• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

କେନ୍ଦ୍ରମନ୍ତ୍ରୀଙ୍କୁ ଅନୁରୋଧ ସେ ମା’ମାନଙ୍କୁ ବାରମ୍ବାର ଅପମାନିତ ନ କରନ୍ତୁ : ପାଣ୍ଡିଆନ

FNN WEB by FNN WEB
April 26, 2024
in ଓଡ଼ିଶା, ମୁଖ୍ୟ ଖବର, ରାଜନୀତି
0
କେନ୍ଦ୍ରମନ୍ତ୍ରୀଙ୍କୁ ଅନୁରୋଧ ସେ ମା’ମାନଙ୍କୁ ବାରମ୍ବାର ଅପମାନିତ ନ କରନ୍ତୁ : ପାଣ୍ଡିଆନ
0
SHARES
0
VIEWS

ଉମରକୋଟ : ବିଜୁ ଜନତା ଦଳର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଆଜି ନବରଙ୍ଗପୁର ଲୋକସଭା ନିର୍ବାଚନ ମଣ୍ଡଳୀର ଉମରକୋଟ ଓ ଝରିଆଁରେ ନିର୍ବାଚନ ପ୍ରଚାର ଆରମ୍ଭ କରି ଦଳର ଲୋକସଭା ଓ ବିଧାନସଭା ପ୍ରାର୍ଥୀଙ୍କୁ ବିପୁଳ ଭୋଟରେ ଜିତାଇବାକୁ ନିବେଦନ କରିଛନ୍ତି । ବହୁସଂଖ୍ୟାରେ ଆସି ଭୋଟ ଦେଇ ମୁଖ୍ୟମନ୍ତ୍ରୀଙ୍କୁ ଆଶୀର୍ବାଦ କରନ୍ତୁ । ୯୦ ପ୍ରତିଶତ ଭୋଟରେ ଜିତାନ୍ତୁ । ଏହି ସଭାରେ ହଜାର ହଜାର ସଂଖ୍ୟାରେ ଉପସ୍ଥିତ ରହି ଜନସାଧାରଣ ଶ୍ରୀ ପାଣ୍ଡିଆନଙ୍କୁ ଭବ୍ୟ ସ୍ବାଗତ କରିଥିଲେ ।

ନିଜ ଭାଷଣରେ କେନ୍ଦ୍ରମନ୍ତ୍ରୀଙ୍କୁ ଲକ୍ଷ୍ୟ କରି ଶ୍ରୀ ପାଣ୍ଡିଆନ କହିଲେ ଯେ ତାଙ୍କର ରାଗ ହେଉଛି ମୁଖ୍ୟମନ୍ତ୍ରୀ ସାଧାରଣ ଲୋକଙ୍କୁ କାହିଁକି ଏତେ ସୁବିଧା ଦେଉଛନ୍ତି। ମା ମାନଙ୍କୁ କାହିଁକି ଏତେ ସୁବିଧା ଦେ ଉଛନ୍ତି। ତେଣୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା, ମିଶନ ଶକ୍ତି ଆଦି କାର୍ୟ୍ୟକ୍ରମ ବନ୍ଦ କରିବାକୁ ଷଡଯନ୍ତ୍ର କରୁଛନ୍ତି। ମା ମାନଙ୍କ ଦୁବାଇ ଗସ୍ତ ବନ୍ଦ କରିଦେଲେ। ତାଙ୍କୁ ଅନୁରୋଧ ସେ ମା ମାନଙ୍କୁ ବାରମ୍ବାର ଅପମାନିତ ନ କରନ୍ତୁ, ମା ମାନେ ତାଙ୍କୁ ଉଚିତ ଜବାବ ଦେବେ। ଆପଣମାନେ ତାଙ୍କୁ ପ୍ରଶ୍ନ ପଚାରନ୍ତୁ, ସେମାନେ ଉତ୍ତର ଦେଇପାରିବେ ନାହିଁ।

କାର୍ତ୍ତିକ ପାଣ୍ଡିଆନ ଆହୁରି ମଧ୍ୟ କହିଥିଲେ ଯେ ମୁଖ୍ୟମନ୍ତ୍ରୀ ସବୁବେଳେ ମାଆମାନଙ୍କ ପଛରେ ଛିଡା ହୋଇଛନ୍ତି । ସେଥିପାଇଁ ମିଶନ ଶକ୍ତିକୁ ସଶକ୍ତ କରିବା ପାଇଁ ବରାବର ଉଦ୍ୟମ କରୁଛନ୍ତି । ମିଶନ ଶକ୍ତି ମାଆମାନଙ୍କୁ ନିକଟରେ ଦୁବାଇ ପଠାଇବା ପାଇଁ ହୋଇଥିବା ଯୋଜନାକୁ ଭଣ୍ଡୁର କରିଛନ୍ତି ଏହି କେନ୍ଦ୍ରମନ୍ତ୍ରୀ । ଆସନ୍ତା ମେ ୧୩ ତାରିଖରେ ଏହି ଅଞ୍ଚଳରେ ନିର୍ବାଚନ ହେଉଛି । ମୁଖ୍ୟମନ୍ତ୍ରୀଙ୍କ କାମକୁ ନଜରର ରଖି ନବରଙ୍ଗପୁର ଲୋକସଭା ଓ ଉମରକୋଟ ବିଧାନସଭା ବିଜେଡି ପ୍ରାର୍ଥୀଙ୍କୁ ବିପୁଳ ଭୋଟରେ ବଡ଼ ବିଜୟୀ କରିବାକୁ ପାଣ୍ଡିଆନ ଆହ୍ବାନ ଦେଇଛନ୍ତି ।

Previous Post

ପରାଜୟ ଭୟରେ ବାଚାଳାମୀ ଆରମ୍ଭ କରିଛନ୍ତି ଓଡିଶା ବିଜେପି ନେତା: ବିଜେଡି

Next Post

ଜନଜାତି ଭାଇ ଭଉଣୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ହୃଦୟରେ ସ୍ୱତନ୍ତ୍ର ସ୍ଥାନ ରହିଛି : ପାଣ୍ଡିଆନ

FNN WEB

FNN WEB

Next Post
ଜନଜାତି ଭାଇ ଭଉଣୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ହୃଦୟରେ ସ୍ୱତନ୍ତ୍ର ସ୍ଥାନ ରହିଛି : ପାଣ୍ଡିଆନ

ଜନଜାତି ଭାଇ ଭଉଣୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ହୃଦୟରେ ସ୍ୱତନ୍ତ୍ର ସ୍ଥାନ ରହିଛି : ପାଣ୍ଡିଆନ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

March 5, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.