• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଧାନ କିଣାରେ ହେଉଛି ବ୍ୟାପକ ଦୁର୍ନିତୀ:ନବୀନଙ୍କୁ ଭେଟିଲେ ନବନିର୍ମାଣ ସଂଗଠନ

FNN WEB by FNN WEB
March 4, 2025
in ଓଡ଼ିଶା, ମୁଖ୍ୟ ଖବର
0
ଧାନ କିଣାରେ ହେଉଛି ବ୍ୟାପକ ଦୁର୍ନିତୀ:ନବୀନଙ୍କୁ ଭେଟିଲେ ନବନିର୍ମାଣ ସଂଗଠନ
0
SHARES
1
VIEWS

ଭୁବନେଶ୍ବର : ରାଜ୍ୟ ନୂଆ ବିଜେପି ସରକାର ଆସିବା ପରେ ଚଳିତ ବର୍ଷ ଧାନ କିଣାରେ ବ୍ୟାପକ ଦୁର୍ନିତୀ ହେଉଛି। ଯାହା ବିରୁଦ୍ଧରେ ନବନିର୍ମାଣ ସଂଗଠନ ତରଫରୁ ବିରୋଧୀ ଦଳେ ନେତା ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସରେ ସ୍ମାରକ ପତ୍ର ଦିଆଯିବା ସହ ଅବଗତ କରାଯାଇଛି। ସୂଚନା ଯୋଗ୍ୟ ଯେ, ନବନିର୍ମାଣ ସଂଗଠନ ତରଫରୁ ଜଗତସିଂହପୁର, କଟକ, ଖୋର୍ଦ୍ଧା, ନୟାଗଡ଼, ଗଜପତି ଭଳି ଜିଲ୍ଲାରେ ଜିଲ୍ଲା ସ୍ତରରେ ଧାନ କାଟକୁ ନେଇ ବିକ୍ଷୋଭ କରାଯାଇଛି। ବିକ୍ଷୋଭ ସମୟରେ ଜିଲ୍ଲା ପ୍ରଶାସନକୁ କିଭଳି ମିଲରମାନେ ଗରିବ ଚାଷୀଙ୍କୁ ଭୂତେଇ ୫ରୁ ୧୨ କେଜି ପର୍ଯ୍ୟନ୍ତ କାଟି ନେଉଛନ୍ତି ଏହା ଉପରେ ଅବଗତ କରାଯାଇଛି। ଧାନ ଦୁର୍ନିତୀ ବିରୋଧରେ ଗଣତାନ୍ତ୍ରୀକ ଉପାୟରେ ଆନ୍ଦୋଳନ ହେଉଥିଲେ ହେଁ ସରକାର ଓ ଜିଲ୍ଲାପ୍ରଶାସନ ଏହାକୁ ଅଣଦେଖା କରିଆସିଛନ୍ତି। ଏହା ବିରୁଦ୍ଧରେ ସଂଗଠନର ରାଷ୍ଟ୍ରୀୟ ସଂଯୋଜକ ଆଜକୁ ୧୮ ଦିନ ହେଲା ଉପବାସ ରୂପୀ ବ୍ରତ ପାଳନ କରିଛନ୍ତି।ଏହି ପରିପେକ୍ଷୀରେ ସଂଗଠନ ତରଫରୁ ବିଭିନ୍ନ ଗଣ ସଂଗଠନ ରାଜନୈତିକ ଦଳ ବିଶେଷ କରି ବିରୋଧି ଦଳ ମାନଙ୍କ ସହ କଥାବାର୍ତ୍ତା ଚାଲିଛି।

ଏହି ପରିପ୍ରେକ୍ଷୀରେ ରାଜ୍ୟର ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନବନିର୍ମାଣ ସଂଗଠନ ପକ୍ଷରୁ ସଂଗଠନର ରାଜ୍ୟ ସଂଯୋଜକ ଶେଷଦେବ ନନ୍ଦ ଓ ଯୁବଛାତ୍ର ସଂଗଠନ ରାଜ୍ୟ ସଂଯୋଜକ ମନଓ୍ବର ଅଲ୍ଲୀ ସାକ୍ଷାତ ଆଲୋଚନା କରିଛନ୍ତି। ସାକ୍ଷାତ ଆଲୋଚନା ବେଳେ ବିରୋଧି ଦଳ ନେତା ଶ୍ରୀଯୁକ୍ତ ପଟ୍ଟନାୟକ ମୁଁ ଆପଣମାନଙ୍କ ଆନ୍ଦୋଳନ ବିଷୟରେ ଅବଗତ ଅଛି ଓ ବିଧାନସଭାରେ ଆମେ ଏ ପ୍ରସଙ୍ଗ ଉଠାଇବୁ ବୋଲି ଚାଷୀ ନେତାଙ୍କୁ ପ୍ରତିଶୃତି ଦେଇଥିଲେ। ସେଭଳି ଅକ୍ଷୟ କୁମାରଙ୍କ ଅନଶନ ସ୍ଥଳକୁ ବିଜେଡିର ଏକ ପ୍ରତିନିଧି ମଣ୍ଡଳୀ ଯିବେ ବୋଲି ସେ ଆଲୋଚନାରେ କହିଥିଲେ। ଆଲୋଚନା ସମୟରେ ସଂଗଠନର ଭୁବନେଶ୍ବର ଛାତ୍ର ସଭାପତି ଅମିତ ଜେନା, ଜଟଣୀ ବ୍ଲକ୍ ସଂଯୋଜକ ପ୍ରଫୁଲ ପରିଡ଼ା ଉପସ୍ଥିତ ଥିଲେ।

Previous Post

ଜାତୀୟ ସଦ୍‌ଭାବନା ପୁରସ୍କାର ପ୍ରାପ୍ତ ହାଜି ମହମ୍ମଦ ଅବଦୁଲ ବାରି ଆଉ ନାହାଁନ୍ତି: ବିଭିନ୍ନ ମହଲରେ ଶୋକ

Next Post

ବିଜୁ ପଟ୍ଟନାୟକଙ୍କୁ ଅସମ୍ମାନର ପ୍ରତିବାଦ, ଆନ୍ଦୋଳନକୁ ଓହ୍ଲାଇଲା ବିଜେଡି

FNN WEB

FNN WEB

Next Post
ବିଜୁ ପଟ୍ଟନାୟକଙ୍କୁ ଅସମ୍ମାନର ପ୍ରତିବାଦ, ଆନ୍ଦୋଳନକୁ ଓହ୍ଲାଇଲା ବିଜେଡି

ବିଜୁ ପଟ୍ଟନାୟକଙ୍କୁ ଅସମ୍ମାନର ପ୍ରତିବାଦ, ଆନ୍ଦୋଳନକୁ ଓହ୍ଲାଇଲା ବିଜେଡି

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

June 12, 2026
ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

June 11, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.