଦା, ବାଲେଶ୍ୱର, ବ୍ରହ୍ମପୁର, ନୟାଗଡ଼, ଢେଙ୍କାନାଳ, କୋରାପୁଟ, ସୁନ୍ଦରଗଡ ଅଞ୍ଚଳରୁ ଅଂଶ ଗ୍ରହଣ କରିଥିବା ମହିଳା ବୁଣାକାର ସ୍ୱୟଂ ସହାୟକ ଗୋଷ୍ଠୀ ସେମାନଙ୍କର ହସ୍ତତନ୍ତ ଉତ୍ପାଦ ଯଥା ଶାଢ଼ି, ପୋଷାକ ସାମଗ୍ରୀ, କପଡ଼ା, ଘର ସାଜସଜ୍ଜା ସାମଗ୍ରୀର ପ୍ରଦର୍ଶନ ଓ ବିକ୍ରୟ ପାଇଁ ଏକ ସୁବର୍ଣ୍ଣ ସୁଯୋଗ ପ୍ରଦାନ କରିଛି ।

ମହିଳା ବୁଣାକାରଙ୍କ ହସ୍ତତନ୍ତ ଉତ୍ପାଦ ମଧ୍ୟରେ ସମ୍ବଲପୁରୀ, ମାଣିଆବନ୍ଧ, ସୋନପୁର ବାନ୍ଧ ଶାଢ଼ି, ବୌଦ୍ଧ, ସୋନପୁର ବମକାଇ ଶାଢ଼ି, କୋରାପୁଟ ଓ ମୟୂରଭଞ୍ଜ ଆଦିବାସୀ ଶାଢ଼ି, ନୂଆପାଟଣା ଓ ବ୍ରହ୍ମପୁର ପାଟ ଶାଢ଼ି, ଗୋପାଳପୁର ଓ ମାଙ୍କିଡିଆ ଟସର ଶାଢ଼ି, ପୋଷାକ ସାମଗ୍ରୀ, କପଡ଼ା, ଘର ସାଜସଜ୍ଜା ଉପକରଣ ସମେତ ବିଭିନ୍ନ ପ୍ରକାରର ହସ୍ତତନ୍ତ ସାମଗ୍ରୀ ପ୍ରଦର୍ଶନ କରାଯାଉଛି । ହସ୍ତତନ୍ତ ଶିଳ୍ପ ପ୍ରୋତ୍ସାହନ ଯୋଜନା (POHI) ଅଧୀନରେ ଏହା ଆୟୋଜନ ହୋଇଥିବା ବେଳେ ମହିଳା ବୁଣାକାରଙ୍କୁ ଆର୍ଥିକ ଭାବେ ସଶକ୍ତ କରିବା ପାଇଁ ଲକ୍ଷ୍ୟ ରହିଛି । ଏହା ହସ୍ତତନ୍ତ ସାମଗ୍ରୀର ବିକ୍ରୟ ବୃଦ୍ଧି ଏବଂ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ମହିଳା ବୁଣାକାର ସଦସ୍ୟମାନଙ୍କୁ ନିୟମିତ ନିଯୁକ୍ତି ପ୍ରଦାନ କରିବାରେ ମଧ୍ୟ ସାହାଯ୍ୟ କରିବ । ଏହି ଉଦଘାଟନ ଉତ୍ସବରେ ବୟନଶିଳ୍ପ ନିର୍ଦ୍ଦେଶାଳୟର ସ୍ୱତନ୍ତ୍ର ଅଧିକାରୀ ଇନ୍ଦିରା ବେହେରା, ଯୁଗ୍ମ ସଚିବ ମମତା ନାୟକ, ରେଶମ ଚାଷର ଅତିରିକ୍ତ ନିର୍ଦ୍ଦେଶକ ସୂର୍ଯ୍ୟ ନାରାୟଣ ପଟ୍ଟନାୟକ, ବୟନଶିଳ୍ପର ଯୁଗ୍ମ ନିର୍ଦ୍ଦେଶକ ଦେବଜିତ ନନ୍ଦୀ, ଯୁଗ୍ମ ନିର୍ଦ୍ଦେଶକ ଶିଶିର କୁମାର ରଥ, ଉପ-ନିର୍ଦ୍ଦେଶକ ମାନଗୋବିନ୍ଦ ଜେନା, ରାଜ୍ୟ ହସ୍ତତନ୍ତ ପୁଞ୍ଜ ବିକାଶ ସଂସ୍ଥାର ଅଧିକାରୀ ଓ କର୍ମକର୍ତ୍ତା, ବିଭାଗର ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

Previous Post

କାଶୀ-ତାମିଲ୍ ସଙ୍ଗମ ୩.୦ରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

Next Post

ବରିଷ୍ଠ ସାମ୍ବାଦିକ ଶୁଭେନ୍ଦୁ ଧଳଙ୍କ ପରଲୋକରେ ଶୋକ

FNN WEB

FNN WEB

Next Post
ବରିଷ୍ଠ ସାମ୍ବାଦିକ ଶୁଭେନ୍ଦୁ ଧଳଙ୍କ ପରଲୋକରେ ଶୋକ

ବରିଷ୍ଠ ସାମ୍ବାଦିକ ଶୁଭେନ୍ଦୁ ଧଳଙ୍କ ପରଲୋକରେ ଶୋକ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.