• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ବିଜ୍ଞପ୍ତି: ଏପ୍ରିଲ ୨୬ରୁ ମେ’ ୩ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ପତ୍ର ଦାଖଲ

FNN WEB by FNN WEB
April 26, 2024
in ଓଡ଼ିଶା, ମୁଖ୍ୟ ଖବର, ରାଜନୀତି
0
ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ବିଜ୍ଞପ୍ତି: ଏପ୍ରିଲ ୨୬ରୁ ମେ’ ୩ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ପତ୍ର ଦାଖଲ
0
SHARES
10
VIEWS

ଭୁବନେଶ୍ବର: ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ବିଜ୍ଞପ୍ତି ପ୍ରକାଶ ପାଇଛି। ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟରେ ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗୀର, କନ୍ଧମାଳ, ଆସିକା ଲୋକସଭା ଆସନ ଏବଂ ଏହା ଅନ୍ତର୍ଗତ ୩୫ଟି ବିଧାନସଭା ଆସନରେ ନିର୍ବାଚନ ହେବ। ଏଠାରେ ମେ’ ୨୦ରେ ମତଦାନ ହେବାକୁ ଥିବାବେଳେ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଏପ୍ରିଲ ୨୬ରୁ ଆରମ୍ଭ ହୋଇ ମେ’ ୩ ତାରିଖ ପର୍ଯ୍ୟନ୍ତ ଚାଲିବ। ମେ’ ୪ରେ ପ୍ରାର୍ଥିପତ୍ର ଯାଞ୍ଚ ହେବ ଏବଂ ମେ’ ୬ତାରିଖ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର ହୋଇପାରିବ।

ସୂଚନାଯୋଗ୍ୟ, ଆସନ୍ତା ମେ ୧୩ତାରିଖରେ ରାଜ୍ୟର ୪ଟି ଲୋକସଭା ଆସନ କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରାପୁଟ ଏବଂ ଏହା ଅଧୀନସ୍ଥ ୨୮ଟି ବିଧାନସଭା ନିର୍ବାଚନମଣ୍ଡଳୀ‌ରେ ହେବାକୁ ଥିବା ମତଦାନ ପାଇଁ ଗତକାଲି ନାମାଙ୍କନପତ୍ର ଦାଖଲ ଶେଷ ହୋଇଥିଲା। ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁଯାୟୀ, ୨୪ ତାରିଖ ସୁଦ୍ଧା ୪ଟି ଲୋକସଭା ଆସନରେ ମୋଟ୍ ୩୦ଜଣ ପ୍ରାର୍ଥୀ ନାମାଙ୍କନ କରିଥିଲେ। କଳାହାଣ୍ଡିରେ ୧୦ଜଣ, ନବରଙ୍ଗପୁରରେ ୩ଜଣ, ବ୍ରହ୍ମପୁରରେ ୮ଜଣ, କୋରାପୁଟରେ ୯ଜଣ ପ୍ରାର୍ଥୀ ପ୍ରାର୍ଥିପତ୍ର ଦାଖଲ କରିଥିଲେ। ଶେଷ ଦିନରେ ଆଉ କେତେକ ପ୍ରାର୍ଥୀ ନାମାଙ୍କନ କରିଥିବାରୁ ଏହି ସଂଖ୍ୟା ବଢ଼ିପାରେ।

Previous Post

ଅଚ୍ୟୁତ ସାମନ୍ତଙ୍କୁ ୫୭ତମ ସମ୍ମାନସୂଚକ ଡକ୍ଟୋରେଟ୍‍

Next Post

ଖରା ଛୁଟିରେ +୨ ପିଲାଙ୍କୁ ଦିଆଯିବ ନିଟ୍‌‌ ଓ ଜେଇଇ କୋଚିଂ

FNN WEB

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.